୨ ବାଇକ୍‌ ମୁହାଁ ମୁହିଁ: ଜିପିଓ ଗୁରୁତର

ଜୁନାଗଡ଼,୧୨।୧: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ମାଟିଗାଁ ନିକଟରେ ମଙ୍ଗଳବାର ୨ ବାଇକ୍‌ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇଥିଲା। ଏଥିରେ ଥୁଆମୂଳ ରାମପୁର ବ୍ଲକର ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ(ଜିପିଓ) ଜ୍ଞାନ ରଞ୍ଜନ ଭୋଇ ଗୁରୁତର ଆହତ ହୋଇଛନ୍ତି। ତାଙ୍କର ଗୋଟିଏ ଗୋଡ଼ ଭାଙ୍ଗି ଯାଇଥିବା ବେଳେ ହାତ ଏବଂ ଶରୀରର ବିଭିନ୍ନ ସ୍ଥାନରେ ଆଘାତ ଲାଗିଛି। ସେହିପରି ଅନ୍ୟ ଏକ ବାଇକ୍‌ରେ ବସିଥିବା ଜୟପାଟଣା ବ୍ଲକ ପୋଲକାମୁଣ୍ଡା ଗ୍ରାମର ହେମରାଜ ପୂଝାରି ମଧ୍ୟ ଆହତ ହୋଇଛନ୍ତି। ତାଙ୍କର ଗୋଟିଏ ଗୋଡ଼ ଭାଙ୍ଗି ଯାଇଥିବା ଜଣାପଡିଛି। ଉଭୟଙ୍କୁ ପ୍ରଥମେ ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ତକେନ୍ଦ୍ର ଓ ପରେ ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ଭିତରେ ପାଟଣା ଆଇଆଇସିଙ୍କ ମାଡ଼ ଭିଡିଓ ଭାଇରାଲ ଘଟଣା: ନ୍ୟାୟ ପାଇଁ ଅଣ୍ଟା ଭିଡ଼ିଲା କୁଡୁମୀ ସେନା

ପାଟଣା, ୨୦।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଆଇଆଇସି ସନ୍ଧ୍ୟାରାଣୀ ଜେନା ଜଣେ ଯୁବକଙ୍କୁ ଥାନାଭିତରେ ଲାଠି ଓ ଗୋଇଠା ମାରୁଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ...

କ୍ୟାନ୍‌ସର ହସ୍ପିଟାଲରୁ ପୁଣି ୩୮ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ୍‌,୪ା୭: ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ କରୋନା ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଏଠାରେ ଶନିବାର ପୁଣି ଆଉ ୩୮ ଜଣ...

ପୂଜ୍ୟପୂଜା ସଂସଦ ପକ୍ଷରୁ ସ୍ବେଚ୍ଛାକୃତ ରକ୍ତଦାନ ଶିବିର

ସଜନାଗଡ,୧୯ା୪(ଡି.ଏନ.ଏ.)-ବାଲେଶର ଜିଲା ନୀଳଗିରି ଉପଖଣ୍ଡ ଚିକିତ୍ସାଳୟ ପରିସରରେ ଶନିବାର ପୂଜ୍ୟପୂଜା ସଂସଦ ଓ ନୀଳଗିରିର ବିଧାୟକ ଇଂ. ସୁକାନ୍ତ କୁମାର ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏକ...

କାଠଚୋରଙ୍କ ଆଡ୍ଡାସ୍ଥଳୀ ବରବରା ଜଙ୍ଗଲ: ନୀରବଦ୍ରଷ୍ଟା ସାଜିଛି ବନ ବିଭାଗ

ବାଲୁଗାଁ,୨୭ା୧୨ (ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଲୁଗାଁ ବନବିଭାଗ ଅନ୍ତର୍ଗତ ବରବରା ଜଙ୍ଗଲ ଏବେ କାଠଚୋରଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ବନ ବିଭାଗ କର୍ମଚାରୀଙ୍କ ଅବହେଳା ଯୋଗୁ କାଠ...

ଛାମୁଣ୍ଡିଆରେ ଖୋଲିଲା ଧାନମଣ୍ଡି

ଗଣିଆ,୨୨।୧୨(ଡି.ଏନ.ଏ.)-ଗଣିଆ ବ୍ଲକ ଛାମୁଣ୍ଡିଆ ସେବା ସମବାୟ ସମିତି ତରଫରୁ ଶନିବାର ସମିତି କାର୍ଯ୍ୟାଳୟ ପରିସରରେ ଚଳିତବର୍ଷର ଧାନମଣ୍ଡି ଖୋଲାଯାଇଛି ।  ପୂଜାର୍ଚ୍ଚନା ପରେ ଛାମୁଣ୍ଡିଆ ଅଞ୍ଚଳର...

କାର୍ଯ୍ୟଦିବସରେ ପୋଷ୍ଟ ଅଫିସ ବନ୍ଦ, ନିରାଶରେ ଫେରିଲେ ଲୋକେ

ହାଟଡିହୀ,୨୬।୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହାଟଡିହୀ ସବ୍‌ ପୋଷ୍ଟ ଅଫିସ ବୁଧବାର ବନ୍ଦ ରହିଛି। ଫଳରେ ବିଭିନ୍ନ କାର୍ଯ୍ୟରେ ଆସିଥିବା ଲୋକେ ନିରାଶ ହୋଇ...

ଦୋଳ ଉତ୍ସବରେ ବାଦଦଣ୍ଡ ପ୍ରତିଯୋଗିତା

ବନ୍ତଳା, ୯ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ଗ୍ରାମରେ ସୋମବାର ଦୋଳ ଉତ୍ସବ ମହାସମାରୋହରେ ପାଳିତ ହେଉଛି। ରାଧାକୃଷ୍ଣ ସ୍ବତନ୍ତ୍ର ବିମାନରେ ଏକ ବିରାଟ...

ବର୍ଜ୍ୟବସ୍ତୁ ପରିଚାଳନା ଦେଖିଲେ ଉଚ୍ଚସ୍ତରୀୟ ପ୍ରତିନିଧି

ବ୍ରହ୍ମପୁର ଅଫିସ,୧ା୫-ବ୍ରହ୍ମପୁର ବଡ ମେଡିକାଲରେ ବର୍ଜ୍ୟବସ୍ତୁ ପରିଚାଳନା ଠିକ୍‌ ଭାବେ ହେଉଛି କି ନାହିଁ ତାହା ଯାଞ୍ଚ କରିବା ପାଇଁ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ୍‌ (ଏନ୍‌ଜିଟି)ଙ୍କ...

Advertisement


Archives

Model This Week

Why Dharitri