୨କାର ମୁହଁ।ମୁହିଁ ଧକ୍କା, ଆହତ ହେଲେ…

ପାଟଣା,୧୪।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପିପିଳୀଆ ରାସ୍ତାର ସୁଆମ ବାଙ୍କ ନିକଟରେ ଶୁକ୍ରବାର ଏକ ଫର୍ଚୁନର ସହ ବୋଲେରୋର ମୁହଁ।ମୁହିଁ ଧକ୍କା ଫଳରେ ଜଣେ ଗୁରୁତର ହୋଇ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର ହୋଇଛନ୍ତି। ଗୁରୁତର ଜଣକ ହେଉଛନ୍ତି ବୋଲେରୋ ଡ୍ରାଇଭର ରୂଢିଆପଡ଼ା ଗାଁର ହୃଷୀ କେଶ ମହାନ୍ତ।

ପ୍ରକାଶ ଯେ କେନ୍ଦୁଝର ମୁଖ୍ୟାଳୟ ସାମନ୍ତରା ପୁର କମଳ ଲୋଚନ ମିଶ୍ର ଫର୍ଚୁନର କାର ରେ ପ୍ରୟୋଗରାଜରୁ କେନ୍ଦୁଝର ଫେରୁଥିବାବେଳେ ଅପର ପକ୍ଷରୁ ବୋଲେରୋ ବୃନ୍ଦାବନ ପୁରରୁ ପିନ୍ଧାଣି ଭୋଜି ଖାଇ ମଲ୍ଲି ପଶି ଫେରିବା ବାଟ ରେ ସୁଆମ ବାଙ୍କ ନିକଟରେ ମୁଂହା ମୁହିଁ ଧକ୍କା ହୋଇଥିଲା। ଫର୍ଚୁନରରେ ୪ଜଣ ଥିବାବେଳେ ବୋଲେରୋରେ ୩ ଜଣ ଯାତ୍ରୀ ଥିଲେ। ଘଟଣା ସ୍ଥଳ ରେ ପାଟଣା ଥାନା ପୋଲିସ ପହଞ୍ଚି ୨କାର କୁ ଜବତ କରି ଥାନାକୁ ଆଣି ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ଧମାଳରୁ ବେଆଇନ ଗୋଚାଲାଣ: ଉଦ୍ଧାର କଲା ଭଞ୍ଜନଗର ପୋଲିସ

ଭଞ୍ଜନଗର,୧୬।୩ (ବାବୁଲା ପ୍ରଧାନ): ଶନିବାର ବିଳମ୍ବିତ ରାତିରେ କନ୍ଧମାଳ ଜିଲାରୁ ଶତାଧିକ ଗାଈ, ଗୋରୁ ବେନିୟମ ଭାବେ ଗଞ୍ଜାମ ଜିଲା ବେଲଗୁଣ୍ଠା ହାଟ କିମ୍ବା ଅନ୍ୟ...

ଆହୁରି ୩ ଦିନ କରିବ କଲବଲ: ଏହି ୩ ଜିଲାକୁ ହିଟୱେଭ ଆଲର୍ଟ

ଭୁବନେଶ୍ୱର,୧୬।୩: ରାଜ୍ୟରେ ଉପରମୁହାଁ ହେଉଛି ପାରଦ। ଆକାଶରୁ ଖସୁଛି ଅଗ୍ନିପିଣ୍ଡୁଳା। ଅସହ୍ୟ ହେଉଛି ଗ୍ରୀଷ୍ମ ଲହରୀ। ଆଜିଠାରୁ ଆହୁରି ପ୍ରଚଣ୍ଡ ହେବ ତାତି। ଆସନ୍ତା ୩...

ସାଙ୍ଗମାନଙ୍କ ସହ ଯାଇଥିଲେ ହୋଲି ଖେଳି, ଫେରିଲେନି ଘରକୁ …

ଗଞ୍ଜାମ,୧୬।୩: ଗଞ୍ଜାମ ଜିଲା ପୋଡମପେଟା ଗାଁ ନିକଟ ସମୁଦ୍ର କୂଳରେ ଏକ ଅଘଟଣ ଘଟିଛି। ହୋଲି ଖେଳି ସମୁଦ୍ରରେ ଗାଧୋଇବା ବେଳେ ପାଣିରେ ବୁଡି ଜଣେ...

ସାପକୁ କଚାଡି ମାରିଲେ, ପରେ ସାଙ୍ଗରେ ନେଇ ପହଁଚିଲେ ମେଡିକାଲ

ଉଦଳା,୧୬।୩(ସନ୍ତୋଷ କୁମାର ବାଛିନି): ସାପକୁ କଚାଡି ମାରିଲେ ଆଉ ସାପକୁ ନେଇ ସାଙ୍ଗରେ ପହଁଚିଲେ ମେଡିକାଲ। ଯୁବକଙ୍କୁ କାମୁଡ଼ିଲା ନାଗ ସାପ। ୩ ରୁ ୪...

ଅଙ୍ଗୁର ଗାଡିକୁ ପିଟିଲା ଟ୍ରକ: ଯେତେ ପାରିଲେ ବୋହିନେଲେ

ଯାଜପୁର,୧୬।୩: ଯାଜପୁର କୁଆଖିଆ ନିକଟରେ ରବିବାର ସକାଳୁ ସକାଳୁ ଘଟିଛି ଏଦ ସଡ଼କ ଦୁର୍ଘଟଣା। ଏକ ଅଙ୍ଗୁର ବୋଝେଇ ଗାଡିକୁ ପିଟିଲା ଆଉ ଏକ ଟ୍ରକ।...

ଚିକିତ୍ସାଧୀନ ଅବସ୍ଥାରେ ଅଙ୍ଗନୱାଡିି କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୬ ନଂ ୱାର୍ଡ ନିମନ୍ତେ ନିଯୁକ୍ତ ଅଙ୍ଗନୱାଡିି କର୍ମୀ ଟିକିନା ମେକାପଙ୍କ ଅକାଳ ଦେହାନ୍ତ ହୋଇଛି।...

ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା: ଯୁବକଙ୍କୁ ଗିରଫ ପରେି ଜେରା

ପୁରୀ,୧୬।୩: ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା। ସ୍ପାଏ କ୍ୟାମେରାରେ ସୁଟିଂ ବେଳେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ୨୬ ବର୍ଷୀୟ ଭାସ୍କର...

ରାଜନୈତିକ ବିବାଦ: ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧିଙ୍କୁ ଆକ୍ରମଣ କଲେ ସରପଞ୍ଚଙ୍କ ସମର୍ଥକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଏମପି ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧିଙ୍କୁ ଆକ୍ରମଣ। ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡଗୋବିନ୍ଦପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବ୍ରହ୍ମପୁର ଏମପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri