ବ୍ରିଜ ନିକଟରୁ ୨ ଅଫୁଟା ବୋମା ଜବତ

ଭଦ୍ରକ ଅଫିସ,୨ା୩: ଚାନ୍ଦବାଲି-କଟକ ମୁଖ୍ୟ ରାସ୍ତା ଚାନ୍ଦବାଲି ବୈତରଣୀ ସେତୁ ନିକଟରୁ ଦୁଇଟି ହାତ ତିଆରି ଅଫୁଟା ବୋମା ଗୁରୁବାର ଉଦ୍ଧାର କରିଛି ପୋଲିସ। ସୂଚନା ମୁତାବକ ଉକ୍ତ ସକାଳୁ ବ୍ରିଜ୍‌ ନିକଟକୁ ସ୍ଥାନୀୟ ଅଞ୍ଚଳର ଜଣେ ଯୁବକ ଶୌଚ ହେବାକୁ ଯାଇଥିଲେ। ସେଠାରେ ଏକ ବ୍ୟାଗ୍‌ରେ ୨ଟି ହାତ ତିଆରି ଅଫୁଟା ବୋମା ଥିବାର ଦେଖିବା ପରେ ଚାନ୍ଦବାଲି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ବୋମା ଉଦ୍ଧାର କରି ପାଣିରେ ଫିଙ୍ଗି ଥିଲେ। ଏଠାରେ କିଏ କ’ଣ ପାଇଁ ବୋମା ରଖିଥିଲା ତାହାର କାରଣ ଖୋଜୁଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରାକୁ ନେଇ ଆସିଲା ବଡ଼ ଖବର, ଏଥର ବନ୍ଦ ରହିବ ନବଯୌବନ ଦର୍ଶନ

ପୁରୀ,୨୫।୬: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ହୋଇଛି । ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତିକୁ ଅନୁରୂପ ରଖିବାକୁ ଏହି ବୈଠକରେ ନିଷ୍ପତ୍ତି ହୋଇଛି...

ଏସ୍‌ସିବିରେ ରୋଗୀ, ଡାକ୍ତରଙ୍କ ସହ ଆଲୋଚନା କଲେ ସ୍ବାସ୍ଥ୍ୟମନ୍ତ୍ରୀ

କଟକ,୨୫।୬(ଶିଳ୍ପା ପ୍ରିୟଦର୍ଶିନୀ): ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ମଙ୍ଗଳବାର ଏସ୍‌ସିବି ମେଡିକାଲ ଗସ୍ତ କରିଛନ୍ତି। ମେଡିକାଲରେ ସମସ୍ତ ବିଭାଗ ଭ୍ରମଣ କରିବା ସହ ଏସ୍‌ସବି...

ଅନ୍ଧ ବିଶ୍ୱାସର କରୁଣ ପରିଣତି: ଗୁଣିଆକୁ ଭରଷା କରି ଚାଲିଗଲା ଜୀବନ

ହାଟଡିହୀ,୨୫l୬(ଶୁଭକାନ୍ତ ନାୟକ): ଅନ୍ଧ ବିଶ୍ୱାସର କରୁଣ ପରିଣତି ପୁଣି ଦେଖିବାକୁ ମିଳିଛି। ଘରେ ଶୋଇଥିବା ଅବସ୍ଥାରେ ଜଣେ ଆଦିବାସୀ ଯୁବକଙ୍କୁ ଏକ ବିଷଧର ସାପ କାମୁଡି...

ସମ୍ବଲପୁରରେ ଜଣ୍ଡିସ ସ୍ଥିତି ଅନୁଧ୍ୟାନ

ସମ୍ବଲପୁର,୨୦ା୬: ସମ୍ବଲପୁର ସହରରେ ପୁଣିଥରେ ଦେଖାଦେଇଛି ଜଣ୍ଡିସ ଆତଙ୍କ। ସହରର କୁମ୍ଭାରପଡ଼ା, ଶାଲିଆବଗିଚା ଓ ପେନସନପଡ଼ା ଅଞ୍ଚଳରେ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଆକ୍ରାନ୍ତଙ୍କ ବୟସ ୧୪ରୁ...

ମହୁମାଛି ଆକ୍ରମଣରେ ଜେଜେ ମୃତ, ନାତି ଗୁରୁତର

ମାଲକାନଗିରି,୨୫।୬: ମାଲକାନଗିର ଜିଲା ମାଛକୁଣ୍ଡ ଥାନା ବାରଙ୍ଗବାଡ଼ି ଗାଁ ନିକଟ ଜଙ୍ଗଲରେ ମଙ୍ଗଳାବର ଏକ ଅଘଟଣ ଘଟିଛି। ମହୁମାଛି ଆକ୍ରମଣରେ ଜେଜେଙ୍କ ମୃତ୍ୟୁ ଘଟିଥିବା ବେଳେ...

ନଦୀରେ ମରି ଭାସୁଛନ୍ତି ଶହଶହ ମାଛ

ପିପିଲି,୨୫।୬: ପୂରୀ ଜିଲା ପିପିଲି ରାଜୁଆ ନଦୀରେ ମଙ୍ଗଳବାର ଶହଶହ ମାଛ ମରି ଭାସୁଥିବା ଦେଖିବବାକୁ ମିଳିଛି। ନଦୀ ଜଳ ବିଷାକ୍ତ ହେଉଥିବାରୁ ମାଛ ମରି...

ଆରମ୍ଭରୁ ଧୋକା ଦେଲା ମୌସୁମୀ

ଯାଜପୁର,୨୫ା୬(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ ଚାଷୀମାନଙ୍କୁ ଆରମ୍ଭରୁ ଧୋକା ଦେଇଛି ମୌସୁମୀ। ଜିଲାରେ ଜୁନ ମାସରେ ସ୍ବାଭାବିକ ବୃଷ୍ଟିପାତ ୨୩୨.୯ ମିମି ନିଦ୍ଧର୍ର୍ାରିତ ହୋଇଛି। ହେଲେ...

ଅବ୍ୟବସ୍ଥା ଘେରରେ ପ୍ରଭୁ ଗୋରେଖନାଥ ପୀଠ

ରଘୁନାଥପୁର,୨୫ା୬(ରାଜେନ୍ଦ୍ର ନାରାୟଣ ସିଂହ): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ କେରେକେରାସ୍ଥିତ ପ୍ରସିଦ୍ଧ ବିଭୂତିକ୍ଷେତ୍ର ପ୍ରଭୁ ଗୋରେଖନାଥ ପୀଠର ମହିମା ସୁଦୂର ପ୍ରସାରୀ। ଦୈନନ୍ଦିନ ବହୁ ହଜାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri