ଜଳଭଣ୍ଡାରରେ ବୁଡି ଚାଲିଗଲା ଦୁଇ ଶିଶୁ କନ୍ୟାଙ୍କ ଜୀବନ

କୋରୁକୋଣ୍ଡା ୧୬।୨(ଅବିନାଶ ବେହେରା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନାକାମାମୁ ପଞ୍ଚାୟତ କେନ୍ଦୁଗୁଡ଼ା ଗାଁରେ ଏକ ଅଘଟଣ ଘଟିଛି। ବାଲିମେଳା ଜଳଭଣ୍ଡାରରେ ବୁଡି ୨ଶିଶୁ କନ୍ୟାଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ସନିୟା ମୁଦୁଲିଙ୍କ ଝିଅ ସାବିତ୍ରୀ ମୁଦୁଲି(୭) ଏବଂ ଧନୁ କାଡ଼ଙ୍ଗିଆଙ୍କ ଝିଅ ଦବିଲି କାଡ଼ଙ୍ଗିଆ(୭)।

ମିଳିଥିବା ସୂଚନା ମୁତାବକ, ଜଳଭଣ୍ଡାରକୁ ୪ଜଣ ଶିଶୁ କନ୍ୟା ଗାଧୋଇବାକୁ ଯାଇଥିଲେ। ସେତିକିବେଳେ ଜଳଭଣ୍ଡାରରେ ସାବିତ୍ରୀ ଏବଂ ଦବିଲି ପାଣିରେ ବୁଡି ଯାଇଥିଲେ। ଖବର ପାଇ ଗ୍ରାମବାସୀଙ୍କ ସହ ଚିତ୍ରକୋଣ୍ଡା ଅଗ୍ନିଶମ କର୍ମଚାରୀ ଏବଂ ପୋଲିସ ଖୋଜାଖୋଜି କରିଥିଲେ। ହେଲେ କୌଣସି ପତ୍ତା ମିଳି ନ ଥିଲା। ଶୁକ୍ରବାର ପୁଣି ଖୋଜାଖୋଜି ପରେ ଦୁଇ ଶିଶୁ କନ୍ୟାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଲେଙ୍ଗାନାରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ, ଜିଲାପାଳଙ୍କୁ ଲିଖିତ ଅଭିଯୋଗ କଲେ ସ୍ତ୍ରୀ

ଭବାନୀପାଟଣା,୨୨।୪(ଉତ୍ତମ କୁମାର ଦାଶ): ଦାଦନ ଖଟିବାକୁ ତେଲେଙ୍ଗାନା ଯାଇ ନିଖୋଜ ହୋଇଗଲେ ଶ୍ରମିକ । ନିଖୋଜ ଶ୍ରମିକ ଜଣକ କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ରାଣୀବାହାଲ ଗ୍ରାମର…

ଛାତ୍ରୀଙ୍କୁ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଅଭିଯୋଗକୁ ୫ ଦିନ ବିତିଲା, ହାତବାନ୍ଧି ବସିଛି ପୋଲିସ

ଦେବଗଡ଼,୨୨ା୪(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାରେ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁଗୃହ ସପୋର୍ଟର ଜଣେ ଅନାଥ ନାବାଳିକା ଆଇଟିଆଇର ପ୍ରିନ୍ସିପାଲଙ୍କ ନାମରେ ଯୌନ ନିର୍ଯାତନା ଅଭିଯୋଗ ଆଣିବାର…

ଶିଳ୍ପ ସ୍ଥାପନ ପାଇଁ ଚାଲିଛି ଇଡ୍‌କୋକୁ ଜମି ହସ୍ତାନ୍ତର ପ୍ରକ୍ରିୟା, ଅଞ୍ଚଳବାସୀଙ୍କ ବିରୋଧ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତର ଏକ ୯ ହେକ୍ଟର ଜମିରେ ଶିଳ୍ପ ସ୍ଥାପନ ହେବ। ଏଥିପାଇଁ ଇଡ୍‌କୋ ଏବଂ ରାଜ୍ୟ ପର୍ଯ୍ୟଟନ…

ଅସ୍ତ୍ରବିରତି ବୃଦ୍ଧି ପରେ ହର୍ମୁଜ୍ ପ୍ରଣାଳୀରେ ଗୁଳିମାଡ଼, ୩ଜାହାଜ…

ନୂଆଦିଲ୍ଲୀ,୨୨ା୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ଡୋନାଲ୍ଡ ଟ୍ରମ୍ପଙ୍କ ବିବୃତ୍ତି ପରେ, ହର୍ମୁଜ୍ ପ୍ରଣାଳୀରେ ତିନୋଟି ମାଲବାହୀ ଜାହାଜ ଉପରେ ଆକ୍ରମଣ ହୋଇଛି। ବର୍ତ୍ତମାନ,…

କୋରାପୁଟରେ ସ୍କୁଲ ଛୁଟି ଘୋଷଣା: କାଲିଠୁ ଏତିକି ଦିନ ପର୍ଯ୍ୟନ୍ତ…

କୋରାପୁଟ,୨୨ା୪(ଅମିତାଭ ବେହେରା): ସାରା ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କୁ ପ୍ରଚଣ୍ଡ ଗରମରୁ ରକ୍ଷା କରିବା ପାଇଁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ କୋରାପୁଟ…

ବଲାଙ୍ଗୀରରେ ବସ୍‌ ଚକାତଳେ ଜୀବନ ଯାଇଥିବା ଯୁବକଙ୍କ ମିଳିଲା ପରିଚୟ

ବଲାଙ୍ଗୀର,୨୨ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଦ୍ରୁତଗତିରେ ଆସୁଥିବା ଏକ ବସ୍‌ ଚକାତଳେ ଦ୍ରୁତଗତିରେ ଆସି ଗୋଟିଏ…

ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ନର କଙ୍କାଳ ଉଦ୍ଧାର, ଦେଖିଲେ ଲାଗୁଛି….

ବଲାଙ୍ଗିର/ସଇଁନ୍ତଲା,୨୨ା୪(ସୁନିଲ ମହାନ୍ତି/ରାଖାଲ ଶତପଥୀ): ବଲାଙ୍ଗିର ଜିଲା ସଇଁତଳା ଥାନା ବର୍ଣୀ ସଂରକ୍ଷିତ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ନର କଙ୍କାଳ ଉଦ୍ଧାର ହୋଇଛି । ତେବେ ନରକଙ୍କାଳଟି ଏକ…

ବିପ୍ପଜନକ ମିଶନରେ ପ୍ରିୟଙ୍କା ଚୋପ୍ରା

ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ସବୁଠି ରାଜ୍‌ କରୁଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଚର୍ଚ୍ଚାରେ। ତାଙ୍କ ଅଭିନୀତ ହଲିଉଡ ସିରିଜ୍‌ ‘ସିଟାଡେଲ’ ଚହଳ ସୃଷ୍ଟି କରିଛି। ପିସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri