ମିଳିଲା୨ ନିଖୋଜ କାଉଡିଆଙ୍କ ମୃତଦେହ

ଖଇରା,୮।୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ସାନଜୟୀପୁର ଗ୍ରାମର ଶୈବପୀଠରେ ଜଳାଲାଗି କରିବାକୁ ସାଳନ୍ଦୀକୁ ପାଣି ଆଣିବାକୁ ଯାଇ ନିଖୋଜ ଥିବା ୨ କାଉଡିଆଙ୍କ ମୃତଦେହ ମଙ୍ଗଳବାର ସକାଳେ ଉଦ୍ଧାର ହୋଇଛି ା ନିଖୋଜର ୨୨ ଘଣ୍ଟା ପରେ ପ୍ରାଣ ହରାଇଥିବା ସାନଜୟୀପୁର ଗ୍ରାମର ରାଜେନ୍ଦ୍ର ସାହୁ(୧୯) ଓ ସୁବ୍ରତ କୁମାର ମହାକୁଡ (୨୨)ଙ୍କ ମୃତଦେହ ଠାବ କରାଯାଇଛିା
ବିସ୍ମୟର କଥା ଏହିକି ଯେ, ସେମାନେ ଯେଉଁ ସ୍ଥାନରେ ବୁଡି ଯାଇଥିଲେ ମୃତଦେହ ସେହି ସ୍ଥାନରେ ହିଁ ଭାସିବା ପରେ ଉଦ୍ଧାର କରାଯାଇଥିଲା ା ଶୋକାକୁଳ ପରିବେଶରେ ସେମାନଙ୍କର ଶବକୁ ଗ୍ରାମକୁ ନିଆଯାଉଛି ା ମୃତକଙ୍କ ପରିବାରକୁ ସହାୟତା ଯୋଗାଇ ଦେବାକୁ ଦାବି ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ଅଟୋ ଉପରେ ପଡ଼ିଲା ଗଛ, ଆଉ ତା‘ପରେ…

ପାରଳାଖେମୁଣ୍ଡି,୨୨ା୫(ଗିରିଧାରୀ ପରିା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ସୀମାନ୍ତ ଆନ୍ଧ୍ର ପ୍ରଦେଶର ପାଟପୁର ଗ୍ରାମ ନିକଟରେ ଶୁକ୍ରବାର ଏକ ଗଛ ପଡ଼ି ଅଟୋ ଚୁର୍‌ମାର୍‌ ହୋଇଯାଇଛି। ହେଲେ…

ପ୍ରକଳ୍ପ ଅଚଳ: ଚୁଆଁ ପାଣି ଭରସାରେ ସାହିବାସୀ

ଖଜୁରିପଡ଼ା,୨୨ା୫ (ବିଦୁର ବେହେରା): କନ୍ଦମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଗୁଦାରୀ ପାୟତ ୪ ନମ୍ବର ୱାର୍ଡ ଅନ୍ତର୍ଗତ ମଲିକ ସାହିରେ ପାନୀୟ ଜଳ ସମସ୍ୟା ଉଟ ରୂପ…

ଲ୍ୟାମ୍ପ MDଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟି ଟଙ୍କାର ଅର୍ଥ ହେରଫେର କରି ଗଲେ ଜେଲ୍

କଲ୍ୟାଣସିଂହପୁର, ୨୨।୫ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ସମବାୟ ସମିତି (ଲ୍ୟାମ୍ପ)ରେ ଘଟିଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣାରେ ନୂଆ ମୋଡ଼…

ପାରାଦୀପରେ ମାଟି ତଳ ପାଇପ୍ ଲାଇନ୍‌ରୁ ତେଲ ଲିକ୍, ବିପୁଳ ପରିମାଣର ପେଟ୍ରୋଲ ନଷ୍ଟ

ପାରାଦୀପ,୨୨।୫ (ଶରତ ରାଉତ): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳର ୧ ନଂ ଗେଟ୍ ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ସାଉଥ୍ ଅଏଲ ବର୍ଥ ଜେଟିରୁ ଆଇଓସିଏଲ ଟର୍ମିନାଲ…

ବିଶ୍ୱର ସବୁଠାରୁ ଉତ୍ତପ୍ତ ୧୦୦ ସହର ମଧ୍ୟରେ ଭାରତର ୯୭! ୪୮ ଡିଗ୍ରୀ ଟପିଲାଣି ଓଡ଼ିଶାର ତାପମାତ୍ରା

ନୂଆଦିଲ୍ଲୀ,୨୨।୫: ଭାରତର ଅଧିକାଂଶ ରାଜ୍ୟର ଲୋକମାନେ ପ୍ରବଳ ଗରମ ଯୋଗୁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର ଅପରାହ୍ନରେ ପ୍ରକାଶିତ ତଥ୍ୟ ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି; ବିଶ୍ୱର…

ତିଲକ ବର୍ମାଙ୍କ ପରେ, ଏବେ ଏହି ଖେଳାଳିଙ୍କ ମଜା ଉଡାଇଲେ ଅର୍ଶଦୀପ ସିଂହ; ଭିଡିଓ ଭାଇରାଲ ପରେ ତୀବ୍ର ହେଲାଣି ବିବାଦ

ନୂଆଦିଲ୍ଲୀ,୨୨।୫: ଅର୍ଶଦୀପ ସିଂହ ପୁଣି ଥରେ ବିବାଦରେ ଫସିଥିବା ଦେଖାଯାଉଛି। IPL 2026 ରେ ପଞ୍ଜାବ କିଙ୍ଗସ ପାଇଁ ଖେଳୁଥିବା ଏହି ଭାରତୀୟ ଦ୍ରୁତ ବୋଲର ପୂର୍ବରୁ…

ଥୁଆମୂଳ ରାମପୁରରେ ତୈଳ ସଙ୍କଟ:  ପମ୍ପ ବନ୍ଦ, ‘ଲୋକ ଦେଖି’ ତେଲ ବଣ୍ଟନ ଅଭିଯୋଗ; ବାସ୍ତବତାକୁ ଏଡ଼ାଇ ସବୁ ସ୍ୱାଭାବିକ ଥିବା….

ଥୁଆମୂଳ ରାମପୁର, ୨୨/୦୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ସ୍ତରରେ ଇରାନ-ଆମେରିକା ଯୁଦ୍ଧକାଳୀନ ସ୍ଥିତି ଯୋଗୁ ସୁଦୂର ଗ୍ରାମାଞ୍ଚଳରେ ଇନ୍ଧନ ସଙ୍କଟ…

ଲୁଚିଛପି ବିବାହ କରିଦେଲେ କି କଙ୍ଗନା: ମଙ୍ଗଳସୁତ୍ର ପିନ୍ଧି…

ହିମାଚଳ ପ୍ରଦେଶର ମଣ୍ଡିର ଭାଜପା ଏମ୍‌ପି ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ଏକ ଭିନ୍ନ ଲୁକ୍‌ରେ ଦେଖାଯାଇଛି। ଅଭିନେତ୍ରୀ ବିବାହିତ ମହିଳାଙ୍କ ପରି ବେକରେ ମଙ୍ଗଳସୁତ୍ର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri