ଯୁକ୍ତ ଦୁଇ କଳା ପରୀକ୍ଷାଫଳ ପ୍ରକାଶିତ

ଭୁବନେଶ୍ୱର,୮।୮(ବ୍ୟୁରୋ): ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ପରୀକ୍ଷାଫଳ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୋମବାର ପରୀକ୍ଷାଫଳ ପ୍ରକାଶ କରାଯାଇଛି। ତେବେ ଯୁକ୍ତ ଦୁଇ କଳାରେ ୮୨.୧୦ ପ୍ରତିଶତ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି। www.odisharesults.nic.in ମାଧ୍ୟମରେ ଛାତ୍ରୀଛାତ୍ର ନିଜର ପରୀକ୍ଷାଫଳ ଦେଖି ପାରିବେ।
ସୂଚନାଯୋଗ୍ୟ, ଚଳିତ ବର୍ଷ ୨ଲକ୍ଷ ୧୩ ହଜାର ୪୦୬ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧ଲକ୍ଷ ୭୧ ହଜାର ୨୮୮ ଜଣ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି। ସେହିପରି ୧୭୭ ଛାତ୍ରୀଛାତ୍ର ୯୦ ପ୍ରତିଶତରୁ ଅଧିକ ନମ୍ବର ରଖିଥିବା ଜଣାପଡିଛି। ଅନ୍ୟପଟେ, ଜୁଲାଇ ୨୭ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳ ଘୋଷଣା ହୋଇଥିଲା। ସେହିପରି କଳାର ପରୀକ୍ଷାଫଳ ଅଗଷ୍ଟ ୮ରେ ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର…

ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା, କହିଲେ ବିଜେଡି କିଣା ବିକାରେ…

ଭୁବନେଶ୍ୱର,୯।୨: ବିଧାୟିକା ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା। ଦାସବର୍ମା କହିଛନ୍ତି, ବିଜେଡି କିଣାବିକାରେ ବିଶ୍ୱାସ କରେନି।ସେଠାକାର ଜନପ୍ରତିନିଧି ପ୍ରଥମେ ବ୍ରହ୍ମଗିରିବାସୀଙ୍କ ଆକାଂକ୍ଷା ପୂରଣ…

ବରଡୋଲ ଜୈନ ପୋଲି ଫେଵରେ ନିଆଁ: ସାରା ଅଞ୍ଚଳ ଧୂଆଁମୟ

ବରଗଡ଼,୯।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଜୈନ ପୋଲି ଫେବ୍ ବସ୍ତା ଫ୍ୟାକ୍ଟ୍ରିରେ ସୋମବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଫ୍ୟାକ୍ରିର ବିଭିନ୍ନ ସାମଗ୍ରୀ ନଷ୍ଟ…

ଶେଷ ବେଳକୁ ବିଜେଡିରେ ଥିବେ  କେବଳ ଏହି ୩ ଜଣ: କହୁକହୁ କହିଦେଲେ ବିଧାୟିକା

ଭୁବନେଶ୍ୱର,୯।୨: ଭାଜପା ବିଧାୟିକା ଉପାସନା ମହାପାତ୍ର ବିଜେଡିକୁ ଟାର୍ଗେଟ କରିଛନ୍ତି। କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷା ଭାଜପାରେ ମିଶିବା ପରେ ତେରେଛା ବାଣ ମାରିଲେ ଉପାସନା। ନାଁ ନ…

ଅସମ୍ମାନ ! ଡାଇନିଂ ଟେବୁଲରେ ବସିଲେ, ଚପଲ ପିନ୍ଧି ମହାପ୍ରସାଦ ଖାଇଲେ

ପୁରୀ୯।୨( ଅଜିତ୍ କୁମାର ମହାନ୍ତି ): ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ଚପଲ ପିନ୍ଧି ବସି ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri