Advertisement

୨ ମଧୁମେହ ରିପୋର୍ଟକୁ ନେଇ ଚିନ୍ତା

ନୟାଗଡ଼ ଅଫିସ,୩।୧୧: ନୟାଗଡ଼ ଜିଲା ସଦର ମହକୁମାର ଦୁଇଟି ପ୍ରମୁଖ ପାଥୋଲୋଜିର ଫାଷ୍ଟିଂ ରିପୋର୍ଟକୁ ଅନୁଧ୍ୟାନ କଲେ ରୋଗୀଙ୍କ ଜୀବନ ସହ ଖେଳ ଖେଳା ଯାଉଥିବା ପ୍ରମାଣିତ ହେଉଛି । ଏହି ଦୁଇଟି ରିପୋର୍ଟ ଘରୋଇ ପାଥୋଲୋଜିର ରୋଗ ନିରୁପଣ ଉପରେ ପ୍ରଶ୍ନ ଚିହ୍ନ ଉଠାଇଛି । କାହା ପରୀକ୍ଷଣ ଠିକ୍‌ ସନ୍ଦେହ ଘେରକୁ ଆସିଛି । ଅଭିଯୋଗ ଅନୁଯାୟୀ, ଅଲେଖ ଚରଣ ନାୟକ(୬୦) ନାମକ ଜଣେ ବ୍ୟକ୍ତି ଅସୁସ୍ଥତା ଅନୁଭବ କରିବା ପରେ ନୟାଗଡ଼ର ମାତୃଶକ୍ତି ପାଥୋଲୋଜିରେ ଗତ ୧ତାରିଖରେ ରକ୍ତ ପରୀକ୍ଷା କରିଥିଲେ। ମାତୃଶକ୍ତିର ଫାଷ୍ଟିଂ ରିପୋର୍ଟରେ ତାଙ୍କର ଡାଇବେଟସ୍‌ ୩୨୪.୦ ଅଛି ବୋଲି ଜଣାପଡିଥିଲା। ରିପୋର୍ଟକୁ ଦେଖିବା ପରେ ଏଥିରେ ତ୍ରୁଟି ଥିବା ଅନୁଭବ କରି ପୁନଃ ପରୀକ୍ଷଣ ପାଇଁ ସେ ଅନୁରୋଧ କରିଥିଲେ। ହେଲେ ପାଥୋଲୋଜି କର୍ତ୍ତୃପକ୍ଷ ତାଙ୍କ ଅଭିଯୋଗକୁ ଶୁଣି ନ ଥିଲେ। ରୋଗର ସତ୍ୟତା ଜାଣିବା ପାଇଁ ସେ ସତ୍‌କାର ପାଥୋଲୋଜିରେ ସେଦିନ ରକ୍ତ ପରୀକ୍ଷା କରିଥିଲୋ ସେଠାରେ ତାଙ୍କର ଡାଇବେଟିସ୍‌ ୧୦୭.୭ ଥିବା ରିପୋର୍ଟ ଆସିଥିଲା। ଦୁଇ ପାଥୋଲୋଜିରୁ ୨ ପ୍ରକାରର ରିପୋର୍ଟ ପାଇବା ପରେ ଅଲେଖ ଚିନ୍ତାରେ ପଡିଛନ୍ତିା ଜିଲାରେ ବହୁ ଘରୋଇ ପାଥୋଲୋଜି ରହିଛି। ପାଥୋଲୋଜି ସଂସ୍ଥା ଯଦି ଏପରି ତ୍ରୁଟିପୂର୍ଣ୍ଣ ରିପୋର୍ଟ ଦେବେ ପ୍ରକୃତ ରୋଗ ଜାଣିବା ସ୍କୁସ୍କିଲ ହେବ ବୋଲି ମତ ପ୍ରକାଶ ପାଇଛି । ଏହି ଘଟଣାର ତଦନ୍ତ କରି ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟର ଅନୁଧ୍ୟାନ କଲେ ଜିଲାପାଳ

ରାୟଗଡ଼ା ଅଫିସ/ଗୁଡାରି (ଡି.ଏନ୍‌.ଏ.)୧୭।୪:  ରାୟଗଡ଼ା ଜିଲାପାଳ ସରୋଜ କୁମାର ମିଶ୍ର ଶନିବାର ଗୁଡାରି ବ୍ଲକ ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି। ସେହିପରି...

ଟୋକନ ନାହିଁ, ମଣ୍ଡିରେ ପଡିଛି ଧାନ

ଗଣ୍ଡତୁରୁମ, ୪।୨ (ଡି.ଏନ.ଏ) – ବରଗଡ ଜିଲା ଅତାବିରା ଆରଏମସି ଅଧୀନ ଭେଡେନ ବ୍ଲକରେ ଟୋକନ ଓ ଆଲର୍ଟମେଣ୍ଟ ଅଭାବରୁ ବିକ୍ରି ହୋଇ ନ ପାରି...

ରାଜରାସ୍ତାକୁ ଓହ୍ଲାଇବାକୁ ଚେତାବନୀ

କେନ୍ଦୁଝର,୨୧ା୫(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ପାଟଣା ଥାନା ଆଇଆଇସି ଜଣେ ବ୍ୟକ୍ତିଙ୍କୁ ଥାନାରେ ଥାର୍ଡ ଡିଗ୍ରୀ ଭିଡିଓ ଭାଇରାଲ ଘଟଣାକୁ ନେଇ ଦିନକୁ ଦିନ ଜିଲାରେ ଉତ୍ତେଜନା ପ୍ରକାଶ...

ହ୍ବାଟ୍ସଆପ୍‌ରେ ପାଠପଢ଼ିବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୪(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣକୁ ନେଇ ବିଦ୍ୟାଳୟଗୁଡ଼ିକ ବନ୍ଦ ରହିଛି। ଛାତ୍ରୀଛାତ୍ରଙ୍କ ପାଠପଢ଼ା ଠପ୍‌ ହୋଇଯାଇଛି। କେତେକ ଘରୋଇ ସ୍କୁଲ୍‌ରେ ଅନ୍‌ଲାଇନ୍‌ ଜରିଆରେ ପାଠପଢ଼ା ଯାଉଛି।...

ସେବାୟତଙ୍କୁ ହାତ ଉଠାଇବା ଅଭିଯୋଗରେ କନଷ୍ଟେବଳଙ୍କ ବଦଳି

ଆରଡ଼ି, ୨ା୯ (ଡି.ଏନ.ଏ.)- ଭଦ୍ରକ ଜିଲାର ଶୈବପୀଠ ଆଖଣ୍ଡଳମଣି ମନ୍ଦିର ପରିସରରେ ସୋମବାର ପୂର୍ବାହ୍ନରେ ଜଣେ ସେବାୟତଙ୍କୁ ହାତ ଉଠାଇବା ଅଭିଯୋଗରେ ଆରଡ଼ି ଫାଣ୍ଡିର ଜଣେ...

ପଞ୍ଜୀକରଣ ଅପେକ୍ଷାରେ ୩୨୮ ଚାଷୀ

ଜୟପୁର,୪।୧(ଡି.ଏନ୍‌.ଏ.) ଧାର୍ଯ୍ୟ ତାରିଖ ଭିତରେ କୋରାପୁଟ ଜିଲାର ଅଧିକାଂଶ ଚାଷୀ ନାମ ପଞ୍ଜିକରଣ କରିପାରି ନାହାନ୍ତି। ଜିଲାପାଳ, ଯୋଗାଣ ଅଧିକାରୀଙ୍କ ଦୃଷ୍ଟିକୁ ଏହା ଅଣାଯିବା ପରେ...

ଆଗକୁ ନିଅଣ୍ଟ ପଡ଼ିବ ଜଳ

କେନ୍ଦ୍ରାପଡ଼ା ଅଫିସ,୧୪ା୧୧: ନଭେମ୍ବର ପ୍ରଥମ ସପ୍ତାହରୁ ମହାନଦୀ ପରେ ଏବେ ବ୍ରାହ୍ମଣୀରେ ଜଳ ସଙ୍କଟ ଦେଖାଦେଇଛି। ବୈତରଣୀରେ ବ୍ୟାରେଜ ନିର୍ମାଣ ପରେ ଏହି ସମସ୍ୟା କେନ୍ଦ୍ରାପଡ଼ା...

ଆଧୁନିକୀକରଣ କାର୍ଯ୍ୟ ଯୋଗୁ ପ୍ରଭାବିତ ହେବ ଟ୍ରେନ୍‌ ଚଳାଚଳ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ରେଳପଥର ଦାନାପୁର ରେଳମଣ୍ଡଳ ଅନ୍ତର୍ଗତ କିଉଲ ଷ୍ଟେଶନଠାରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ ପୂର୍ବତଟ ରେଳପଥକୁ ଆସୁଥିବା ଏବଂ ଏହାର...

Advertisement
Archives

Model This Week