୨ ବିମାନ ମଧ୍ୟରେ ଧକ୍କା

ବୋଷ୍ଟନ,୭।୩: ଯୁକ୍ତରାଷ୍ଟ୍ରର ବୋଷ୍ଟନ ଲୋଗାନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଦୁଇଟି ୟୁନାଇଟେଡ୍‌ ଏୟାରଲାଇନ୍ସର ବିମାନ ମଧ୍ୟରୋ ଧକ୍କା ହୋଇଛି। ସିଏନ୍‌ଏନ୍‌ ଫେଡେରାଲ ଆଭିଏଶନ ଆଡ୍‌ମିନିଷ୍ଟ୍ରେଶନ (ଏଫ୍‌ଏଏ)କୁ ଦର୍ଶାଇ କହିଛି, ବୋଷ୍ଟନ ଲୋଗାନ ଅନ୍ତର୍ଜାତୀୟ ବିମାନବନ୍ଦରରୁ ବାହାରୁଥିବା ଦୁଇଟି ୟୁନାଇଟେଡ ଏୟାରଲାଇନ୍ସର ବିମାନ ସୋମବାର ସ୍ଥାନୀୟ ସମୟ ପ୍ରାୟ ୮.୩୦ରେ ପରସ୍ପର ସହ ମୁହାଁମୁହିଁ ହୋଇଥିଲେ।
ଏଫ୍‌ଏଏ ଏହାର ବିବୃତିରେ କହିଛି, ୟୁନାଇଟେଡ ଏୟାରଲାଇନ୍ସ ଫ୍ଲାଇଟ୍‌ ୫୧୫ର ଡାହାଣ ଓ୍ବିଙ୍ଗ୍‌ ପ୍ରାୟ ପୂର୍ବାହ୍ନ ୮.୩୦ରେ ବୋଷ୍ଟନ ଲୋଗାନ ଅନ୍ତର୍ଜାତୀୟ ବିମାନବନ୍ଦରରେ ୟୁନାଇଟେଡ ଏୟାରଲାଇନ୍ସ ଫ୍ଲାଇଟ ୨୬୭ର ପଛକୁ ଧକ୍କା ଦେଇଛି। ଯାହାପରେ ଯାତ୍ରୀମାନଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାନୁଷ୍ଠାନ ନିକଟରୁ ମଦ ଦୋକାନ ବନ୍ଦ ନିର୍ଦ୍ଦେଶ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଷଷ୍ଠ ଜିଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ…

ଚାଷକାର୍ଯ୍ୟ ଆରମ୍ଭରୁ ସାର କଳାବଜାର: ଚାଷୀ ହଟହଟା

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସରୁ ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଛି। ଜମିରେ ଧାନ ବିହୁଡ଼ା, ପହ୍ଲାରୁଆ କାର୍ଯ୍ୟ ଏବେ ଜୋରସୋର୍‌ରେ ଚାଲିଛି। ଅନ୍ୟପଟେ ଚାଷ ଆରମ୍ଭରୁ…

ବିଦ୍ରୋହ ଭିତରେ ସୁପ୍ରିମକୋର୍ଟର CJI ସୂର୍ଯ୍ୟକାନ୍ତଙ୍କ ବିସ୍ଫୋରକ ବୟାନ, ସୋସିଆଲ ମିଡିଆରେ ଫେମସ୍‌ ହୁଅ ନାହିଁ…

ନୂଆଦିଲ୍ଲୀ,୨୩।୭: ଭାରତର ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ, ୨୦୨୪-୨୫ ବ୍ୟାଚ୍‌ର ନୂତନ ‘ଏଡଭୋକେଟ୍ସ-ଅନ୍-ରିକର୍ଡ’ (AOR) ଙ୍କ ଆନୁଷ୍ଠାନିକ ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରି ଆଇନ ପେଷାରେ ଶ୍ରେଷ୍ଠତା, ନିଷ୍ଠା…

କଠୋର କାର୍ଯ୍ୟାନୁଷ୍ଠାନ ନେଲେ ସରକାର! ସକାଳୁ ସକାଳୁ CJP ଦେଲା ବଡ଼ ସୂଚନା, ଦେଶରେ ହଇଚଇ

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜୀତ ଦୀପକେ କହିଛନ୍ତି ଯେ ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ସମ୍ପୂର୍ଣ୍ଣ ଶାନ୍ତି ଏବଂ ଅହିଂସା ପନ୍ଥାରେ ଆଗକୁ ବଢିବ।…

ବିଦ୍ରୋହ ଭିତରେ ଇନଷ୍ଟାଗ୍ରାମ୍‌ ଛାଡିଲେ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ, କାରଣ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ, ୨୩ା୭: ଜନ୍ତର-ମନ୍ତରରେ ଛାତ୍ର ଏବଂ ‘କକରୋଚ୍ ଜନତା ପାର୍ଟି’ର ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ ନୈମିଷା…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri