ବନ୍ଦୀ ଜୀବନ କାଟୁଛନ୍ତି ୨ କୁକୁଡ଼ା, ଜାଣନ୍ତୁ କାହିଁକି

ହାଇଦ୍ରାବାଦ,୭।୨: ଅପରାଧୀଙ୍କ ବଦଳରେ ଥାନା ହାଜତରେ ବନ୍ଦୀ ଜୀବନ କାଟୁଛନ୍ତି ୨ କୁକୁଡ଼ା। ଏହି ଘଟଣା ଉପରେ ବିଶ୍ୱାସ କରିବା ସହଜ ନୁହେଁ। ହେଲେ ଏହା ସତ। ସୂଚନା ଯୋଗ୍ୟ, ତେଲେଙ୍ଗାନାର କାମାମ ଜିଲା ମୁଦିଗୋଣ୍ଡା ଥାନାରେ ୨ଟି କୁକୁଡ଼ାକୁ ହାଜତରେ ତାଲା ପକାଇ ରଖାଯାଇଛି। ମକର ସଂକ୍ରାନ୍ତିର ଦିନ ଥାନା ସବ୍‌ଇନ୍ସପେକ୍ଟର ଟି. ନରେଶଙ୍କୁ ବନାପୁରମ ଗାଁରେ କୁକୁଡ଼ା ଖେଳ ହେଉଥିବା ସୂଚନା ମିଳିଥିଲା। ଏନେଇ ପୋଲିସ ଟିମ୍‌ ଘଟଣା ସ୍ଥଳରେ ଚଢ଼ାଉ କରି ୧୦ଜଣ ଯୁବକଙ୍କୁ ଗିରଫ କରିବା ସହ ୨ଟି କୁକୁଡ଼ାକୁ ଜବତ କରିଥିଲା। ଗିରଫ ଯୁବକମାନଙ୍କୁ ପୋଲିସ କୋର୍ଟ ଚାଲାଣ କରିଥିଲା। ତେବେ ଜାମିନ ପାଇ ୧୦ ଜଣ ଯୁବକ ଘରକୁ ଚାଲିଯାଇଥିବା ବେଳେ ଥାନା ହାଜତରେ ୨ଟି କୁକୁଡ଼ା ବନ୍ଦୀ ଜୀବନ କାଟୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେ କରୋନାକୁ ପରାସ୍ତ କରିଛେ, ଯୁଦ୍ଧ ଦ୍ୱାରା ସୃଷ୍ଟି ହୋଇଥିବା ଅବିଶ୍ୱାସକୁ ମଧ୍ୟ ପରାଜିତ କରି ପାରିବା : ଜି-୨୦ ରେ ମୋଦି…

ନୂଆଦିଲ୍ଲୀ,୯।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ପ୍ରଗତି ମଇଦାନରେ ଆୟୋଜିତ ଜି -୨୦ ସମ୍ମିଳନୀକୁ ସମ୍ବୋଧିତ କରି ସ୍ବାଗତ ଭାଷଣ ଦେଇଛନ୍ତି। ଦେଶକୁ ଆତ୍ମବିଶ୍ୱାସର...

ଭାରତ ଉପରେ ଖରାପ ନଜର ରଖୁଥିବା ଦେଶକୁ ମୁହଁତୋଡ ଜବାବ ଦେବ ସେନା: ରାଜନାଥ ସିଂ

ନୂଆଦିଲ୍ଲୀ,୧୫।୮: ପୂର୍ବ ଲଦାଖରେ ଚାଇନା ସହ ସୀମା ବିବାଦ ଏବଂ ସୀମାପାର ଆତଙ୍କବାଦକୁ ପାକିସ୍ତାନର ସମର୍ଥନ ମଧ୍ୟରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ନାଁ ନ...

ମୁମ୍ବାଇ ଯିବ ସିବିଆଇର ଏସ୍‌ଆଇଟି ଟିମ୍‌

ମୁମ୍ବାଇ,୨୦।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହଙ୍କ ମୃତ୍ୟୁ ମାମଲାର ତଦନ୍ତ କରିବ ସିବିଆଇ। ବୁଧବାର ସୁପ୍ରିମକୋର୍ଟ ଏନେଇ ଶୁଣାଣି କରିଛନ୍ତି। ସୁପ୍ରିମକୋର୍ଟଙ୍କ ରାୟ ପରେ ଗୁରୁବାର...

ଜଣେ ନିଆରା ପ୍ରଶଂସକଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ, ୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଭାଜପାର ଜଣେ ନିଆରା ପ୍ରଶଂସକଙ୍କୁ ଭେଟିଛନ୍ତି। ସେ ହେଉଛନ୍ତି ଗୁଜରାଟର ଭୀଭୂଭାଇ। ଗତ ଲୋକ ସଭା ନିର୍ବାଚନରେ...

୧୦ ଦେଶ ନିକଟରେ ରହିଛି ବିପୁଳ ପରିମାଣର ସୁନା, ଏହି ସ୍ଥାନରେ ରହିଛି ଭାରତ

ଆମ ପାଇଁ ସୁନା ସୁବଠୁ ମୂଲ୍ୟବାନ ଧାତୁ। କହିରଖୁଛୁ, ଯେଉଁ ଦେଶର ରିଜର୍ଭ ବ୍ୟାଙ୍କ ନିକଟରେ ଯେତେ ଅଧିକ ସୁନା ଗଚ୍ଛିତ ଥାଏ, ସେ ଦେଶ...

ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହେଲା ସଂସଦର ଶୀତ ଅଧିବେଶନ

ନୂଆଦିଲ୍ଲୀ,୨୨।୧୨: ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହୋଇଛି ସଂସଦର ଶୀତ ଅଧିବେଶନ। ବୁଧବାର ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁ...

ଜନ୍ମ ହେବାମାତ୍ରେ ରାତାରାତି ଷ୍ଟାର ପାଲଟିଲେ ଯାଆଁଳା ଶିଶୁ: ଜାଣନ୍ତୁ କେମିତି

କାଲିଫର୍ନିଆରେ ଏକ ସ୍ବତନ୍ତ୍ର ଘଟଣା ଘଟିଛି। ଫାତିମା ମାଡ୍ରିଗାଲ ନାମକ ଜଣେ ମହିଳା ନାଟିଭିଡାଡ ମେଡିକାଲରେ ୧୫ ମିନିଟର ବ୍ୟବଧାନରେ ଯାଆଁଳା ଶିଶୁ ଜନ୍ମ ଦେଇଥିଲେ।ଏଥିରେ...

କୃଷକଙ୍କ ସମସ୍ୟାକୁ ନେଇ ୬ଟି ରାଲିରେ ଯୋଗଦେବେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୦।୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଆସନ୍ତା ଦିନରେ ଉତ୍ତରପ୍ରଦେଶରେ ୬ଟି ରାଲିରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି ସମସ୍ତ ରାଲି କୃଷକଙ୍କ...

Advertisement
Archives

Model This Week