Posted inରାଜ୍ୟ

ଓଡ଼ିଶାରୁ ଗଡ଼ିଲା ୨ ବନ୍ଦେ ଭାରତ, ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୧୫।୯: ବ୍ରହ୍ମପୁର ଓ ରାଉରକେଲା ଷ୍ଟେସନରୁ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ। ବ୍ରହ୍ମପୁର-ଟାଟାନଗର ବନ୍ଦେ ଭାରତ ଏକ୍ସପ୍ରେସ୍ର ଶୁଭାରମ୍ଭ। ଭର୍ଚ୍ଚୁଆଲରେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୬ଟି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କଲେ ମୋଦି।

ତେବେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବ୍ରହ୍ମପୁର-ଟାଟା ବନ୍ଦେ ଭାରତ ବ୍ରହ୍ମପୁରରୁ ବାହାରି ବାଲୁଗାଁ, ଖୋର୍ଦ୍ଧାରୋ ଭୁବନେଶ୍ବର, କଟକ, ଜଖପୁରା, ହରିଚନ୍ଦନପୁର, କେନ୍ଦୁଝରଗ ନୟାଗ ବାଂଶପାଣି, ଡାଙ୍ଗୋଆପୋଷି, ଚାଇବାସା ହୋଇ ଟାଟାନଗରରେ ପହଞ୍ଚିବ।

ରାଉରକେଲା-ହାୱ ବନ୍ଦେ ଭାରତ ଏକ୍ସପ୍ରେସ ରାଉରକେଲାରୁ ହାୱ ଭିତରେ କେବଳ ୩ଟି ଷ୍ଟେସନ ଚକ୍ରଧରପୁର, ଟାଟାନଗର ଅଟକିବ ବୋଲି ସୂଚନା ମିଳିଛି। ସୋମବାର ଶୁଭାରମ୍ଭ ହେବାକୁ ଥିବା ଦୁର୍ଗ- ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ ଓ ଖରିଆର ରୋଡ, କଣ୍ଟାବାଞ୍ଜି, ଟିଟିଲାଗ କେସିଙ୍ଗା, ରାୟଗ ରହଣି କରି ବିଶାଖାପାଟଣାରେ ପହଞ୍ଚିବ। ପୂର୍ବରୁ ଓ ଦେଇ ୩ଟି ବନ୍ଦେ ଭାରତ ଏକ୍ସପ୍ରେସ ଚାଲୁଥିବା ବେଳେ, ୩ଟି ନୂଆ ସେମି-ହାଇସ୍ପିଡ ଟ୍ରେନର ଶୁଭାରମ୍ଭ ପରେ ଏହା ୬କୁ ବୃଦ୍ଧି ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri