ଭୁବନେଶ୍ୱର,୩।୯(ବ୍ୟୁରୋ): ଆସନ୍ତା ଶନିବାର ଯୁକ୍ତ ୨ କଳା ପରୀକ୍ଷାଫଳ ପ୍ରକାଶ ପାଇବ। ଅପରାହ୍ନ ୪ଟାରେ ସିଏଚ୍ଏସ୍ଇର କାର୍ଯ୍ୟାଳୟରେ ଫଳ ପ୍ରକାଶ ପାଇବା ନେଇ ଗୁରୁବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ତେବେ ପୂର୍ବରୁ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷାଫଳ ପ୍ରକାଶ ପାଇ ସାରିଛି।
ଭୁବନେଶ୍ୱର,୩।୯(ବ୍ୟୁରୋ): ଆସନ୍ତା ଶନିବାର ଯୁକ୍ତ ୨ କଳା ପରୀକ୍ଷାଫଳ ପ୍ରକାଶ ପାଇବ। ଅପରାହ୍ନ ୪ଟାରେ ସିଏଚ୍ଏସ୍ଇର କାର୍ଯ୍ୟାଳୟରେ ଫଳ ପ୍ରକାଶ ପାଇବା ନେଇ ଗୁରୁବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ତେବେ ପୂର୍ବରୁ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷାଫଳ ପ୍ରକାଶ ପାଇ ସାରିଛି।
ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...
ଓ୍ବାଶିଂଟନ୍,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...
ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...
ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...
ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...
ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...
ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍ଜିଏନ୍ଆର୍ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...
ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...
