ମାଉଜର ସହ ୨ ଗିରଫ

ଭଞ୍ଜନଗର,୮।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ପୋଲିସ ଗୁରୁବାର ରାତିରେ ଘୋଗଡ ସଂରକ୍ଷିତ ଜଙ୍ଗଲ ରାସ୍ତାରୁ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କ ଠାରୁ ପୋଲିସ ଗୋଟିଏ ମାଉଜର, ୨ ଟି ଜୀବନ୍ତ ଗୁଳି, ଗୋଟିଏ ବାଇକ, ଦୁଇଟି ମୋବାଇଲ ଫୋନ
ଜବତ କରାଯାଇଛି। ଶୁକ୍ରବାର ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି। ଗିରଫ ଦୁଇଜଣ ହେଲେ ରୁଢାପଦରର ଅଜୁ ବିଷୋୟୀ ଓ ଦଶପଲ୍ଲା ଅଞ୍ଚଳ ପୋଇବଡିର ବିଭୂତି ଭୂଷଣ ରଥ। ଗିରଫ ଅଭିଯୁକ୍ତ ଦ୍ବୟଙ୍କ ନାମରେ ପୁର୍ବରୁ ବିଭିନ୍ନ ଥାନାରେ ଏକାଧିକ ମାମଲା ଅଛି ବୋଲି ଭଞ୍ଜନଗର ଏସ ଡି ପି ଓ ଦୀପକ ମିଶ୍ର ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି। ଘଟଣାରୁ ପ୍ରକାଶ ଯେ ବିଗତ କିଛି ମାସ ହେବ ଜିଲାରେ ଅପରାଧ ହାର ବଢ଼ିଯାଇଥିଲା। ସେଥିମଧ୍ୟରୁ କିଛି ଗୁରୁତ୍ୱର୍ଣ ଅପରାଧ ମଧ୍ୟ ଘଟିଥିଲା। ଯାହାକୁ ନେଇ ପୋଲିସଧ୍‌ର ଚିନ୍ତା ବଢ଼ିଯାଇଥିଲା। ପରେ ଜିଲାରେ ଅପରାଧ ଦମନ ପାଇଁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଥିଲା। ଏହିଭଳି ତାରସିଂ ପୋଲିସ ମଧ୍ୟ ଅଭିଯୁକ୍ତ ଦମନଧ୍‌ରେ ଲାଗି ପଡିଛନ୍ତି  ।   ରାତିରେ ଆଇ ଆଇ ସି ଶୁଭଲକ୍ଷ୍ମି ପୂଜାରୀ ଦଶପଲ୍ଲା ରାସ୍ତାରେ ପାଟ୍ରୋଲିଁ କରୁଥିଲେ। ଏହି ସମୟରେ ଉକ୍ତ ଦୁଇ ଯୁବକଙ୍କୁ ସନ୍ଦେହରେ ପୋଲିସ
କାବୁ କରିବା ପରେ ସେମାନେ ଅପରାଧୀ ବୋଲି ଜଣାପଡ଼ିଥିଲେ। ସେମାନେ କିଛି ଅଘଟଣ ଘଟାଇବା ପାଇଁ ଯୋଜନା ଚଳାଇଥିଲେ। ଏହା ପୂର୍ବରୁ ପୋଲିସ ମାଡ଼ି ବସିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri