ବନ୍ଧୁକ ଦେଖାଇ ୨ ଭାଇଙ୍କୁ ଉଠାଇନେଇଥିଲେ: ଆନ୍ଧ୍ରରେ ହେଲେ ଠାବ

ଗଞ୍ଜାମ,୨୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅଧିନ ପୁଇଁତୋଳା ଛକର ଏକ ଢ଼ାବା ନିକଟରେ ଚା’ପାନ ଦୋକାନ କରିଥିବା ୨ ଦୁଇଭାଇ କୃଷ୍ଣ ଚନ୍ଦ୍ର ସାହୁ ଏବଂ ପଞ୍ଚୁ ସାହୁଙ୍କୁ ଶୁକ୍ରବାର ରାତିରେ କେହି ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଉଠାଇ ନେଇଥିଲେ। ଉକ୍ତ ଦୁଇ ଭାଇଙ୍କୁ ଗଞ୍ଜାମ ପୋଲିସ ଆନ୍ଧ୍ରରେ ଠାବ କରିଛି । ସେଠାରୁ ସେମାନଙ୍କୁ ଉଦ୍ଧାର କରି ଗଞ୍ଜାମ ଆଣିବା ପରେ ପ୍ରକୃତ ଘଟଣା ଜଣାପଡିବ ବୋଲି ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି। ଦୁଇଟି କାରରେ ପ୍ରାୟ ୨ ଜଣ ଦୋକାନ ପାଖକୁ ଆସି କେହି କିଛି ବୁଝିବା ପୂର୍ବରୁ ବନ୍ଧୁକ ଦେଖାଇ ୨ଭାଇଙ୍କୁ ଗାଡ଼ିରେ ନେଇଯାଇଛନ୍ତି। ଏ ନେଇ ପରିବାର ଲୋକେ ତୁରନ୍ତ ଗଞ୍ଜାମ ଥାନାରେ ଅଭିଯୋଗ କରିଥିଲେ। ଅନ୍ୟପଟେ ଏହାକୁ ବିରୋଧ କରି ଅନ୍ୟ ଦୋକାନୀମାନେ ୧୬ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri