ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧।୧(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୬୨କୁ ବୃଦ୍ଧି ପାଇଛି। କେବଳ କଟକ ଜିଲାରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Share