ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ବେଳେ ୨ ଆଶାୟୀଙ୍କ ମୃତ୍ୟୁ: ୪ ଲକ୍ଷ ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୩: ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ବେଳେ ୨ ଯୁବକଙ୍କ ମତ୍ୟୁ ଘଟଣାରେ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା କରିଛନ୍ତି। ଫରେଷ୍ଟର, ଫରେଷ୍ଟ ଗାର୍ଡ ଶାରୀରିକ ପରୀକ୍ଷା ବେଳେ ମୃତ୍ୟୁ ଘଟିଥିଲା କେନ୍ଦୁଝରର ଜଣେ, ସୁନ୍ଦରଗଡ଼ର ଆଉ ଜଣେ ଯୁବକଙ୍କର ମତ୍ୟୁ ହୋଇଥିଲା।

ଉରକେଲା ଟାଙ୍ଗରପାଲି ଥାନା ଅଞ୍ଚଳର ପ୍ରବୀଣ କୁମାର ପଣ୍ଡା ଏହି ପରୀକ୍ଷାର ବ୍ୟାଚ ନମ୍ବର ଏ-୦୨ ଥିଲେ। ସେ ଫରେଷ୍ଟ ଗାର୍ଡ ଏବଂ ଫରେଷ୍ଟର ପଦବୀ ପାଇଁ ଆବେଦନ କରିଥିଲେ ।ମଙ୍ଗଳବାର ସକାଳେ ସୁନ୍ଦରଗଡ ଭବାନୀପୁରରୁ ବାରଗଡ଼ ପର୍ଯ୍ୟନ୍ତ ୨୫ କିଲୋମିଟର ଦୌଡ଼ରେ ଭାଗ ନେଇଥିବା ବେଳେ ସଦର ଥାନା ଅଞ୍ଚଳର କିରେଇ ନିକଟରେ ସେ ଅଚେତ ହୋଇପଡ଼ିଥିଲେ। ଏହାପରେ ତାଙ୍କୁ ସଙ୍ଗେ ସଙ୍ଗେ ସୁନ୍ଦରଗଡ ସରକାରୀ ମେଡ଼ିକାଲ କଲେଜ ହସ୍ପିଟାଲକୁ ନିଆଯାଇଥିଲା।

କିନ୍ତୁ ସେଠାରେ ପହଞ୍ଚିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଅଘଟଣା କାରଣରେ ପରୀକ୍ଷାରେ ଅଂଶଗ୍ରହଣ କରୁଥିବା ଅନ୍ୟାନ୍ୟ ପ୍ରାର୍ଥୀମାନେ ଅତ୍ୟନ୍ତ ଦୁଃଖିତ ହୋଇପଡ଼ିଛନ୍ତି। ଓଏସ୍‌ଏସ୍‌ସି ଦ୍ୱାରା ଏହି ଅଘଟଣା ବିଷୟରେ ତଦନ୍ତ ଆରମ୍ଭ କରାଯାଇଛି। ଖବରପାଇ ସୁନ୍ଦର ଗଡ ଅତିରିକ୍ତ ଜିଲାପାଳ ରବିନାରାୟଣ ସାହୁ ଘଟଣାର ଅନୁଧ୍ୟାନ ସହ, ସଦରଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଜିଲା ଶୁଭମନଙ୍କ ବ୍ୟାଟ୍‌; ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ କଲେ ଏମିତି କାରନାମା, ସବୁ ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୧୭।୬: ଲକ୍ଷ୍ନୌରେ ଖେଳାଯାଉଥିବା ଭାରତ ବନାମ ଆଫଗାନିସ୍ତାନ ଦ୍ୱିତୀୟ ଦିନିକିଆ (ODI) ମ୍ୟାଚରେ ଶୁଭମନ ଗିଲ ଏକ ଚମତ୍କାର ଶତକ ହାସଲ କରିଛନ୍ତି। ସେ ୭୭ ବଲରେ…

ଅଭିଯୋଗ ଦେବାକୁ ଯାଇଥିବା ନାବାଳିକାଙ୍କୁ ଥାନାରେ ଧମକ, ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ବାରିପଦା/ମୋରଡ଼ା,୧୭ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ବିବାଦୀୟ ମୋରଡ଼ା ଥାନା ଅଧିକାରୀ ସୁମିତ କୁମାର ସୋରେନ ଅଭିଯୋଗ ଦେବାକୁ ଯାଇଥିବା ଜଣେ ନାବାଳିକାଙ୍କୁ ଥାନାରେ ଧମକ ଦେବା ଘଟଣାକୁ…

ଇରାନକୁ ଡୋନାଲ୍ଡ ଟ୍ରମ୍ପଙ୍କ ଖୋଲା ଧମକ: ‘ସର୍ତ୍ତ ନ ମାନିଲେ ସିଧା ମୁଣ୍ଡ ଉପରେ ପକାଇବୁ ବୋମା’

ନୂଆଦିଲ୍ଲୀ,୧୭।୬: ଇରାନ ସହିତ ଚାଲିଥିବା ଆଲୋଚନା ଏବଂ ଚୁକ୍ତିକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ବୟାନ ପୁଣି ଥରେ ଯୁଦ୍ଧ ଚିନ୍ତାକୁ ବଢ଼ାଇ ଦେଇଛି।…

କାଠରେ ରାମଦୋଳି ନିଜେ ପ୍ରସ୍ତୁତ କରନ୍ତି ଗାଁର ଯୁବତୀ-ଯୁବକ, ରଜ କୁଇନ୍‌ ପ୍ରତିଯୋଗିତାରେ ନେଲେ ଖୁବ୍‌ ମଜା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରଜ ମହୋତ୍ସବ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ଭଞ୍ଜନଗର ପାତ୍ର କଲୋନୀରେ ୩ ଦିନ ବ୍ୟାପି ଚାଲିଥିବା ରଜ କୁଇନ୍‌…

ଗଛରେ ପିଟିହେଲା ବାଇକ୍‌: ଜଣଙ୍କ ଜୀବନ ଗଲା, ୨ ଗୁରୁତର

ପରଜଙ୍ଗ,୧୭ା୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ମହାବିରୋଡ୍‌ ଥାନା କମର-ପଙ୍ଗାତିରା ପୂର୍ତ୍ତ ବିଭାଗ ରାସ୍ତାର କୁଟୁରିଆ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ଗଛରେ…

ଭୁବନେଶ୍ୱରକୁ ଜଗିଛି ଅଦୃଶ୍ୟ ଶକ୍ତି! ଚମକାଇଲା ବିଶେଷଜ୍ଞଙ୍କ ଆକଳନ, ଆଗକୁ ଭୟଙ୍କର…

ଭୁବନେଶ୍ୱର,୧୭।୬: ଭୁବନେଶ୍ୱରବାସୀ ବର୍ଷାକୁ ଚାହିଁ ଚାହିଁ ନିରାଶ। ଆକାଶରେ ମେଘ ଆସୁଛି, ପବନ ବହୁଛି, ବର୍ଷା ହେବ ବୋଲି ଆଶା ଜାଗୁଛି। କିନ୍ତୁ ଠିକ ସେତିକିବେଳେ ମେଘ…

ଆଜି ୫୦ ହଜାର କୋଟି ସାମ୍ରାଜ୍ୟର ମାଲିକ ୨୫ ବର୍ଷର ଏହି ଯୁବକ! ୧୪ ବର୍ଷ ବୟସରୁ କଲେଜ ଛାଡି ଆରମ୍ଭ କରିଥିଲେ…

ନୂଆଦିଲ୍ଲୀ,୧୭।୬: : ଏଲନ ମସ୍କଙ୍କ କମ୍ପାନୀ ସ୍ପେସଏକ୍ସ (SpaceX), ଏଆଇ-ଆଧାରିତ (AI-based) କୋଡିଂ ପ୍ଲାଟଫର୍ମ ‘କର୍ସର’ (Cursor)ର ପ୍ୟାରେଣ୍ଟ କମ୍ପାନୀ ‘ଏନିସ୍ପିୟର ଇଙ୍କ’ (Anysphere Inc)କୁ ୬୦…

ଇଥାନଲ୍ ବ୍ୟବସାୟରୁ ବମ୍ପର ଲାଭ! କମ୍ ନିବେଶରେ କୋଟିପତି ବନାଇବ ଏହି ୩ଟି ସୁପରହିଟ୍ ବିଜନେସ୍ ଆଇଡିଆ

ନୂଆଦିଲ୍‌ଲୀ,୧୭।୬: ଭାରତରେ ଗ୍ରୀନ ଏନର୍ଜି (ଶକ୍ତି) ଏବଂ ବୈକଳ୍ପିକ ଇନ୍ଧନର ଚାହିଦା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏହି ସମୟରେ ଇଥାନଲ (Ethanol) ଏଭଳି ଏକ ସେକ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri