ବ୍ରିଜ ନିକଟରୁ ୨ ଅଫୁଟା ବୋମା ଜବତ

ଭଦ୍ରକ ଅଫିସ,୨ା୩: ଚାନ୍ଦବାଲି-କଟକ ମୁଖ୍ୟ ରାସ୍ତା ଚାନ୍ଦବାଲି ବୈତରଣୀ ସେତୁ ନିକଟରୁ ଦୁଇଟି ହାତ ତିଆରି ଅଫୁଟା ବୋମା ଗୁରୁବାର ଉଦ୍ଧାର କରିଛି ପୋଲିସ। ସୂଚନା ମୁତାବକ ଉକ୍ତ ସକାଳୁ ବ୍ରିଜ୍‌ ନିକଟକୁ ସ୍ଥାନୀୟ ଅଞ୍ଚଳର ଜଣେ ଯୁବକ ଶୌଚ ହେବାକୁ ଯାଇଥିଲେ। ସେଠାରେ ଏକ ବ୍ୟାଗ୍‌ରେ ୨ଟି ହାତ ତିଆରି ଅଫୁଟା ବୋମା ଥିବାର ଦେଖିବା ପରେ ଚାନ୍ଦବାଲି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ବୋମା ଉଦ୍ଧାର କରି ପାଣିରେ ଫିଙ୍ଗି ଥିଲେ। ଏଠାରେ କିଏ କ’ଣ ପାଇଁ ବୋମା ରଖିଥିଲା ତାହାର କାରଣ ଖୋଜୁଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ସୁନାବେଶ ନୀତିରେ ୫ ଘଣ୍ଟା ବିଳମ୍ବ

ପୁରୀ ଅଫିସ,୨୯।୧: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ନୀତିକାନ୍ତିରେ ଗୁରୁବାର ୫ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ବିଳମ୍ବ ଘଟିଛି। ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁ...

ସ୍ନାନଯାତ୍ରା ଲାଗି ବଡ଼ଦାଣ୍ଡରେ ୧୪୪ ଧାରା

ପୁରୀ ଅଫିସ,୨।୬: ଆସନ୍ତା ୫ ତାରିଖରେ ଅନୁଷ୍ଠିତ ହେବ ସ୍ନାନଯାତ୍ରା। କରୋନା ଲାଗି ଏଥର ବିଭିନ୍ନ କଟକଣା ମଧ୍ୟରେ ମହାପ୍ରଭୁ ସ୍ନାନମଣ୍ଡପରେ କରିବେ ପ୍ରତ୍ୟକ୍ଷ ସ୍ନାନ...

ବ୍ୟବସାୟୀଙ୍କ ଘରେ ଜିଏସ୍‌ଟି ଚଢ଼ାଉ

କେନ୍ଦୁଝର,୧୦ା୬(ସ୍ବ.ପ୍ର.): କେନ୍ଦୁଝରଗଡ଼ ପାୈରପାଳିକାର ପୂର୍ବତନ ଅଧ୍ୟକ୍ଷ ତଥା ବ୍ୟବସାୟୀ ସରୋଜ କୁମାର ସାହୁଙ୍କ ରିଦ୍ଧିସିଦ୍ଧି ଅଫିସ ଓ ଅନ୍ୟାନ୍ୟ ସ୍ଥାନରେ ଶୁକ୍ରବାର କେନ୍ଦ୍ରୀୟ ଜିଏସ୍‌ଟି (ଇଣ୍ଟେଲିଜେନ୍ସ)...

ପଞ୍ଚାୟତ ଆର୍ଥିକ ଦେଣନେଣ ପାଇଁ ବିଡିଓଙ୍କ ପ୍ରତିସ୍ବାକ୍ଷରକୁ ସରପଞ୍ଚ ସଂଘର ବିରୋଧ

ସୋନପୁର, ୮।୩(ନି.ପ୍ର.) ସୁବର୍ଣ୍ଣପୁର ଜିଲା ସରପଞ୍ଚ ସଂଘର ଏକ ବୈଠକ ସ୍ଥାନୀୟ କୃଷି ବିଜ୍ଞାନ କେନ୍ଦ୍ରରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସରପଞ୍ଚ ସଂଘ ସଭାପତି...

ଜନନୀ ଏକ୍ସପ୍ରେସ ଡ୍ରାଇଭରଙ୍କ ଦୁର୍ବ୍ୟବହାର ନେଇ ଉତ୍ତେଜନା: ଘରୋଇ ଭ୍ୟାନ୍‌ରେ ଗଲେ ଆସନ୍ନ ପ୍ରସବା

ରୂପ୍‌ସା, ୨୨।୮(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ଉତ୍ତେଜନା ଦେଖାଦେଇଛି। ଜଣେ ଆସନ୍ନ ପ୍ରସବାଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିବାକୁ ଆସିଥିବା...

ପ୍ରକାଶ ପାଇଲା ତାଲିକା: ପୁରୀ ଜିଲାରେ ୧୩ ଲକ୍ଷ ୯୧ ହଜାର ୧୬୪ଜଣ ଭୋଟର

ପୁରୀ ଅଫିସ,୬।୧: ପୁରୀ ଜିଲାର ୬ଟି ବିଧାନସଭା ନିର୍ବାଚନମଣ୍ତଳୀରେ ସମସ୍ତ ଭୋଟରଙ୍କ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇଛି। ଜିଲାରେ ମୋଟ ୧୩ ଲକ୍ଷ ୯୧ ହଜାର...

ଆଜି ଦୀପାବଳି: ସିଂହଦ୍ୱାର ସମ୍ମୁଖରେ କାଉଁରିଆ ଜାଳିବେ ଶ୍ରଦ୍ଧାଳୁ

ପୁରୀ ଅଫିସ,୨୭ା୧୦: ରବିବାର ଆଲୋକର ପର୍ବ ଦୀପାବଳି। ଏହି ଅବସରରେ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁମାନଙ୍କ ଭିଡ଼ ଜମିବ। ମହାପ୍ରଭୁଙ୍କୁ ଦର୍ଶନ କରି ବାଇଶି ପାହାଚରେ ପୟାଶ୍ରାଦ୍ଧ କରିବା...

୨୧୧ ଅମାନିଆ ଗଣିଲେ ୪୨,୭୦୦ ଟଙ୍କା

ବରଗଡ଼ ଅଫିସ୍‌,୨।୫: କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଲକ୍‌ ଡାଉନ୍‌ କଟକଣା ଲାଗୁ ହୋଇଥିବାବେଳେ ମାସ୍କ ପିନ୍ଧିବା ଏବଂ ସାମାଜିକ ଦୂରତ୍ୱ ଅବଲମ୍ବନ...

Advertisement
Archives

Model This Week