ରାଜ୍ୟରେ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ବର,୨୪।୮(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗୁନି। ଗତ ୨୪ ଘଣ୍ଟାରେ ୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ହେଲେ ଭୁବନେଶ୍ୱରରୁ ୯୦ ବର୍ଷିୟ ମହିଳା ଏବଂ ନବରଙ୍ଗପୁରର ୪୫ ବର୍ଷିୟ ବ୍ୟକ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୬ ବଗି

କୋରାପୁଟ,୧୧ା୩(ଡି.ଏନ୍‌.ଏ.): କୋରାପୁଟ ଜିଲା ଭେଜା ନିକଟରେ ଗୁରୁବାର ବିଳମ୍ବିତ ରାତିରେ କୋରାପୁଟ ଷ୍ଟେଶନଠାରୁ ୨୫ କିମି ଦୂରରେ ଏକ ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ ହୋଇଛି। ଟ୍ରେନ୍‌ଟି...

କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ୩ ବର୍ଷ ଜେଲ୍‌

ଭୁବନେଶ୍ୱର,୨୯ା୯(ବ୍ୟୁରୋ): କଂଗ୍ରେସ ବିଧାୟକ ତଥା ମେଟ୍ରୋ ବିଲ୍ଡର୍ସର ଏମ୍‌ଡି ମହମ୍ମଦ ମୋକିମଙ୍କୁ ଗୁରୁବାର ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି ଭୁବନେଶ୍ୱର ଭିଜିଲାନ୍ସ କୋର୍ଟ। ଓଡ଼ିଶା...

ମୁମ୍ବାଇରୁ ୧୫୦୦ କିମି ଚାଲି ଚାଲି ଘରେ ପହଞ୍ଚିବା ପରେ ଦିନମଜୁରିଆଙ୍କ ମୃତ୍ୟୁ: କରୋନା ରିପୋର୍ଟକୁ ଅପେକ୍ଷା

ଲକ୍ଷ୍ନୌ,୨୯।୪: ଦେଶରେ କରୋନା ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏପରିସ୍ଥଳେ ମୁମ୍ବାଇରୁ ୧୫୦୦ କିଲୋମିଟର...

ବାଉନ୍ସର ଆସିବା ଘଟଣାରେ ହେଲାନି ଆଲୋଚନା: ପ୍ରଦୀପ

ଭୁବନେଶ୍ୱର,୨୨ା୧(ବ୍ୟୁରୋ):କଂଗ୍ରେସ କାର୍ଯ୍ୟାଳୟକୁ ବାଉନ୍ସର ଆସିବା ଘଟଣା ନୂଆ ମୋଡ଼ ନେଇଛି। ଏହାକୁ ନେଇ ବିବାଦ ତେଜିଥିବା ବେଳେ ବାଉନ୍ସର କୌଣସି ଦଳୀୟ ନେତା ନୁହେଁ, ବରଂ...

ବରଗଡ଼ ଜିଲାପାଳ-ଏସ୍‌ପିଙ୍କ ନାମରେ ଜାଲ ଫେସବୁକ୍‌ ଆକାଉଣ୍ଟ: ମାମଲା ରୁଜୁ କରି ପୋଲିସର ତନାଘନା

ବରଗଡ଼ ଅଫିସ,୨୬।୫- ବରଗଡ଼ ଜିଲାରେ ସାଇବର୍‌ କ୍ରାଇମରେ ଅପରାଧୀମାନେ ସକ୍ରିୟ ହୋଇ ପଡିଛନ୍ତି। ଅପରାଧୀମାନେ ଖୋଦ ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଏବଂ ଏସ୍‌ପି ପଦ୍ମିନୀ...

୮୯୫ ହେକ୍ଟରରେ ହେବ ବନୀକରଣ

ଅନୁଗୋଳ ଅଫିସ, ୨୪।୬ ବର୍ଷା ଆରମ୍ଭ ହୋଇଯାଇଥିବାରୁ ଅନୁଗୋଳ ବନଖଣ୍ଡରେ ଚାରା ରୋପଣ ପାଇଁ ପ୍ରସ୍ତୁତି ଚାଲିଛି। ଚଳିତବର୍ଷ ବନଖଣ୍ଡ ପକ୍ଷରୁ ଏଥିପାଇଁ ପାଖାପାଖି ସାଢ଼େ...

ଏକ୍‌ଜିଟ୍‌ ପୋଲ୍‌କୁ ନେଇ ଭାଜପା ଉତ୍ସାହିତ

ଭୁବନେଶ୍ୱର, ୨୦ା୫(ବ୍ୟୁରୋ): ସାଧାରଣ ନିର୍ବାଚନ-୨୦୧୯ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଉ ୩ ଦିନ ପରେ ଭୋଟ ଗଣତି ହେବ। ପୂର୍ବ ୩ ଥର ଭଳି ଏଥର...

ବଇଣ୍ଡାକୁ ଆସିଲା ନୂତନ ୧୦୮ ଆମ୍ବୁଲାନ୍ସ

ବଇଣ୍ଡା,୧୪।୩(ଡି.ଏନ.ଏ.) କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳକୁ ଏକ ନୂତନ ୧୦୮ ଆମ୍ବୁଲାନ୍ସ ଗୁରୁବାର ସ୍ବାସ୍ଥ୍ୟବିଭାଗ ପକ୍ଷରୁ ଯୋଗାଇ ଦିଆଯାଇଛି। ଦୀର୍ଘବର୍ଷ ହେବ ଏଠାରେ ଥିବା ୧୦୮...

Advertisement
Archives

Model This Week