ମାଉଜର ସହ ୨ ଗିରଫ

ଭଞ୍ଜନଗର,୯।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଗୁରୁବାର ଦୁଇ ଜଣଙ୍କୁ ଗିରଫ କରିଛି। ପୋଲିସ ସେମାନଙ୍କଠାରୁ ଗୋଟିଏ ମାଉଜର, ୩ ରାଉଣ୍ଡ ଗୁଳି ସହ ଗୋଟିଏ ବାଇକ ଜବତ କରିଛି। ଗିରଫ ଦୁଇଜଣ ହେଲେ ସୁନିଲ ପ୍ରଧାନ ଓ ଲାଲୁ ବେହେରା। ସେମାନଙ୍କୁ ଗୁରୁବାର କୋର୍ଟ ଚାଲାଣ କରାଯାଇଛି। ଘଟଣାରୁ ପ୍ରକାଶ ଯେ ଅଭିଯୁକ୍ତଦ୍ବୟ ଗୁରୁବାର ପ୍ରତ୍ୟୁଷରେ
ଚକରା ବିଷୋୟୀ ଛକରେ ଠିଆ ହୋଇଥିଲା। ଏହି ସମୟରେ ପାଟ୍ରୋଲି କରୁଥିବା ପୋଲିସ ଟିମ ଦେଖି ସେମାନେ ଏକ ଦୋକାନ ପଛକୁ ଚାଲି ଯାଇଥିଲେ। ଫଳରେ ପୋଲିସ ସନ୍ଦେହରେ ଅଭିଯୁକ୍ତଦ୍ୱୟଙ୍କୁ ଧରି ପଚରା ଉଚରା କରିଥିଲା। ଏହାପରେ ସେମାନଙ୍କଠାରୁ ବନ୍ଧୁକ ଜବତ ହୋଇଥିଲା। ଏହାପୂର୍ବରୁ ଅଭିଯୁକ୍ତଦ୍ବୟ ପୋଲିସ ସହ ଯୁକ୍ତିତର୍କ କରିବା ସହ ଫାଙ୍କା ଗୁଳି ଚାଳନା କରିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ଇସ୍ତଫା ନ ଦେବା ଯାଏ ଯନ୍ତରମନ୍ତର ଛାଡ଼ିବୁନୁ: ଦୀପ୍‌କେ

ନୂଆଦିଲ୍ଲୀ,୨୧।୬(ପି.ଟି.): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେବା ଯାଏ ନୂଆଦିଲ୍ଲୀର ଯନ୍ତରମନ୍ତର ଛାଡ଼ିବେ ନାହିଁ ବୋଲି କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପ୍ରତିଷ୍ଠାତା ଅଭିଜିତ…

୧ରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ୨୪ରେ ୧ ଘଣ୍ଟିଆ ଓପିଡି ସେବା ବନ୍ଦ

ଭୁବନେଶ୍ୱର, ୨୧ା୬ (ବନ୍ଦନା ସେଠୀ): ଅନ୍ତର୍ଜାତୀୟ ଡାକ୍ତର ଦିବସ ଅବସରରେ ଜୁଲାଇ ୧ରେ କାର୍ଯ୍ୟ ବନ୍ଦ ଆନ୍ଦୋଳନର ଆହ୍ବାନ ଦେଇଛି ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (ଓମ୍‌ସା)।…

ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ…

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri