
ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୬୬କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୬୬କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
କୋକସରା,୧୩।୧: ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବହୁ ପ୍ରତୀକ୍ଷିତ ଇନ୍ଦ୍ରାବତୀ ମେଗାଲିଫ୍ଟ ପ୍ରକଳ୍ପ ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗଦେବା ପୂର୍ବରୁ ବୁଧବାର କୋକସରା...
ନୂଆଦିଲ୍ଲୀ,୧୧ ।୧: ଦେଶରେ ଗୋଟିଏ ପଟେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଅନ୍ୟପଟେ ସୋମବାର କୋଭିଡ ରୋଧି ଟିକାର ପ୍ରିକଶନ ଡୋଜ ବା ତୃତୀୟ...
ଭୁବନେଶ୍ୱର,୭ା୧(ବ୍ୟୁରୋ): ରାଜ୍ୟର ଦୁର୍ଗମ ତଥା ଆଭ୍ୟନ୍ତରୀଣ ଗ୍ରାମରେ ଇଣ୍ଟରନେଟ୍ ସେବା ମଜଭୁତ୍ କରିବା ଲାଗି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗୁରୁବାର ୧୦ ଆକାଂକ୍ଷୀ ଜିଲାର ୩,୯୩୩...
ପୁରୀ ଅଫିସ,୧୨ା୮ : ପାନ, ଗୁଟ୍ଖା ଖାଇ କେହି ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କିମ୍ବା ମନ୍ଦିର କର୍ମଚାରୀ କାହାରିକୁ...
ବେଜିଂ,୧୭।୮: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଅସ୍ତବ୍ୟସ୍ତ କରି ସାରିଲାଣି। ଏହି ମହାମାରୀ ଚାଇନାରେ ପାଖାପାଖି ୪...
ଭୁବନେଶ୍ୱର, ୧୯।୪(ବ୍ୟୁରୋ): କରୋନା ସଂକ୍ରମଣ ଲଢ଼େଇରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ସ୍ବାସ୍ଥ୍ୟକର୍ମୀଙ୍କୁ ଉତ୍ସାହିତ କରିବା ଏବଂ ବିଶ୍ୱବାସୀଙ୍କୁ ଘରେ ରହିବା ଲାଗି ସଚେତନ କରିବା...
ଭୁବନେଶ୍ୱର, ୧ା୫ (ବ୍ୟୁରୋ)- ଓଡିଶାରୁ ମୁମ୍ବାଇ ଚାଲାଣବେଳେ ୧୭ଜଣ ନାବାଳିକା, ଯୁବତୀ ଓ ମହିଳାଙ୍କୁ ଆନ୍ଧ୍ରପ୍ରଦେଶ ପୋଲିସ ଏବଂ ଚାଇଲ୍ଡ ଲାଇନ ଉଦ୍ଧାର କରିଛି। ପ୍ରାଥମିକ ତଦନ୍ତ ପରେ...
ଭୁବନେଶ୍ୱର,୧୩।୯(ବ୍ୟୁରୋ) : ଦିନକୁ ଦିନ ଟ୍ରାଫିକ ସମସ୍ୟା ଜଟିଳ ହେଉଛି। ଏଥିସହ ବଢ଼ିଚାଲିଛି ଦୁର୍ଘଟଣା। ଏନେଇ ଗୁରୁବାର କମିଶନରେଟ ପୋଲିସ ମୁଖ୍ୟାଳୟରେ ଟ୍ରାଫିକ ଡିସିପି ସାଗରିକା...