ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି ୨ ରୋଷେୟା ଆହତ ହୋଇଛନ୍ତି।

୩ ଦିନ ହେବ ସ୍କୁଲରେ ଗ୍ୟାସ ସରିଯାଇଥିବାରୁ କାଠ ଚୁଲାରେ ପ୍ରେସର ସାହାଯ୍ୟରେ ଡାଲି ରନ୍ଧା ହେଉଥିଲା ବୋଲି ସହକାରୀ ପ୍ରଧାନଶିକ୍ଷକ ବାବୁ ରଞ୍ଜନ ସାହୁ କହିଛନ୍ତି । ତେବେ ପ୍ରେସରରୁ ଗ୍ୟାସ କାଢ଼ିବାବେଳେ ଏହି ଅଘଟଣ ଘଟିଛି । ଗରମ ଡାଲି ପଡ଼ି ରୋଷେୟା ସଞ୍ଜୁ ସାହୁ(୪୭) ଏବଂ ପାଚିକା ସୂଚୀ ସାହୁ(୩୫) ଉଭୟଙ୍କ ଉପରେ ଗରମ ଡାଲି ଛିଟ୍‌କି ପଡ଼ି ଆହତ ହୋଇଛନ୍ତି।ଉଭୟଙ୍କୁ କୁମୁସି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ସହକାରୀ ବ୍ଲକ ଶିକ୍ଷାଧିକାରୀ ସତ୍ୟବ୍ରତ ସାହୁ ସ୍ବାସ୍ଥ୍ୟ କେନ୍ଦ୍ରରେ ଆହତଙ୍କୁ ଭେଟିଛନ୍ତି । ବ୍ଲକ ଶିକ୍ଷା ଅଧିକାରିଣୀ ପ୍ରିୟଦର୍ଶିନୀ ନାୟକ ଉଭୟ ସୁସ୍ଥ ଥିବା ସୂଚନା ଦେଇଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭୀଷ୍ମଗିରି ଗ୍ରାମରୁ ବିପୁଳ ପରିମାଣର ବାଣ ଜବତ : ଜଣେ ଅଭିଯୁକ୍ତ ଗିରଫ             

ଦିଗପହଣ୍ଡି,୬|୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଭୀଷ୍ମଗିରି ଗ୍ରାମ ବଡ଼ଦାଣ୍ଡ ସାହିର ଜଣେ ବ୍ୟକ୍ତିଙ୍କ ରାସନ୍ ଦୋକାନରେ ଚଢ଼ାଉ କରି ବେଆଇନ ଭାବେ…

ଇନଷ୍ଟାଗ୍ରାମ୍ ରେ ନାବାଳିକା ଙ୍କ ଆପତ୍ତିଜନକ ନଗ୍ନ ଫଟୋ: ଭିଡ଼ିଓ ଭାଇରାଲ ଅଭିଯୋଗ, ଅଭିଯୁକ୍ତ ଜେଲ ଗଲେ   

ଦିଗପହଣ୍ଡି,୬|୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଜଣେ ନାବାଳିକା ଙ୍କ ଆପତ୍ତିଜନକ ଫଟୋ ଭିଡ଼ିଓ ଇନଷ୍ଟାଗ୍ରାମ୍ ଜରିଆରେ ହାସଲ କରିବା ପରେ ଟଙ୍କା ପାଇଁ…

ଡେରାବିଶ ବ୍ଲକରେ ୧.୦୬ କୋଟି ଟଙ୍କା ହଡ଼ପ ମାମଲା: କ୍ୟାସିୟର ଶଶିକାନ୍ତ ରଣା ନିଲମ୍ବିତ, ଭିଜିଲାନ୍ସ ତଦନ୍ତ ସହ…

ଡେରାବିଶ,୬।୧୧(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ବହୁଚର୍ଚ୍ଚିତ ସରକାରୀ ଅର୍ଥ ହଡ଼ପ ମାମଲାରେ କ୍ୟାସିୟର ଶଶିକାନ୍ତ ରଣାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।…

ଆମ୍ବ ବୁରେଇରେ ଚାଲିଥିଲା ଗଞ୍ଜେଇ କାରବାର, ମାଡ଼ି ବସିଲା ପୋଲିସ୍

ବରଗଡ଼,୬।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ୍ ଶୁକ୍ରବାର ସ୍ଥାନୀୟ ଚୋରଗ୍ରିଣ୍ଡୋଲା ଗାଁ ଶେଷରେ ଆମ୍ବବୁରେଇଠାରେ ଚଢ଼ାଉ କରି ୫୨ କେଜି ୨୦୦ ଗ୍ରାମ ଗଞ୍ଜେଇ…

୧.୧୫ ଲକ୍ଷ ଲାଞ୍ଚ ମାଗି ଫସିଗଲେ ବଲାଙ୍ଗିର ସରକାରୀ ITI ପ୍ରିନ୍ସିପାଲ୍: ରେଡ୍‌ହାଣ୍ଡେଡ୍ ଧରାପଡ଼ିଲେ, ୩ ସ୍ଥାନରେ ଭିଜିଲାନ୍ସର…

ବଲାଙ୍ଗୀର,୬।୧୧(ସୁନିଲ କୁମାର ମହାନ୍ତି): ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବଲାଙ୍ଗିର ସରକାରୀ ଆଇଟିଆଇ (ITI) ପ୍ରିନ୍ସିପାଲ୍ ସୁରେଶ କୁମାର…

ବର୍ତ୍ତମାନ ରାଜନୀତି କରିବାର ସମୟ ନୁହେଁ: ଭକ୍ତ ଦାସ,ଗିଡିପାବାଲି ମୃତକଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଦାବି

ଭଞ୍ଜନଗର, ୬/୧୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାରେ ଭୟାବହ ବନ୍ୟା ପରେ ପୁନରୁଦ୍ଧାର କାର୍ଯ୍ୟ ମନ୍ଥର ଗତିରେ ଚାଲିଛି। ଲୋକେ ଏବେ ବି ନାନା ଦୁର୍ଦ୍ଦଶାର ସମ୍ମୁଖୀନ…

ଭିସି ମାଧ୍ୟମରେ ୭ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ: ପାଟଣା ବ୍ଲକ୍‌ର ୪ ଓ ସାହାରପଡ଼ା ବ୍ଲକ୍‌ର ୩ ବିଦ୍ୟାଳୟ ସାମିଲ

ପାଟଣା, ୬/୧୧ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଧରଣୀଧର ବିଶ୍ୱବିଦ୍ୟାଳୟର ଉତ୍ତର କ୍ୟାମ୍ପସଠାରେ ଭିଡିଓ କନ୍‌ଫରେନ୍ସିଂ…

୪ ଜେଲ୍‌ର ଜେଲରଙ୍କୁ ବଦଳି କଲେ ରାଜ୍ୟ ସରକାର: କଟକ ସର୍କଲ ଜେଲକୁ ଗଲେ ଲଲାଟେନ୍ଦୁ, ପୁରୀ ବଦଳି ହେଲେ…

ଭୁବନେଶ୍ୱର,୬।୧୧: ରାଜ୍ୟ ପ୍ରଶାସନିକ ସେବାରେ ଅଦଳବଦଳ ପ୍ରକ୍ରିୟାରେ ଓଡ଼ିଶା ସରକାରଙ୍କ କାରାଗାର ଓ ସଂଶୋଧନାତ୍ମକ ସେବା ନିର୍ଦ୍ଦେଶାଳୟ ପକ୍ଷରୁ ୪ ଜଣ ଜେଲରଙ୍କର ବଦଳି କରାଯାଇଛି। ପ୍ରଶାସନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?