ରାଜ୍ୟରେ ପୁଣି ଦୁଇ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୫।୧(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଦୁଇ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୪୭୮କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଜଗତସିଂହପୁର ଏବଂ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆଜି ରାଜ୍ୟରେ ୧୦,୮୫୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ନକଲି ଦେଶୀ ମଦ ସହ ଅଟୋ ଜବତ ବାପ,ପୁଅଙ୍କ ସମେତ ୩ ଗିରଫ

ପୁରୁଷୋତ୍ତମପୁର,୨ା୮(ଡି.ଏନ୍‌.ଏ.)-ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଗୁରୁବାର ଅପରାହ୍ନରେ ଧୋବାଡି ପାଟପୁର-ବାଳକୃଷ୍ଣପୁର ରାସ୍ତାରୁ ମଦ ବୋଝେଇ ଏକ ଅଟୋ (ନଂ.ଓଡି ୦୭ ଏସ ୨୮୧୨)କୁ ଜବତ କରିଛି। ଏଥିରୁ...

ଯୁକ୍ତ୨ ବିଜ୍ଞାନରେ ଶୂନ ଫଳାଫଳ କରିଥିବା ୯ କଲେଜ ଉପରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୯ା୬(ବ୍ୟୁରୋ)- ଯୁକ୍ତ୨ ବିଜ୍ଞାନ ପରୀକ୍ଷାରେ ଶୂନ ରେଜଲ୍ଟ କରିଥିବା ୯ କଲେଜ ଉପରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ, ୨୭।୪: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚଳିତବର୍ଷ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ପୂର୍ବରୁ ନୟାଗଡ଼ରୁ ୨ଟି ପର୍ଯ୍ୟାୟରେ ରଥ କାଠ...

ଅନୁମତି ବାତିଲ କଲେ ସରକାର

ଭୁବନେଶ୍ୱର,୨୬ା୧୧:ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲ ପମ୍ପ୍‌ରେ ଗତ ଅକ୍ଟୋବର ୭ ତାରିଖରେ ଘଟିଥିବା ଭୟଙ୍କର ବିସ୍ଫୋରଣ ଘଟଣାରେ ସରକାରଙ୍କ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ସ୍ବରୂପ ଏହାର ଅନୁମତି...

ଥାନାକୁ ଆସିଲେନି ସୂର୍ଯ୍ୟକାନ୍ତ

ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ‘ମୋ ସାଇକେଲ’ କବାଡିଖାନାକୁ ଯିବା ତଥା ୩ଶହ ସାଇକେଲ ହଜିବା ନେଇ ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ୍‌ (ବିଏସ୍‌ସିଏଲ୍‌) ପକ୍ଷରୁ ଶହୀଦ ନଗର ଥାନାରେ...

ଧାନବୁଣି ଫେରୁଥିବାବେଳେ ବଜ୍ରପାତରେ ଜୀବନଗଲା

ଶେରଗଡ,୧୯।୬(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକ ପଦ୍ମପୁର ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ତାରିଣୀ ବେହେରା (୫୦)। ତାରିଣୀ ବିଲରେ ଧାନବୁଣି...

କରୋନା ନେଲା ମାସକର ଶିଶୁ ଜୀବନ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ ଏବେ କରୋନା ସଂକ୍ରମଣ ସହ ମୃତ୍ୟୁ ସଂଖା କମ୍‌ ରହିଛି। ତେବେ ଦୈନିକ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ମଧ୍ୟରେ ପ୍ରାୟ ୧୮ପ୍ରତିଶତ ୧୮ବର୍ଷରୁ...

ହରିଶଙ୍କର ସୌନ୍ଦର୍ଯ୍ୟକରଣ ପାଇଁ ଚାରାରୋପଣ

ଖପ୍ରାଖୋଲ, ୧୧ା୮(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ହରିଶଙ୍କର ପୀଠର ସୌନ୍ଦର୍ଯ୍ୟକରଣ ପାଇଁ ସାମ୍ବାଦିକ ସଂଘ ଓ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ତରଫରୁ ବୃକ୍ଷ...

Advertisement


Archives

Model This Week