Posted inଜାତୀୟ

ନୋଏଡ଼ା ଅଗ୍ନିକାଣ୍ଡ: ୨ ଶିଶୁ ଜୀବନ୍ତ ଦଗ୍ଧ

ନୂଆଦିଲ୍ଲୀ, ୧୧ା୪- ନୋଏଡାର ସେକ୍ଟର ୬୩ରେ ରବିବାର ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ୩ ବର୍ଷର ୨ ଜଣ ଶିଶୁଙ୍କ ମୃତ୍ୟୁ ଘଟିଥିବା ପୋଲିସ ପକ୍ଷରୁ କୁହାଯାଇଛି। ଅଗ୍ନିକାଣ୍ଡ ସମ୍ପର୍କରେ ଖବର ପାଇ ସ୍ଥାନୀୟ ପୋଲିସ ଓ ଅଗ୍ନିଶମ ବିଭାଗ ନିଆଁକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା ଜାରି ରଖିଥିବା ଖବର ମିଳିଛି।

ନୋଏଡାର ଭୋପାଳପୁର ଗ୍ରାମାଞ୍ଚଳରେ ଅଜଣା କାରଣରୁ ଅଗ୍ନିକାଣ୍ଡ ଘଟିଥିବା ଟୁଇଟ୍‌ କରି ଜଣାଇଛନ୍ତି ଗୌତମ ବୁଦ୍ଧ ନଗର ପୋଲିସ କମିଶନରେଟ୍‌। ଆଉ ଘଟଣାର ଭିଡିଓ ଶେୟାର କରାଯାଇଛି। ଭିଡିଓରେ କଳା ଧୂଆଁର ବାଦଲ ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ନବମ ଶ୍ରେଣୀ ଛାତ୍ରଙ୍କୁ ପୁରସ୍କୃତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୫।୧: ଚଳିତ ବର୍ଷ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ପାଇଛନ୍ତି ଓଡ଼ିଶାର ନବମ ଶ୍ରେଣୀ ଛାତ୍ର ଅନ୍ବେଷ ଶୁଭମ ପ୍ରଧାନ। ମେଧାବୀ ଛାତ୍ର ଭାବେ ତାଙ୍କୁ...

ବିବେକ କୁମାର ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

ନୂଆଦିଲ୍ଲୀ, ୨୦ା୭(ପି.ଟି.): ଭାରତୀୟ ବିଦେଶ ସେବା (ଆଇଏଫ୍‌ଏସ୍‌) ଅଫିସର ବିବେକ କୁମାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ସଚିବ ନିଯୁକ୍ତ ହୋଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗଠିତ...

ମହାରାଷ୍ଟ୍ର କଂଗ୍ରେସକୁ ଝଟ୍‌କା: ବିଧାୟକ ପଦରୁ ଇସ୍ତଫା ଦେଲେ ରାଧାକୃଷ୍ଣ ପାଟିଲ

ମୁମ୍ବାଇ,୬।୪: ଲୋକ ସଭା ନିର୍ବାଚନରେ ପରାଜୟ ବରଣ କରିଥିବା କଂଗ୍ରେସକୁ ପୁଣି ଥରେ ଲାଗିଛି ଏକ ବଡ ଝଟକା। ମହାରାଷ୍ଟ୍ରର କଂଗ୍ରେସ ବିଧାୟକ ରାଧାକୃଷ୍ଣ ବିଖେ...

ଫାଶୀ ଦିଆଯିବା ପୂର୍ବରୁ ଠିକ୍‌ ଭାବେ ଖାଦ୍ୟ ଗ୍ରହଣ କରୁ ନାହାନ୍ତି ନିର୍ଭୟା ମାମଲାର ଦୋଷୀ

ନୂଆଦିଲ୍ଲୀ,୧୦।୧୨: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଏବେ ଫାଶୀ ଦିଆଯିବାର ସମୟ ପାଖେଇ ଆସୁଥିବା ଜଣାପଡିଛି। ଆସନ୍ତା ୧୬ରେ ଏମାନଙ୍କୁ ଫାଶୀ...

ବିଷ ପିଇଥିବା ମହିଳାଙ୍କ ପାଟିରୁ ବାହାରିଲା ନିଆଁ: ଆଶ୍ଚର୍ଯ୍ୟ ହେଲେ ଡାକ୍ତର

ଆଲିଗଡ଼,୧୭।୫: ଆଲିଗଡ ମୁସଲିମ ୟୁନିଭର୍ସିିଟିର ଜେଏନ୍‌ ମେଡିକାଲ କଲେଜରେ ଗତ ବୁଧବାର ଦେଖିବାକୁ ମିଳିଛି ଏକ ଆଶ୍ଚର୍ଯ୍ୟ କଲା ଭଳି ଘଟଣା। ଜଣେ ମହିଳା ବିଷ...

ପୋଲିସ ଗୁଳିରେ ଟଳିଲେ ୫ ମାଓବାଦୀ

ହାଇଦ୍ରାବାଦ,୨୨।୯: ଆନ୍ଧ୍ରପ୍ରଦେଶ ମାଦିଗିମୁଡୁ ଜଙ୍ଗଲରେ ରବିବାର ଗ୍ରେହାଉଣ୍ଡସ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୫ ଜଣ ମାଓବାଦୀଙ୍କର ମୃତ୍ୟୁ ଘଟିଛି...

ମୁମ୍ବାଇ ୨୬/୧୧ ଆକ୍ରମଣକୁ ପୂରିଲା ୧୧ ବର୍ଷ: ନିର୍ଭୟରେ ବୁଲୁଛନ୍ତି ମାଷ୍ଟରମାଇଣ୍ଡ୍‌ ହାଫିଜ୍‌

ମୁମ୍ବାଇ,୨୬।୧୧: ମୁମ୍ବାଇରେ ୨୦୦୮ ନଭେମ୍ବର ୨୬ରେ ହୋଇଥିବା ୨୬/୧୧ ଆକ୍ରମଣକୁ ଇତିମଧ୍ୟରେ ୧୧ ବର୍ଷ ପୂରିଛି । ନଭେମ୍ବର ୨୯ ପର୍ଯ୍ୟନ୍ତ ଦୀର୍ଘ ୬୦ ଘଣ୍ଟା...

ପୋଷ୍ଟିଂ ଅର୍ଡର ନ ଆସୁଣୁ ଜଏନିଂ

ଭୁବନେଶ୍ୱର,୪।୨(ବ୍ୟୁରୋ):ପୋଲିସ ବିଭାଗରେ ଏବେ ଅଜବ ଘଟଣା ନଜରକୁ ଆସିଛି। ଆଇନକାନୁନ, ନୀତିନିୟମ ପାଳନ ପାଇଁ କାର୍ଯ୍ୟ କରୁଥିବା ଏହି ବିଭାଗରେ ବଡ଼ ବ୍ୟତିକ୍ରମ ଘଟିଛି। ପଦୋନ୍ନତି...

Advertisement


Archives

Model This Week

Why Dharitri