୨ ବାଇକ୍‌କୁ ଧକ୍କା ଦେଲା ଅଜଣା ଗାଡ଼ି: ଚାଲିଗଲା ୩ ଜୀବନ

ସମ୍ବଲପୁର,୩।୩(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ରେମେଡି ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଜଣା ଗାଡି ଧକ୍କାରେ ୩ ଯୁବକଙ୍କ ମୃତ୍ୟୁ ଘଟିଛି । ଅନ୍ୟଜଣେ ଗୁରୁତ ହୋଇଛନ୍ତି। ଉକ୍ତ ଯୁବକମାନେ ହୀରାକୁଦ ଅଞ୍ଚଳର ବୋଲି ଜଣାପଡିଛି। ତେବେ ସେମାନଙ୍କ ପରିଚୟ ଜଣାପଡ଼ି ନାହିଁ।
ପ୍ରକାଶ ଯେ, ୪ ଯୁବକ ୨ ବାଇକରେ ଘରକୁ ଫେରୁଥିଲେ । ସେହି ସମୟରେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତରଙ୍କୁ ଭିମସାର ମେଡିକାଲରେ ଭର୍ତ୍ତି କରାଯାଇଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜଗନ୍ନାଥ ମହାପ୍ରଭଙ୍କୁ ନାମରେ ଥିବା ଜମି ଦଖଲକଲେ ଗ୍ରାମବାସୀ: ଗାଁରେ ଚାପା ଉତ୍ତେଜନା

ଅତାବିରା,୧୬।୨(ଡି.ଏନ୍‌.ଏ.): ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ଉଦେପୁର ଗ୍ରାମବାସୀଙ୍କୁ ଦୀର୍ଘବର୍ଷ ଧରି ଅନ୍ଧାରରେ ରଖି ଗ୍ରାମର ଜଗନ୍ନାଥ ମନ୍ଦିର ମହାପ୍ରଭୁଙ୍କ ନାମରେ ଥିବା ଜମିକୁ...

ମାର୍ଚ୍ଚ ୨୨, ୨୩ରେ ଗାଁ ସ୍ତରରେ ମିଳିବ ମଧୁବାବୁ ଭତ୍ତା: ମନ୍ତ୍ରୀ

ଭୁବନେଶ୍ୱର, ୨୦।୩(ବ୍ୟୁରୋ): କରୋନାକୁ ମୁକାବିଲା କରିବା ଲାଗି ସରକାର ଅନେକ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ହିତାଧିକାରୀଙ୍କ ସ୍ବାସ୍ଥ୍ୟାବସ୍ଥାକୁ ଦୃଷ୍ଟିରେ ରଖି ମଧୁବାବୁ ପେନସନ ଯୋଜନା...

ଛାତ୍ରାବାସରୁ ଖସି ଆସିଥିବା ୪ ଛାତ୍ରଙ୍କୁ ଉଦ୍ଧାର ପରେ ଚାଇଲ୍ଡଲାଇନ୍‌କୁ ହସ୍ତାନ୍ତର

ଜମନକିରା,୧୫।୧୨(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ପୋଲିସ ରବିବାର ୪ ଛାତ୍ରଙ୍କୁ ଉଦ୍ଧାର କରିଛି। ଉଦ୍ଧାର ପରେ କୁଚିଣ୍ଡା ଚାଇଲ୍ଡଲାଇନ୍‌କୁ ହସ୍ତାନ୍ତର କରିଛି। ଛାତ୍ରମାନେ ହେଲେ...

ରଥକାଠ ଅନୁକୂଳ

ବାରିପଦା ଅଫିସ,୬ା୨: ଚଳିତବର୍ଷ ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାର ଶ୍ରୀ ଶ୍ରୀ ହରିବଳଦେବ ଜୀଉଙ୍କ ରଥଯାତ୍ରା ପାଇଁ ଶ୍ରୀପଞ୍ଚମୀ ଅବସରରେ ଶନିବାର ରଥକାଠ ଅନୁକୂଳ କରାଯାଇଛି। ବନ ବିଭାଗ...

ପୂର୍ବତନ ବ୍ୟାଙ୍କ ମ୍ୟାନେଜରଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ : ଗ୍ରୀଲ ଭାଙ୍ଗି ନେଇଗଲେ …

କୋକସରା,୨୯।୧୦(ଡି.ଏନ.ଏ): କଳାହାଣ୍ଡି ଜିଲା କୋକସରା ଥାନା ଟେମରା ହଂସପଡା ଗାଁର ପୂର୍ବତନ ବ୍ୟାଙ୍କ ମ୍ୟନେଜର ନରେନ୍ଦ୍ର ନାଏକଙ୍କ ଘରେ ଗୁରୁବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ କଳାକନା...

ପରୀକ୍ଷା ବନ୍ଦ କଲା ଓପିଏସ୍‌ସି

କଟକ ଅଫିସ,୧୮ା୩: କରୋନା ଯୋଗୁ ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଓପିଏସ୍‌ସି ଆନୁକୂଲ୍ୟରେ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ସାମୟିକ...

ବିକାଶ ଚିତ୍ର ଦେଖିଲା ଗଞ୍ଜାମ ଜିଲା ପ୍ରଶାସନ

ଛେଣ୍ଡିପଦା, ୯।୬ (ଡି.ଏନ.ଏ.) – ଜଙ୍ଗଲ ଗ୍ରାମରୁ ରାଜସ୍ବ ଗ୍ରାମ ମାନ୍ୟତା ପାଇଥିବା ଛେଣ୍ଡିପଦା ବ୍ଲକ କତଡା ପଞ୍ଚାୟତ ବଡ଼ମୂଳ ଏବେ ଉଦାହରଣ ପାଲଟିଛି। ଯୋଜନାବଦ୍ଧ...

ତୃତୀୟ ଦିନରେ ୭୬ ଅନୁପସ୍ଥିତ

କଣିହାଁ, ୨୫ା୨(ଡି.ଏନ.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକର ବିଜିଗୋଳ ପଞ୍ଚାୟତ ହାଇସ୍କୁଲରେ ସୋମବାର ତୃତୀୟ ଦିନ ମାଟ୍ରିକ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ତୃତୀୟ ଭାଷା ପରୀକ୍ଷାରେ...

Advertisement
Archives

Model This Week