ମୌଳଭଞ୍ଜା ବ୍ରିଜ ଉପରେ ୨ ପଲସର ମୁହାଁମୁହିଁ, ୪ ଯୁବକ ଗୁରୁତର

ଦିଗପହଣ୍ଡି, ୧୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ତପ୍ତପାଣି ୩୨୬ ନଂ ଜାତୀୟ ରାଜପଥର ମୌଳାଭଞ୍ଜା ବ୍ରିଜ ଉପରେ ମଙ୍ଗଳବାର ସାରେ ୨ଟି ପଲସର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ୪ ଯୁବକ ଗୁରୁତର ହୋଇଛନ୍ତି। ସେମାନେ ହେଲେ ପାଟପୁର ଥାନା ଗୋକର୍ଣ୍ଣମେରୀପଲ୍ଲୀ ଗ୍ରାମର ଶଙ୍କର ଗୌଡ଼ (୨୫), ସଞ୍ଜୟ ଗୌଡ(୨୭), ଏବଂ ଖୋଲଡି ଗ୍ରାମର ଆକାଶ ସାହୁ(୧୯) ବଣ୍ଟି ସାହୁ(୨୧)।
ଖବରପାଇ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ଗୁରୁତରମାନଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ…

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା ଘର: ସହାୟତା ଯୋଗାଇ ଦେବାକୁ ସରକାରଙ୍କ ନିକଟରେ ଦାବି

ପରଜଙ୍ଗ, ୭।୩ ( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ପଞ୍ଚାୟତର ଭାଲିଆତଇଲା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟି ଗ୍ରାମର ନମନ ବେହେରାଙ୍କ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri