ଘରକୁ ଫେରୁଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ୨ ବାଇକ୍ ଆରୋହୀ ମୃତ

ବାସୁଦେବପୁର,୨୭।୧ (ନାରାୟଣ ପ୍ରସାଦ ବାରିକ/କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଧାମରା ରାସ୍ତାର ପାରପୋଖରି ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସୋମବାର ରାତି ପ୍ରାୟ ଏଗାରଟା ସମୟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ଯୁବକଙ୍କ ମୃତ୍ୟୁ ହୋଇଛି । ଦୁଇ ମୃତ ଯୁବକ ହେଲେ ଯାଜପୁର ଜିଲା ସୁକିନ୍ଦା ଥାନା ଅଧିନସ୍ଥ ବୈରିମାଳ ଗାଁର ଚିନ୍ମୟ ମଲ୍ଲିକ ଓ ଦୀପକ ରାଉତ । ସେମାନେ ସ୍ଥାନୀୟ ଅଞ୍ଚଳରେ ଡ୍ରାଇଭର ଭାବେ କାର୍ଯ୍ୟ କରୁଥିଲେ ।

ଖବର ଅନୁସାରେ, ସେମାନେ ଏକ ବାଇକ ଯୋଗେ ବିରସ ଛକରୁ ବାସୁଦେବପୁର ଆଡ଼କୁ ଆସୁଥିବା ବେଳେ ଏକ ଅଜଣା ଆଇରନ ବୋଝେଇ ଟ୍ରକ୍ ତାଙ୍କୁ ଧକ୍କା ଦେଇ ଚାଲିଯାଇଥିଲା। ଗୁରୁତର ଅବସ୍ଥାରେ ଦୁଇ ଯୁବକଙ୍କୁ ବାସୁଦେବପୁର ଡାକ୍ତର ଖାନା ଅଣାଯାଇଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଶବ ବ୍ୟବଚ୍ଛେଦ ପାଇଁ ଦୁଇ ମୃତଦେହକୁ ବାସୁଦେବପୁର ଡାକ୍ତରଖାନାରେ ରଖାଯାଇଛି। କସିଆ ସାମୁଦ୍ରିକ ଥାନା ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଧୋକା ଦେଲା ଗୁଗଲ ମ୍ୟାପ୍‌ : ଯାଉ ଯାଉ ମନ୍ଦିରରେ ପଶିଗଲା କାର୍‌, ତା’ପରେ…

ଜୟପୁର,୨୭।୧: ରାଜସ୍ଥାନର ଜୟପୁରରେ ସୋମବାର ଗଣତନ୍ତ୍ର ଦିବସରେ, ବିର୍ଲା ମନ୍ଦିରରେ ଏକ ବିଶୃଙ୍ଖଳା ସୃଷ୍ଟି ହୋଇଥିଲା। ଯେତେବେଳେ ଜଣେ ପର୍ଯ୍ୟଟକଙ୍କ କାର୍‌ ମନ୍ଦିର ସିଡ଼ିରୁ ଖସିପଡ଼ିବାରୁ ଅଳ୍ପକେ…

ଏହି ସାଧାରଣ କାମ କରି ବର୍ଷକୁ ୨୯ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ଏହି ବ୍ୟକ୍ତି

ଭାରତରେ ଲୋକମାନେ ସେମାନଙ୍କର ପାଳିତ କୁକୁରମାନଙ୍କୁ ବାହାରକୁ ନେଇ ମଳ କରାଇବା ଏକ ସାଧାରଣ କଥା। ସେମାନେ ରାସ୍ତାରେ କିମ୍ବା ପାର୍କରେ ଏପରି କରନ୍ତି। ରାସ୍ତା ମଇଳା…

ପ୍ରବଳ ପବନ, ବର୍ଷା ଆଉ ତୁଷାରପାତ ସହିତ ୟୁକେ ଛୁଇଁବ ଝଡ଼ ‘ଚନ୍ଦ୍ରା’, ପାଣିପାଗ ବିଭାଗର ସତର୍କ ସୂଚନା ଜାରି

ଲଣ୍ଡନ,୨୭।୧: ମଙ୍ଗଳବାର ୟୁକେରେ ଝଡ଼ ଚନ୍ଦ୍ରା ସ୍ଥଳଭାଗ ଛୁଇଁବାକୁ ଯାଉଛି। ପାଣିପାଗ କାର୍ଯ୍ୟାଳୟ ସତର୍କ କରାଇ ଦେଇଛି ଯେ ମଙ୍ଗଳବାର ସମ୍ପୂର୍ଣ୍ଣ ୟୁକେରେ ପ୍ରବଳ ପବନ ବହିବ।…

ମହାଶିବରାତ୍ରିରେ ଏହି ୩ ରାଶି ଉପରେ ବର୍ଷିବ ଭଗବାନଙ୍କ କୃପା: ବଢିବ ଧନ, ମିଳିବ ସଫଳତା

ଶିବ ପୁରାଣ ଅନୁସାରେ, ଭଗବାନ ଶିବ ଏକ ଲିଙ୍ଗ ରୂପରେ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲଗୁଣ ମାସର କୃଷ୍ଣ ପକ୍ଷର…

ଡ୍ରମ ବାଜା ଭାଙ୍ଗିଦେଲେ ସ୍କୁଲ ପିଲା: ଥାନାରେ ଏତଲା

ଦିଗପହଣ୍ଡି,୨୭।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ ଖେମୁଣ୍ଡି ହାଇସ୍କୁଲର କିଛି ୧୦ମ ଶ୍ରେଣୀ ଛାତ୍ର ପ୍ରାୟ ୮ ହଜାର ଟଙ୍କା ମୂଲ୍ୟର ସ୍କୁଲରେ ଥିବା…

ଭାରତ-EU ମୁକ୍ତ ବାଣିଜ୍ୟ ଚୁକ୍ତିନାମାକୁ ମଞ୍ଜୁରୀ, ପ୍ରଧାନମନ୍ତ୍ରୀ କହିଲେ ଦୁଇ ବଡ଼ ଅର୍ଥନୀତି ମଧ୍ୟରେ ଚୁକ୍ତିନାମା

ନୂଆଦିଲ୍ଲୀ,୨୭।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ଶକ୍ତି ସପ୍ତାହ ୨୦୨୬କୁ ସମ୍ବୋଧିତ କରିବା ସମୟରେ ଭାରତ ଏବଂ ୟୁରୋପୀୟ ସଂଘ (EU) ମଧ୍ୟରେ ଏକ ପ୍ରମୁଖ ମୁକ୍ତ…

ବଡ଼ ସୂଚନା ଦେଲେ ମୋକିମ୍, ନୂଆ ଦଳର ନାଁ କଲେ ଘୋଷଣା!

କଟକ,୨୭।୧: ନୂଆ ଦଳ ଗଠନକୁ ନେଇ ମହମ୍ମଦ ମୋକିମ୍ ବଡ଼ ସୂଚନା ଦେଇଛନ୍ତି । ଗତ କିଛି ଦିନ ହେବ ତାଙ୍କ ନୂଆ ଦଳ ନେଇ ଚର୍ଚ୍ଚା…

ଲାଲ ବିକିନିରେ ଭାଇରାଲ ହେଲା ଡାକ୍ତରାଣୀରୁ ମଡେଲ ସାଜିଥିବା ମାନୁଷୀଙ୍କ ଫଟୋ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଏବଂ ପୂର୍ବତନ ମିସ ୱାଲର୍‌ଡ ମାନୁଷୀ ଚିଲ୍ଲର ପୁଣି ଥରେ ତାଙ୍କ ଗ୍ଲାମରସ ଷ୍ଟାଇଲ ପାଇଁ ଖବରରେ ଅଛନ୍ତି। ସମ୍ପ୍ରତି ତାଙ୍କର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri