ପ୍ରକାଶ ପାଇଲା ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ: ପାସ୍‌ ହାର ୭୪.୯୫ ପ୍ରତିଶତ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ଚଳିତବର୍ଷ ପାସ୍‌ ହାର ୭୪.୯୫ ପ୍ରତିଶତ ରହିଛି।
କରୋନା କଟକଣା ପାଇଁ ଗତବର୍ଷ ଅପେକ୍ଷା ଏଥର ୩ ମାସ ବିଳମ୍ବରେ ପରୀକ୍ଷାଫଳ ପ୍ରକାଶ ପାଇଛି। ଚଳିତ ମାସ ଶେଷ ସପ୍ତାହରେ କଳା ଏବଂ ଧନ୍ଦାମୂଳକ ପରୀକ୍ଷାଫଳ ପ୍ରକାଶ ପାଇବ। ଏହା ପୂର୍ବରୁ ଗତ ସପ୍ତାହରେ ବିଜ୍ଞାନ ଫଳାଫଳ ପ୍ରକାଶ ପାଇଥିଲା। ବିଶିଜ୍ୟ ଫଳ ପ୍ରକାଶ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଥିଲେ। ଛାତ୍ରୀଛାତ୍ରମାନେ www.orissaresults.nic.in ୱେବ୍‌ସାଇଟ୍‌ରେ ନିଜ ନିଜର ପରୀକ୍ଷାଫଳ ଦେଖିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ସମୁଦ୍ରରୁ ଉଦ୍ଧାର ହେଲା ଟ୍ରଲର: ବଞ୍ଚିଛନ୍ତି ମତ୍ସ୍ୟଜୀବୀ, ୩ ତାରିଖରୁ ଥିଲେ ନିଖୋଜ

ଭୋଗରାଇ,୨୭।୮(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଆନ୍ଧ୍ରପ୍ରଦେଶର ଏକ ମାଛ ଧରା ଟ୍ରଲର ଭାସମାନ ଅବସ୍ଥାରେ ବିପଦରେ ଥିବା…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ,…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭।୮: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଆସୁଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପାର୍ଶବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଥିବା ଜଣାପଡ଼ିଛି। ଏହାର ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri