ଅଶ୍ଳୀଳ ଫଟୋ ଉଠାଇ ବ୍ଲାକ୍‌ମେଲିଂ କରି ଟଙ୍କା ଲୁଟ ମାମଲା: ଗିରଫ ହେଲେ ଯୁବତୀଙ୍କ ସହ ପୁରୁଷବନ୍ଧୁ

ବଲାଙ୍ଗୀର ଅଫିସ,୧୦।୯: ବଲାଙ୍ଗୀର ସହର ସାଗର କଲୋନୀର ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରେ ଭଡା ରହିବାକୁ ଆସି ଯୁବତୀଙ୍କ ସହ ତାଙ୍କର ପୁରୁଷବନ୍ଧୁ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି । ତରଭା ଅଞ୍ଚଳର ସମ୍ପୃକ୍ତା ଯୁବତୀ ମୃଦୁ ପାନୀୟରେ ଅବସରପ୍ରାପ୍ତ ଶିକ୍ଷକଙ୍କୁ ନିଶା ଦେଇ ଅଶ୍ଳୀଳ ଫଟୋ ଓ ଭିଡିଓ କରି ବ୍ଳାକମେଲ କରୁଥିଲେ। ଏହି ଘଟଣା ପରେ ଅବସରପ୍ରାପ୍ତ ଶିକ୍ଷକ ଜଣକ ମାନସିକ ଚାପରେ ରହିଥିବା ପରିବାର ଲୋକେ ଜାଣିବା ପରେ ଥାନାର ଦ୍ୱାରସ୍ଥ ହୋଇଥିଲେ। ଅଭିଯୋଗ ପରେ ପୋଲିସ ଏହି ଘଟଣାରେ ସୁବର୍ଣ୍ଣପୁର ଜିଲା ତରଭା ଅଞ୍ଚଳର ଜଣେ ଯୁବତୀ ଓ ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା କରିଥିଲା। ଏପରିକି ପୋଲିସ ଅଭିଯୁକ୍ତା ଓ ପୀଡ଼ିତ ଶିକ୍ଷକଙ୍କୁ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ମେଡିକାଲ ପରୀକ୍ଷା କରାଯାଇଛି । ପରେ ପୋଲିସ ଅଭିଯୁକ୍ତା ଲଳିତା ବାରିକ ଓ ବିଶାମିତ୍ର ନାୟକଙ୍କୁ ଗିରଫ କରିଛି। ଟାଉନ ଥାନାରେ ହୋଇଥିବା ଏକ ଖବରଦାତା ସମ୍ମିଳନୀରେ ଏସ୍‌ଡିପିଓ ତୋଫାନ ବାଗ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

“ଆଟ୍ ହୋମ୍” କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ଅଜିତ ସେଠୀ

ଛତ୍ରପୁର,୧୩|୮(ଦିଲ୍ଲୀପ ସାମଲ / ଦ୍ଵାରିକା ପଟନାୟକ): ଆଗାମୀ ସ୍ୱାଧୀନତା ଦିବସ ଅବସରରେ ରାଜଭବନ ତଥା ଲୋକ ସେବା ଭବନରେ ଆୟୋଜିତ ହେବାକୁ ଥିବା ସ୍ୱତନ୍ତ୍ର “ଆଟ୍ ହୋମ୍”…

ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ ସହ ଲୁଟ୍, ଜେଲ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୩|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ନିକଟରେ ଏକ ଯାତ୍ରୀବାହୀ ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ କରିବା ସହ ୨୨୦୦…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri