ରାଜ୍ୟରେ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୩୩ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ବାଲେଶ୍ୱର ଏବଂ ଭଦ୍ରକରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

‘ଏ ପର୍ଯ୍ୟନ୍ତ ପିପିଲି ପୀଡ଼ିତାଙ୍କୁ ନ୍ୟାୟ ମିଳିନି’

ଭୁବନେଶ୍ୱର, ୩୦।୧୧(ବ୍ୟୁରୋ): ବହୁ ଚର୍ଚ୍ଚିତ ପିପିଲିର ବେବିନା ଗଣବଳାତ୍କାର ଘଟଣାକୁ ସୋମବାର ୧୦ବର୍ଷ ପୂରିଛି। ହେଲେ ଏପର୍ଯ୍ୟନ୍ତ ଅପରାଧୀମାନେ ଦଣ୍ଡ ପାଇନାହାନ୍ତି କି ତଦନ୍ତ କମିଶନ...

ପରୀକ୍ଷା ବାତିଲ ଦାବିରେ ବିକ୍ଷୋଭ

ଅନୁଗୋଳ ଅଫିସ,୧।୨ ଯୁକ୍ତ ୨ ବୋର୍ଡ ପରୀକ୍ଷା ବାତିଲ ଦାବିରେ ଅନୁଗୋଳ ଜିଲାର ବିଭିନ୍ନ ମହାବିଦ୍ୟାଳୟ ଛାତ୍ରମାନେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଜିଲାପାଳଙ୍କୁ...

କଟକରୁ ଆଜି ୧୬୮ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୭।୯-କଟକ ସହରରୁ ଆଜି ଆଉ ୧୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌...

ଛତିଶଗଡ଼କୁ ବନ୍ଦ ହେବ ବସ୍‌ ସେବା!

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବ୍ୟାପୁଛି। ତେଣୁ ନୂଆପଡ଼ାରୁ ପଡୋଶୀ ରାଜ୍ୟ ଛତିଶଗଡ଼କୁ ବନ୍ଦ ହୋଇପାରେ ବସ୍‌ ସେବା। ଏ ନେଇ ମଙ୍ଗଳବାର ସୂଚନା...

କାର୍ଯ୍ୟରେ ଅବହେଳା: ନିଲମ୍ବିତ ହେଲେ କାର୍ଯ୍ୟନିର୍ବାହୀ ଅଧିକାରୀ, କନିଷ୍ଠ ଯନ୍ତ୍ରୀ

ପଦ୍ମପୁର,୫।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ମ୍ୟୁନିସପାଲିଟିର କାର୍ଯ୍ୟନିର୍ବାହୀ ଅଧିକାରି ତାପସ ରଞ୍ଜନ ଜେନା ଓ କନିଷ୍ଠ ଯନ୍ତ୍ରୀ ଦେବକାନ୍ତ ନାୟକଙ୍କୁ ଶନିବାର କାର୍ଯ୍ୟରୁ ନିଲମ୍ବିତ କରାଯାଇଛି।...

ପୁଣି ରାଜ୍ୟରେ ୧୦ ମୁଣ୍ଡ ନେଲା କରୋନା: ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୦ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୬ରେ ପହଞ୍ଚିଥିବା ରାଜ୍ୟ...

ଜଙ୍ଗଲ ସୁରକ୍ଷା ପ୍ରତି ଅଧିକ ଯତ୍ନବାନ ହେବାକୁ ଆହ୍ବାନ

ଭୁବନେଶ୍ୱର, ୧।୫(ବ୍ୟୁରୋ): ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଭୁବନେଶ୍ୱର ଘାଟିକିଆସ୍ଥିତ ବନପାଳ ପ୍ରଶିକ୍ଷଣ ପ୍ରତିଷ୍ଠାନ ଏବଂ ଓଡ଼ିଶା...

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସଂଶୋଧନ) ବିଲ୍‌-୨୦୨୧ ରାଜ୍ୟ ସଭାରେ ଗୃହୀତ

ଭୁବନେଶ୍ୱର, ୧୦।୮(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ରାଜ୍ୟ ସଭାରେ କେନ୍ଦ୍ର ଶାସିତ ଅଞ୍ଚଳ ଲଦାଖରେ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ହେବା ନେଇ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସଂଶୋଧନ)...

Advertisement
Archives

Model This Week