୨ ବାଇକ୍‌ ମୁହାଁମୁହିଁ, ଚାଲିଗଲା ଜଣଙ୍କ ଜୀବନ

ବାରିପଦା ଅଫିସ,୧୯ା୧୧: ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ବୈଶିଙ୍ଗା-ଉଦଳା ରାସ୍ତାର ଉତ୍ତରପାଳ ଛକ ନିକଟରେ ବୁଧବାର ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଖୁଣ୍ଟା ଥାନା ଅନ୍ତର୍ଗତ ପଶୁଦା ଗ୍ରାମର କୃପାନିଧି ମିଶ୍ର। ଆହତଦ୍ୱୟ ହେଲେ ବାଲେଶ୍ୱର ଜିଲା ଦୁର୍ଗାଦେବୀ ନିକଟସ୍ଥ ଭୂଇଁଛଡ଼ା ଗ୍ରାମର ଜିତୁ ଦଣ୍ଡପାଟ ଓ ସୁରେନ୍ଦ୍ର ବିନ୍ଧାଣୀଙ୍କୁ ଚିକିତ୍ସା ପାଇଁ ପ୍ରଥମେ ବେତନଟୀ ଓ ପରେ ବାରିପଦା ପିଆର୍‌ଏମ୍‌ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।
ସୂଚନା ଅନୁଯାୟୀ, କୃପାନିଧି ଏକ ବାଇକ୍‌ରେ ବୈଶିଙ୍ଗା ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଅନ୍ୟ ଏକ ବାଇକ୍‌ ସହିତ ତାଙ୍କର ମୁହାଁମୁହିଁ ଧକ୍କା ହୋଇଥିଲା ା ଫଳରେ କୃପାସିନ୍ଧୁଙ୍କ ମୁଣ୍ଡରେ ଶକ୍ତ ଆଘାତ ଲାଗିଥିଲା। ସ୍ଥାନୀୟ ଲୋକେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ବାଲେଶ୍ୱର ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିବା ବେଳେ ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚଂପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼ ା ଗତ ନିର୍ବାଚନରେ ନିଜେ ନ...

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା...

ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ

ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ,...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri