ରାଜ୍ୟରେ କରୋନା ନେଲା ୨ ଜୀବନ

ଭୁବନେଶ୍ୱର,୮।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୨୬କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ କଟକରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାହ୍ମଣୀ, ବୈତରଣୀ ନଦୀରେ ବନ୍ୟା: ପଲିଥିନକୁ ଚାହିଁ ବସିଛନ୍ତି ବନ୍ୟାଦୁର୍ଗତ

ଯାଜପୁର ଅଫିସ୍‌/ବରୀ,୪।୯ (ଡି.ଏନ.ଏ.): ବୈତରଣୀ ଓ ବ୍ରାହ୍ମଣୀ ନଦୀର ବନ୍ୟା ଏବେ ଯାଜପୁର ଜିଲାର ୧୨୩୫ ଗ୍ରାମର ପେଟପାଟଣା ଉଜାଡି ଦେଇଛି। ୮ ଦିନ ଧରି...

କାଲିଠୁ ଗଞ୍ଜାମରେ ପ୍ଲାଜମା ଥେରାପି

ଭୁବନେଶ୍ୱର,୨୦।୭(ବ୍ୟୁରୋ)-ମଙ୍ଗଳବାରଠାରୁ ଗଞ୍ଜାମ ଜିଲାର ଶିତଳାପଲ୍ଲୀ ସ୍ଥିତ ଟାଟା କୋଭିଡ୍‌ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ ହେବ। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି।...

ଘରେ ରହି ପରୀକ୍ଷା ଦେବେ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ର: ଏହି ରାଜ୍ୟ ସରକାର ନେଲେ ନିଷ୍ପତ୍ତି…

ରାୟପୁର,୨୩।୫: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ତୀବ୍ରବେଗରେ ବ୍ୟାପିବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ କିଛି ଦିନ ପାଇଁ ଘୁଞ୍ଚାଇ...

ଦାୟିତ୍ୱ ନେଲେ ନୂଆ ବିଏମ୍‌ସି କମିଶନର: ପ୍ରେମଚନ୍ଦ୍ର ଚୌଧୁରୀ

ଭୁବନେଶ୍ୱର, ୨୭ା୬(ବ୍ୟୁରୋ)- ରାଜ୍ୟର ବୃହତମ ସ୍ବାୟତ ସଂସ୍ଥା ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ରେ ନୂଆ କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ଯୋଗ ଦେଇଛନ୍ତି। ଗୁରୁବାର ସକାଳ ୯ଟା ୩୦ରେ...

ସ୍ଥଗିତ ହେଲା ୟୁଜିସି-ଏନ୍‌ଇଟି ପରୀକ୍ଷା

ଭୁବନେଶ୍ୱର, ୧୦।୧୦(ବ୍ୟୁରୋ)- ୟୁନିଭରସିଟି ଗ୍ରାଣ୍ଟ କମିସନ ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ ବା ୟୁଜିସି ଏନ୍‌ଇଟି ପରୀକ୍ଷାକୁ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ସ୍ଥଗିତ କରିଛି। ତେବେ ଆସନ୍ତା...

ଆଜି ରାଜ୍ୟରୁ ଆଉ ୧୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୯୧କୁ ବୃଦ୍ଧି

ଭୁବନେଶ୍ୱର,୯ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୭ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୯୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ଆଗ୍ରହରୁ ଆତ୍ମନିର୍ଭର

କାମାକ୍ଷାନଗର, ୨୩ା୪(ଡି.ଏନ୍‌.ଏ.) ଖୋଲା ଆକାଶ ତଳେ ଶତାଧିକ ନଡ଼ାର ପ୍ୟାଡ୍‌। ସେଥିରେ ଫୁଟିଛି ମେଞ୍ଚା ମେଞ୍ଚା ଛତୁ। ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏଭଳି ଓପନ୍‌...

ରାଜ୍ୟ ସରକାରଙ୍କ କରୋନା ମୁକାବିଲା ଚିନ୍ତା: ରାଜଧାନୀ ପାଇଁ ସ୍ବତନ୍ତ୍ର ପ୍ଲାନ୍‌, ୭ ଦିନରେ ୫୦୦୦ ନମୁନା ପରୀକ୍ଷଣ ଲକ୍ଷ୍ୟ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ଓଡ଼ିଶାରେ ୭,୫୭୭ଟି ନମୂନା ପରୀକ୍ଷଣ କରାଯାଇଛି। ସେଥିରୁ ୬୦ଜଣ ପଜିଟିଭ୍‌ ବାହାରିଛନ୍ତି। ହେଲେ କେବଳ ଭୁବନେଶ୍ୱରରେ ୪୬ ପଜିଟିଭ୍‌ ମାମଲା...

Advertisement
Archives

Model This Week