ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୩୯ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ କେନ୍ଦୁଝରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଇଓ ଶୁଭମ ପତିଙ୍କ ବଦଳି ବାତିଲ ଦାବି: ଉପଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ…

ପଦ୍ମପୁର,୨୬।୫ (ପ୍ରଦୀପ୍ତ ଦାଶ): ପାଇକମାଳ ବ୍ଲକର ଅତିରିକ୍ତ ଦାୟିତ୍ୱରେ ଥିବା ବ୍ଲକ ଶିକ୍ଷା ଅଧିକାରୀ ଶୁଭମ ପତିଙ୍କ ବଦଳି ନିର୍ଦ୍ଦେଶକୁ ବାତିଲ କରିବା ଦାବି ଏବେ ଜୋର…

ଦାଣ୍ଡରେ ପଡି ହାଟରେ ଗଡିଲା ଭାଜପାର ଗୋଷ୍ଠୀ କନ୍ଦଳ: ଫଳକରେ ଏମ୍‌ପିଙ୍କ ନାମ ନଥିବାରୁ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ରାଜ୍ୟରେ ପ୍ରଥମଥର ଭାଜପା ସରକାରକୁ ଆସିଥିବା ବେଳେ କିପରି ଦଳ ସୁଦୃଢ ହେବ, ସଂଗଠନ ବଢିବ ସେନେଇ ଜାତୀୟସ୍ତରରୁ ଆରମ୍ଭକରି ରାଜ୍ୟସ୍ତରର ନେତାମାନେ…

ଘରକୁ ଫେରୁଥିବା ବେଳେ ଟଳିପଡିଲେ ବୁଦ୍ଧଦେବ, ଅଂଶୁଘାତ….

ପାଟଣା,୨୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ତେଣ୍ଡରା ପଞ୍ଚାୟତ ଖିଲାରିପାଟ୍ ନୂଆଗାଁ ଗ୍ରାମରେ ଜେ ଯୁବକଙ୍କର ମୃତ୍ୟୁ ହୋଇଛି । ୩୫ବର୍ଷୀୟ…

ଭିଜିଲାନ୍ସ ଦୁର୍ନୀତି ମାମଲାରେ ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜ ଦୋଷୀ ସାବ୍ୟସ୍ତ

କେନ୍ଦୁଝର,୨୫।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦୁର୍ନୀତି ବିରୋଧୀ ଘଟଣାକ୍ରମରେ ଓଡିଶା ଭିଜିଲାନ୍ସ କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକର ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜଙ୍କୁ ଏକ…

ଟ୍ରମ୍ପଙ୍କ ୩ ବଡ଼ ସର୍ତ୍ତ: ଯାହା କାରଣରୁ ଅଟକିଲା ଇରାନ-ଆମେରିକାର ଶାନ୍ତି ଚୁକ୍ତି

ନୂଆଦିଲ୍ଲୀ, ୨୬।୫: ଇରାନ ଏବଂ ଆମେରିକା ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନାର ଅନ୍ତ ଘଟାଇବା ପାଇଁ ଆଶା କରାଯାଉଥିବା ଶାନ୍ତି ଚୁକ୍ତିନାମା ଏବେ ଝୁଲି…

ଆଶ୍ଚର୍ଯ୍ୟ! ବାହାଘର ରିଟର୍ନ ଗିଫ୍ଟ ଦେଖି ଛାନିଆ ହେଲେ ଗାଁ ଲୋକେ, ଯିଏ ଶୁଣିଲା…

ମୁମ୍ବାଇ,୨୬।୫: ବିବାହରେ ଅତିଥିମାନଙ୍କୁ ପ୍ରତିଦାନ(ରିଟର୍ନ) ଉପହାର ଦେବାର ପ୍ରଥା ଏକ ବହୁ ପୁରୁଣା ପରମ୍ପରା । ତେବେ ମହାରାଷ୍ଟ୍ରର ନାନ୍ଦେଡ଼ ଜିଲାରେ ସମ୍ପ୍ରତି ଅନୁଷ୍ଠିତ ଏକ ବିବାହ…

ଭଞ୍ଜ ରାଜବଂଶର ସ୍ମୃତି : ଲୋକଙ୍କ ଦାନରେ ଚାଲିଛି କୁଲାଡ ଜଗନ୍ନାଥ ମନ୍ଦିର

ଭଞ୍ଜନଗର,୨୬।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଘୁମୁସର ଭଞ୍ଜ ରାଜବଂଶର ସ୍ମୃତି ଭାବେ ପରିଚିତ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ନିର୍ମାଣ ହୋଇଥିଲା। ସେ ସମୟରେ ମନ୍ଦିର ପରିଚାଳନା…

କୌଣସି ମୁହୂର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ: କହୁ କହୁ ବଡ କଥା କହିଦେଲେ ମନ୍ତ୍ରୀ, ନୂତନ ମନ୍ତ୍ରିମଣ୍ଡଳରେ….

ଭୁବନେଶ୍ୱର,୨୬।୫: ଓଡ଼ିଶାରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣକୁ ନେଇ ଚର୍ଚ୍ଚା ମଧ୍ୟରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ବଡ ଅପଡେଟ ଦେଇଛନ୍ତି। ସେ କହିଛନ୍ତି ଯେ, କୌଣସି ମୁହୂର୍ତ୍ତରେ ମନ୍ତ୍ରିମଣ୍ଡଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri