Posted inଜାତୀୟ

ଲଖିମପୁରରେ ୨ ଡଙ୍ଗାବୁଡ଼ିି, ୨୫ ନିଖୋଜ…

ଚେନ୍ନାଇ,୨୦।୧୦: ଉତ୍ତରପ୍ରଦେଶ ଲଖିମପୁର ଜିଲାରେ ବୁଧବାର ୨ଟି ଡଙ୍ଗାବୁଡ଼ି ଘଟଣାରେ ୨୫ ଜଣ ନିଖୋଜ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଉଦ୍ଧାର କରାଯାଇଛି। ସକାଳେ ସ୍ଥାନୀୟ ମିର୍ଜାପୁର ଗାଁର ୧୦ ଜଣ ଲୋକ ଚାଷ ଜମିରେ କଟାହୋଇ ପଡ଼ିଥିବା ଧାନ ସଂଗ୍ରହ କରିବାକୁ ଡଙ୍ଗାରେ ଯାଇଥିଲେ। ତେବେ ଘାଘରା ନଦୀର ପ୍ରବଳ ସ୍ରୋତରେ ଡଙ୍ଗା ଓଲଟି ପଡ଼ିଥିଲା।

ଖବର ପାଇ ଉଦ୍ଧାକାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଥିଲେ ମଧ୍ୟ ପ୍ରବଳ ସ୍ରୋତ ଯୋଗୁ ଆଗେଇ ପାରି ନ ଥିଲେ। ଏହାପରେ ଷ୍ଟିମରର ସହାୟତାରେ ନଦୀ ଆରପଟକୁ ଯିବାର ପ୍ରୟାସ ଜାରି ରହିଛି।

ସେହିପରି ଅନ୍ୟ ଏକ ଡଙ୍ଗାବୁଡ଼ି ଘଟଣା ଧୋରହରା ଜଙ୍ଗଲ ଅଞ୍ଚଳର ମଟେରା ଗାଁ ନିକଟରେ ଘଟିଛି। ଚାଷଜମିକୁ ଡଙ୍ଗାରେ ଯାଉଥିବା ୧୮ ଜଣ ଲୋକ ନଦୀର ପ୍ରଖର ସ୍ରୋତରେ ଭାସି ଯାଇଛନ୍ତି।

ସେମାନଙ୍କ ମଧ୍ୟରୁ ଜଣଙ୍କୁ ବନ ବିଭାଗ କର୍ମଚାରୀ ଉଦ୍ଧାର କରିଛନ୍ତି। ଅନ୍ୟ ୨ ପହଁରି କୂଳରେ ପହଞ୍ଚିଛନ୍ତି। ତେବେ ଅନ୍ୟ ୧୫ ଜଣଙ୍କର କୌଣସି ଖୋଜ୍‌ ଖବର ମିଳିନାହିଁ। ଯୁଦ୍ଧକାଳୀନ ଭିତ୍ତିିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜିଲା ଅଧିକାରୀ ଏବଂ ବିପର୍ଯ୍ୟୟ ପରିଚାଳନା ଟିମ୍‌ଙ୍କୁ ଘଟଣାସ୍ଥଳରେ ପହଞ୍ଚିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri