ଯୁବକଙ୍କୁ ପଥରରେ ଛେଚି ହତ୍ୟା ଘଟଣା: ଅଭିଯୁକ୍ତ ୨ ଭାଇ କୋର୍ଟ ଚାଲାଣ

କୋକସରା,୩୦ା୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ମହୁଳମୁଣ୍ଡା ଗ୍ରାମରେ ଗତ ସୋମବାର ସେହି ଗ୍ରାମର ଯୁବକ ଦୟାନିଧି ଦୁଣ୍ଡକିଆ (୫୨)ଙ୍କୁ ଗାଁ ପାଖ ଏକ ଧାନ ଖଳାରେ ନୃଶଂସ ଭାବେ ପଥରରେ ଛେଚି ହତ୍ୟା ଅଭିଯୋଗ ହୋଇଥିଲା। ଜମିବାଡ଼ି ବିବାଦକୁ ନେଇ ହତ୍ୟା କରିଥିବା ମୃତକଙ୍କ ସ୍ତ୍ରୀ ସାଧନୀ ଦୁଣ୍ଡକିଆ ପୋଲିସ ନିକଟରେ ଲିଖିତ ଅଭିଯୋଗ କରିଥିଲେ। ତାକୁ ଭିତ୍ତି କରି କୋକସରା ପୋଲିସ ଘଟଣାର ତଦନ୍ତ ଚଲାଇଥିଲେ। ମୃତକଙ୍କ ବଡ଼ବାପା ପୁଅ ରୂପଧର ଦୁଣ୍ଡକିଆ(୪୦) ଓ କାକା ପୁଅ ଦେବରାଜ ଦୁଣ୍ଡକିଆ(୫୦)କୁ ଗିରଫ କରି ପଚରାଉଚରା ଚଲାଇଥିଲେ। ସମସ୍ତ ତଥ୍ୟ ଆଧାରରେ ବୁଧବାର ଦୁଇ ଭାଇଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏନେଇ କୋକସରା ଥାନା କେସ୍‌ ନମ୍ବର ୨୯୬/୨୨ରେ ଏକ ହତ୍ୟା ମାମଲା ରୁଜୁ କରି ଧାରା ୩୦୨, ୩୪ ଆଇପିସିରେ ଦୁଇ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବା ନେଇ ଥାନା ଅଧିକାରୀ ପ୍ରସନ୍ନ କୁମାର ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଗଲେ କୋଟିପତି ଫରେଷ୍ଟର: ଆୟରୁ ୪୭୦ ଶତକଡ଼ା ଅଧିକ ସମ୍ପତ୍ତି କରିଥିଲେ ଠୁଳ, ୪ କୋଟିର ମାଲିକ

ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରା ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡିଥିଲେ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ବନ୍ଧାହେଲେ କୋଟିପତି ଫରେଷ୍ଟର: ୯ ଦାମୀ ପ୍ଲଟ ସହ ମିଳିଥିଲା…

ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ): ଭବାନୀପାଟଣା ରେଞ୍ଜ ଅନ୍ତର୍ଗତ ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କୁ ଶନିବାର ଗିରଫ କରିଛି ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

୫ ବର୍ଷ ବିତିଗଲା, ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡ଼ିରହିଛି ଏମଏସଏମଇ ପାର୍କ

କେସିଙ୍ଗା,୨୧।୨(ତୁମେଶ୍ୱେର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କୁର୍ଲୁପଡାଗ୍ରାମସ୍ଥିତ ଅଣୁ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ଉଦ୍ୟାନ (ଏମଏସଏମଇ) ନିର୍ମାଣ କରିବା ପାଇଁ ୧୨ କୋଟି ଟଙ୍କା…

ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

ଭବାନୀପାଟଣା,୨୦।୨(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ସରକାରୀ ବାବୁ। କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

ପୁରୁଣା ସୁନାକୁ ନୂଆ ଭଳି କରିବା ବାହାନାରେ ସୁନା ଚୋରି, ୬ ମହିଳାଙ୍କୁ କୋର୍ଟ ଚାଲାଣ କଲା…

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତ ଅଞ୍ଚଳରେ ସୁନା ଚୋରି ମାମଲାରେ ବୁଧବାର ବିଶ୍ୱନାଥପୁର ଥାନା ପୋଲିସ ୬ ମହିଳାଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri