ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୫୦ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ବାଲେଶ୍ୱର ଏବଂ ଗଞ୍ଜାମ ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?