ବଡବିଲରେ ଏକାଧିକ ଚୋରି ମାମଲାରେ ୨ ଗିରଫ

ବଡବିଲ,୧୨।୫(ସ୍ବ:ପ୍ର:): କେନ୍ଦୁଝର ଜିଲା ବଡବିଲ ଥାନା ଅଞ୍ଚଳରେ ଘଟିଥିବା ଏକାଧିକ ଚୋରି ମାମଲାରେ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଏଥିସହ ଚୋରି ଘଟଣାରେ ସଂପୃକ୍ତ ୨ ଜଣ ବାଳ ଅପରାଧୀଙ୍କୁ ସୁଧାର ଗୃହକୁ ପଠାଇଥିବା ବଡବିଲ ଥାନା ଆଇଆଇସି ପ୍ରମୋଦିନୀ ସାହୁ କହିଛନ୍ତି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ଗାଢା ହଟିଂ ଅଞ୍ଚଳର ମନୋଜ ରାଜପୁତ ଓ ସନ୍ଦିପ କାଣ୍ଡୁଲ୍‌ନା। ପୋଲିସ ଅଭିଯୁକ୍ତଙ୍କ ନିକଟରୁ ୫ଟି ମୋବାଇଲ, ଗୋଟିଏ ଲାପଟପ, ସ୍ମାର୍ଟ ୱାଚ୍‌, ନଗଦ ଟଙ୍କା ଓ ଅନ୍ୟାନ୍ୟ ଚୋରି ହୋଇଥିବା ସାମଗ୍ରୀ ଉଦ୍ଧାର କରିଛି। ବଡବିଲ ଥାନା କେସ୍‌ ନମ୍ବର ୧୨୩/୨୦୨୩, ୧୩୧/୨୦୨୩, ୧୩୨/୨୦୨୩ ମାମଲା ରୁଜୁ କରଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୨ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri