ରାଜ୍ୟରେ କରୋନା ନେଲା ୨ ଜୀବନ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୨୦ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ ଯାଜପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

ଏକାସାଙ୍ଗରେ ଗଠନ ହେବ ୬ ଗ୍ରହଙ୍କ ବିରଳ ମହାସଂଯୋଗ: ମାଲାମାଲ ହେବେ କର୍କଟ ସମେତ ଏହି ୬ ରାଶି

ଗ୍ରହ ଗୋଚର ଦୃଷ୍ଟିରୁ ସେପ୍ଟେମ୍ବର ମାସର ପ୍ରଥମ ତାରିଖ ଅତ୍ୟନ୍ତ ବିଶେଷ ଏବଂ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ଦିନ କେବଳ ଗୋଟିଏ କିମ୍ବା ଦୁଇଟି ନୁହେଁ, ବରଂ…

ଯାହାକୁ ରଖିବେ ଅନନ୍ତ : ତାଳଗଛକୁ ଆଶ୍ରୟ କରି ବନ୍ୟା ପାଣିରେ ୫ ଦିନ ପରେ, ମୁଣ୍ଡ ଦେଖି…

ଧାମନଗର, ୧୮।୮ (ସନ୍ତୋଷ କୁମାର ମହାପାତ୍ର): ଗତ କିଛି ଦିନ ଧରି ଲଘୁଚାପଜନିତ ବର୍ଷା ଯୋଗୁ ବୈତରଣୀ ଓ ଏହାର ଶାଖା ନଦୀ କୋଚିଳା, ଗେଙ୍ଗୁଟି, କଣ୍ଡିଆ,…

ନୂଆ ଡିଜିପି ଚୟନ ଶୁଣାଣି ଘୁଞ୍ଚିଲା: ପକ୍ଷ ରଖିଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୮।୮: ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସୁପ୍ରିମକୋର୍ଟରେ ନିଜ ପକ୍ଷ ରଖିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୨ ତାରିଖରେ ମାମଲାର…

‘ମଦ ପିଇ ସ୍କୁଲ ଆସୁଥିଲେ ପ୍ରଧାନଶିକ୍ଷକ’, ଅଭିଜିତ ଦୀପକେଙ୍କ ଚେତାବନୀ ପରେ…

ନୂଆଦିଲ୍ଲୀ, ୧୮।୮: କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ‘ସ୍କୁଲ ଠିକ କର’ ଅଭିଯାନ ଚଳାଉଛି। ଏହି ମଧ୍ୟରେ ମହାରାଷ୍ଟ୍ରର ହିଙ୍ଗୋଲି ଜିଲାର ଏକ ସ୍କୁଲରେ…

ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି: ଲୁଟିନେଲେ ୫୦ ତୋଳା ସୁନା, ନଗଦ ଟଙ୍କା

କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ସହରର ମେଘରାଜ ଅଞ୍ଚଳରେ ଗୋଟିଏ ରାତିରେ ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଦୁଇ ଘରୁ ପ୍ରାୟ ୫୦ ତୋଳା ସୁନା ଅଳଙ୍କାର…

‘ଫାଶୀ ଦିଅ କିମ୍ବା ଜେଲ ପଠାଅ, ମୁଁ…’, କଂଗ୍ରେସ ନେତାଙ୍କ ବୟାନକୁ ନେଇ ରାଜନୀତି ହଲଚଲ

ନୂଆଦିଲ୍ଲୀ, ୧୮।୮: ବନ୍ଦେ ମାତରମ’ର ସମ୍ପୂର୍ଣ୍ଣ ଛନ୍ଦ ଗାନକୁ ନେଇ ଜାରି ରହିଥିବା ରାଜନୈତିକ ହଙ୍ଗାମା ମଧ୍ୟରେ କର୍ନାଟକ କଂଗ୍ରେସ ସଭାପତି ବି.କେ. ହରିପ୍ରସାଦ ବଡ଼ ବୟାନ…

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସହାୟତା ଘୋଷଣା: ବାସନକୁସନ-ପୋଷାକ ବାବଦକୁ ମିଳିବ…

ଭୁବନେଶ୍ୱର,୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କ୍ଷୁଦ୍ର ଚାଷୀଙ୍କୁ ହେକ୍ଟର ପିଛା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri