୨ କ୍ୟାଡର ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୮ା୭(ଡି.ଏନ୍‌.ଏ.): ମାଲକାନଗିରି ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ ଅଭୟ ଆସିଥିବା ବେଳେ ଏନେଇ ତେମୁରପାଲିଠାରେ ବିଏସ୍‌ଏଫ୍‌ କ୍ୟାମ୍ପର ମାଓବାଦୀଙ୍କ ସ୍ଥିତି ନେଇ ସମୀକ୍ଷା କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଏହି ଦୁଇ ମାଓବାଦୀଙ୍କ ମଧ୍ୟରେ ଜଣେ ପୁରୁଷ ଏବଂ ଜଣେ ମହିଳା ଅଛନ୍ତି। କରୋନା ଭୟରେ ଆତ୍ମସମର୍ପଣ କରିଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଯାପିତ

ବାଙ୍ଗିରିପୋଷି,୩ା୧୨(ଡି.ଏନ୍‌.ଏ.)- ବାଙ୍ଗିରିପୋଷି ବ୍ଲକ ଅଧୀନ ଚନ୍ଦନପୁର ଗ୍ରାମର ଚନ୍ଦନପୁର ଯୁବକ ସଂଘ ଆନୁକୂଲ୍ୟରେ ନେହେରୁ ଯୁବକେନ୍ଦ୍ର ମୟୂରଭଞ୍ଜ,ବାରିପଦା ତରଫରୁ ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ୨ ଦିନ...

ଲକ୍‌ଡାଉନ ବଢାଇଲା ଚାଷୀଙ୍କ ଦୁର୍ଦ୍ଦଶା

କର୍ଲାମୁଣ୍ଡା, ୧୩ା୪(ଡି.ଏନ.ଏ.) ଲକ୍‌ଡାଉନ ଯୋଗୁଁ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳର ପରିବା ଓ ତରଭୁଜ ଚାଷୀ ସଙ୍କଟରେ ପଡିଛନ୍ତି। ଚଳିତ ବର୍ଷ ଅନୁକୂଳ ପାଗ...

ବିଏସ୍‌ଏନ୍‌ଏଲ୍‌ ଠିକା କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି

ଭଦ୍ରକ ଅଫିସ, ୩।୧୦- ବିଏସ୍‌ଏନ୍‌ଏଲ୍‌ ଭଦ୍ରକ ଶାଖା ଅଧୀନରେ କାର୍ଯ୍ୟରତ ପ୍ରାୟ ୫୦ ଠିକା କର୍ମଚାରୀ ଗତ ୧ ତାରିଖଠାରୁ ଆରମ୍ଭ କରିଥିବା କାର୍ଯ୍ୟବନ୍ଦ ଆନ୍ଦୋଳନ...

ବୀରମିତ୍ରପୁରରୁ ଭାଜପା ଆଗୁଆ

ରାଉରକେଲା ଅଫିସ,୨୩।୫: ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବୀରମିତ୍ରପୁର ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ଶଙ୍କର ଓରାମ ଆଗୁଆ ରହିଛନ୍ତି। ଶଙ୍କର ୧୬୪୮ ଭୋଟ...

ଝିଅକୁ ନିର୍ଯାତନା ଦେଇ ମାରିଦେଲେ

ଲୋଇସିଂହା,୧୯।୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା କନ୍ଦାଜୁରୀ ପଞ୍ଚାୟତ ଅଧୀନ ଫଟାମୁଣ୍ଡା ଗାଁରେ ବଧୂ ହତ୍ୟା ହୋଇଥିବା ନେଇ ଲୋଇସିଂହା ଥାନାରେ ଏକ ଅଭିଯୋଗ ହୋଇଛି।...

ସ୍ୟାଟ୍‌କୁ ନେଇ ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି: ଜଣିକିଆ ଖଣ୍ଡପୀଠରେ ହେବ ମାମଲାର ଶୁଣାଣି

କଟକ ଅଫିସ, ୬।୧୨ :ସ୍ୟାଟ୍‌(ରାଜ୍ୟ ପ୍ରଶାସନିକ ଟ୍ରିବ୍ୟୁନାଲ) ଉଚ୍ଛେଦ ଉପରେ କେନ୍ଦ୍ର ମୋହର ଲଗାଇବା ପରେ ଏହା ଏକପ୍ରକାର ଅଚଳ ହୋଇପଡ଼ିଛି। ସ୍ୟାଟ୍‌ରେ ଅଚଳାବସ୍ଥା ଯୋଗୁ ଏଠାରେ...

ଫେବୃୟାରୀରୁ ଫାଟି ଆଁ

ବଇଣ୍ଡା,୧୯ା୧୧(ଡି.ଏନ.ଏ.) ଲୋକଙ୍କ ନିକଟରେ ସ୍ବଚ୍ଛ ପାଣି ପହଞ୍ଚାଇବା ପାଇଁ ୧୪ ବର୍ଷ ତଳେ ନିର୍ମାଣ ହୋଇଥିଲା ଜଳ ଯୋଗାଣ ପ୍ରକଳ୍ପ। ଏହା ଶତପ୍ରତିଶତ ସଫଳ ନ ହେବାରୁ...

ପୋଲିସ ଅବହେଳା ନେଲା ଜୀବନ: ବଳାତ୍କାର ପୀଡ଼ିତା ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର

ବାରିପଦା ଅଫିସ/ରାଇରଙ୍ଗପୁର,୨ା୧୨(ଡି.ଏନ୍‌.ଏ.)- ବଳାତ୍କାରର ଶିକାର ହୋଇ ଜଣେ ଅଧ୍ୟାପିକା ପୋଲିସ ଠାରୁ ନ୍ୟାୟ ନ ପାଇ ଆତ୍ମହତ୍ୟା କରିବା ଭଳି ଘଟଣା ମୟୂରଭଞ୍ଜ ଜିଲାରେ ଆଲୋଡ଼ନ...

Advertisement
Archives

Model This Week