ଦୀପ୍ତିଙ୍କୁ ୨ କୋଟିର ପ୍ୟାକେଜ

ହାଇଦ୍ରାବାଦ: ହାଇଦ୍ରାବାଦର ମେଧାବୀ ଛାତ୍ରୀ ଦୀପ୍ତି ନାରକୁଟୀ ଆମେରିକାର ଅଗ୍ରଣୀ ସଫ୍ଟଓ୍ବେୟାର କମ୍ପାନୀ ମାଇକ୍ରୋସଫ୍ଟ ପକ୍ଷରୁ ଗ୍ରେଡ୍‌-୨ ପୋଷ୍ଟ ପାଇଁ ମନୋନୀତ ହୋଇଛନ୍ତି। ସେ ବାର୍ଷିକ ୨ କୋଟି ଟଙ୍କା ବେତନ ପାଇବେ ବୋଲି ସୂଚନା ମିଳିଛି। ସେ କମ୍ପାନୀର ଜଣେ ଡେଭଲମେଣ୍ଟ ଇଞ୍ଜିନିୟିର ଭାବେ ଉକ୍ତ ଫାର୍ମରେ କାର୍ଯ୍ୟ କରିବେ। ଦୀପ୍ତି ଏହା ପୂର୍ବରୁ ବିଭିନ୍ନ ବହୁରାଷ୍ଟ୍ରୀୟ କମ୍ପାନୀରେ କାର୍ଯ୍ୟ କରିଛନ୍ତି। ସେ ହାଇଦ୍ରାବାଦର ଓସ୍‌ମାନିଆ କଲେଜ ଅଫ୍‌ ଇଞ୍ଜିନିୟରିଂରୁ ଆରମ୍ଭକରି ଆମେରିକାର ଫ୍ଲୋରିଡା ବିଶ୍ୱବିଦ୍ୟାଳୟରୁ ଏମ୍‌ଏସ୍‌ ଇନ୍‌ କମ୍ପ୍ୟୁଟର ସାଇନ୍ସରେ ଶିକ୍ଷା ସମାପ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାପ୍‌ଟପ୍‌, ପିସି ମାନୁଫାକ୍‌ଚରିଂ ପାଇଁ ପ୍ରୋତ୍ସାହନ

ଘରୋଇ ବଜାରରେ ଇଲେକ୍‌ଟ୍ରୋନିକ୍ସ ମାନୁଫାକଚରିଂ ପାଇଁ ଉତ୍ପାଦନ ସଂଯୋଗୀ ପ୍ରୋତ୍ସାହନ ଯୋଜନା(ପିଏଲ୍‌ଆଇ)କୁ ସରକାର ମଞ୍ଜୁରୀ ଦେଇଛନ୍ତି। ଲାପ୍‌ଟପ୍‌,ଟାବ୍‌ଲେଟ, ପିସି ଏବଂ ସର୍ଭର ପ୍ରସ୍ତୁତିକୁ ଉତ୍ସାହିତ କରିବା...

ରାଜ୍ୟ ସମବାୟ ବ୍ୟାଙ୍କର ବ୍ୟାଙ୍କ ଅନ୍‌ ହ୍ବିଲ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୧-୫ : ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ଫନୀ ପ୍ରଭାବିତ ଅଞ୍ଚଳଗୁଡିକରେ ବ୍ୟାଙ୍କ ଅନ୍‌ ହ୍ବିଲ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ବିଶେଷ ପ୍ରଭାବିତ ପୁରୀ...

ସିଣ୍ଡିକେଟ ବ୍ୟାଙ୍କର ନୂତନ କ୍ଷେତ୍ରୀୟ ପ୍ରବନ୍ଧକ

ଭୁବନେଶ୍ୱର,୨୧-୫: ସିଣ୍ଡିକେଟ ବ୍ୟାଙ୍କ କ୍ଷେତ୍ର-୨ର ନୂତନ ପ୍ରବନ୍ଧକ ଭାବେ ଚନ୍ଦ୍ରକାନ୍ତ ଦାସ ମହାପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ କାନପୁର କ୍ଷେତ୍ରୀୟ କାର୍ଯ୍ୟାଳୟର...

୧୬.୭% କମିଲା ଶିଳ୍ପ ଉତ୍ପାଦନ

ନୂଆଦିଲ୍ଲୀ,୧୩।୫: ଦେଶର ଶିଳ୍ପ କ୍ଷେତ୍ର ଉତ୍ପାଦନ ମାର୍ଚ୍ଚ ମାସରେ ୧୬.୭% କମିଛି। ଲକ୍‌ଡାଉନ ଯୋଗୁ ଖଣି,ମାନୁଫାକ୍ଚରିଂ ଏବଂ ଇଲେକ୍ଟ୍ରିସିଟି କ୍ଷେତ୍ରର ଉତ୍ପାଦନ କମିଥିବାରୁ ଏଭଳି ସ୍ଥିତି...

ନଭେମ୍ବରରେ ଦ୍ୱିତୀୟ ସର୍ବାଧିକ ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ, ୨।୧୨:  ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି) ସଂଗ୍ରହ ନଭେମ୍ବର ମାସରେ ୨୫ ପ୍ରତିଶତ ବୃ୍‌ଦ୍ଧି ପାଇ ୧.୩୧ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି। ଦେଶରେ...

ଜିଏସ୍‌ଟି ରିଟର୍ନ ଫାଇଲ୍‌ ଅବଧି ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧।୩:  କେନ୍ଦ୍ର ସରକାର ରବିବାର ଦେଶର ଟିକସଦାତାଙ୍କ ସୁବିଧାକୁ ନଜରରେ ରଖି ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ବାର୍ଷିକ ରିଟର୍ନ ଫାଇଲ୍‌ ଅବଧିକୁ ବୃଦ୍ଧି...

ନିର୍ବାଚନ ଫଳାଫଳ ଉପରେ ଆମେରିକା କମ୍ପାନୀଙ୍କ ନଜର;ଚାଇନା ଛାଡି ଭାରତରେ କରିବେ ନିବେଶ

ନୂଆଦିଲ୍ଲୀ,୨୨-୫: ଦେଶର ସାଧାରଣ ନିର୍ବାଚନ ଫଳାଫଳକୁ ନେଇ ଲୋକଙ୍କ ମନରେ ଉତ୍କଣ୍ଠା ବଢି ଚାଲିଥିବା ବେଳେ ଏହା ଉପରେ ଆମେରିକା କମ୍ପାନୀଙ୍କ ନଜରରେ ରହିଛି। କେନ୍ଦ୍ରରେ...

ସତର୍କ କରାଇଲେ ରଘୁରାମ ରାଜନ

ନୂଆଦିଲ୍ଳୀ,୨୪।୭: ସରକାରଙ୍କ କରଜ ବୃଦ୍ଧିକୁ ନେଇ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ରଘୁରାମ ରାଜନ ସତର୍କ କରାଇଛନ୍ତି। ବୁଧବାର ରାଜନ କହିଛନ୍ତି ଯେ, ଆର୍ଥତ୍କ ମାନ୍ଦାବସ୍ଥା...

Advertisement
Archives

Model This Week