୨ ବାଇକ ମୁହାଁମୁହିଁ, ଜଣେ ମୃତ

ଛତ୍ରପୁର ,୧୦ା୧୨ (ଦିଲ୍ଲୀପ ସାମଲ ): ଚମାଖଣ୍ଡି ଥାନା ଅନ୍ତର୍ଗତ ମାଣ୍ଡିଆପଲ୍ଲୀ ଛକଠାରେ ଶନିବାର ୧୬ ନମ୍ବର ଜାତୀୟ ରାଜପଥରେ ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିଲା ବେଳେ ଅନ୍ୟଜଣେ ଆହତ ହୋଇଛନ୍ତି। ମୃତକ ହେଲେ ନରେନ୍ଦ୍ରପୁର ଗ୍ରାମର ଶିାନନ୍ଦ ନାୟକ(୨୮)। ଶିବାନନ୍ଦ ନିଜର ମୋଟରସାଇକେଲରେ ଛତ୍ରପୁରରୁ ଗ୍ରାମକୁ ଯାଉଥିଲା ବେଳେ ବ୍ରହ୍ନପୁରରୁ ଜନୈକ ଯୁବକ ବାଇକ ଯୋଗେ ଆସୁଥିଲେ। ଏହି ସମୟରେ ଦୁଇ ବାଇକ ମଧ୍ୟରେ ଧକ୍କା ହୋଇଥିଲା। ଆହତ ଯୁବକଙ୍କ ପରିଚୟ ମିଳିନାହିଁ। ଜଗନ୍ନାଥପୁର ବିଟ ହାଉସ ଅଧିକାରୀ ଏଏସଆଇ ଅରୁଣ କୁମାର ରାଉତ ପହଞ୍ଚି ଆହତଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ମେଡିକାଲ ନେଇଥିଲେ। ଶବ ବ୍ୟବଚ୍ଛେଦ ପରେ ମୃତଦେହକୁ ତାଙ୍କ ପରିବାରକୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri