ଭୁବନେଶ୍ୱର,୧।୧(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୬୨କୁ ବୃଦ୍ଧି ପାଇଛି। କେବଳ କଟକ ଜିଲାରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଭୁବନେଶ୍ୱର,୧।୧(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୬୨କୁ ବୃଦ୍ଧି ପାଇଛି। କେବଳ କଟକ ଜିଲାରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…
କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍ଏସ୍ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…
ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…
ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…
ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…
ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…
କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…
ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…