ବିଗ୍‌ ବାସ୍କେଟରେ ୨ କୋଟି ୟୁଜର ଡାଟା ଚୋରି

ନୂଆଦିଲ୍ଲୀ: ଗ୍ରସେରି ଇ-କମର୍ସ ପ୍ଲାଟଫର୍ମ ବିଗ୍‌ ବାସ୍କେଟରେ ୟୁଜରଙ୍କ ଡାଟା ଚୋରି ହୋଇଥିବା ଜଣାପଡିଛି। ସାଇବର ଇଣ୍ଟେଲିଜେନ୍ସ ଫାର୍ମ ସିବିଲର ଆକଳନ ମୁତାବକ ୨ କୋଟି ୟୁଜର ଡାଟା ଏଥିରେ ଚୋରି ହୋଇଥିବା କୁହାଯାଉଛି। ବାଙ୍ଗାଲୋରର ସାଇବର କ୍ରାଇମ ସେଲରେ ଏହାକୁ ନେଇ ଏକ ଅଭିଯୋଗ ହୋଇଛି। ପ୍ରାୟ ୩୦ ଲକ୍ଷ ଟଙ୍କାରେ ଏହି ଡାଟାକୁ ହ୍ୟାକର ବିକ୍ରି କରିଥିବା କୁହାଯାଉଛି। ଇ-ମେଲ ଠିକଣା, ପାସଓ୍ବାର୍ଡ, ଏସ୍‌ଏମ୍‌ଏସ୍‌ ଭଳି ବିଭିନ୍ନ ଡାଟା ଏହା ମଧ୍ୟରେ ସାମିଲ ରହିଛି। ପୂର୍ବରୁ ଏଭଳି ଘଟଣା ନେଇ ସନ୍ଦେହ ପ୍ରକାଶ କରାଯାଉଥିଲା। ବର୍ତ୍ତମାନ ଏଭଳି ଏକ ମାମଲା ସାମ୍ନାକୁ ଆସିଥିବାରୁ ପୋଲିସ ନିକଟରେ ଏନେଇ ଅଭିଯୋଗ କରାଯାଇଛି ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷମତା ଓ ଅହଂ

ଭାରତରେ ପାଞ୍ଚ ବର୍ଷରେ ଥରେ ନିର୍ବାଚନ ଅନୁଷ୍ଠିତ ହୁଏ। କେହି କେହି ଜିତନ୍ତି ଓ କେହି କେହି ପରାଜିତ ହୁଅନ୍ତି। ବେଳେବେଳେ ବିଭିନ୍ନ କାରଣରୁ ଅନେକ ଯୋଗ୍ୟ…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଏଇ ଭାରତରେ

ତେଲଙ୍ଗାନାରେ ‘ମିନି ବ୍ରାଜିଲ’ ନାଁ ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ଏମିତି କା ମିନି ବ୍ରାଜିଲ ହେଉଛି ସିକନ୍ଦରାବାଦର ଭାଲ୍ଲୁର ନଗର। ଏଭଳି ନାମକରଣର କାରଣ…

ହାରିଯାଇଥିବା ଲୋକ

ବାରମ୍ବାର ବିଫଳ ହେଉଥିବା ପାଣ୍ଡବଙ୍କ ସହ କିନ୍ତୁ ଶ୍ରୀକୃଷ୍ଣ ସାଥ୍‌ ଦେଇଥିଲେ। ଯୁଦ୍ଧରେ ଭବିଷ୍ୟତର ପରାଜୟକୁ ଦେଖୁଥିବା କର୍ଣ୍ଣ ମୃତ୍ୟୁକୁ ସ୍ବାଗତ କଲେ। ହେଲେ ନିଜର ସାଥୀ…

ମମଦାନୀଙ୍କ ଦୃଷ୍ଟିକୋଣ

ଫ୍ରାନ୍ସିସ୍‌ ଫୁକୁୟାମାଙ୍କ ୧୯୯୦ ଦଶକର ‘ଇତିହାସର ସମାପ୍ତି’ ସିଦ୍ଧାନ୍ତ ଉଦାରବାଦୀ-ଗଣତାନ୍ତ୍ରିକ ପାଶ୍ଚାତ୍ୟ ଜଗତକୁ ଏକାଠି ବାନ୍ଧି ରଖିଥିଲା। ତାଙ୍କର ଯୁକ୍ତି ଥିଲା, ପାଶ୍ଚାତ୍ୟ ଉଦାରବାଦୀ-ଗଣତାନ୍ତ୍ରିକ କଲ୍ୟାଣକାରୀ ପୁଞ୍ଜିବାଦ…

ପାଠ୍ୟପୁସ୍ତକ ରାଜନୀତି

ଗୋଟିଏ ସ୍କୁଲ ବନ୍ଦ ହେଲେ ସେହି ଅଞ୍ଚଳର ପିଲାଙ୍କ ଭବିଷ୍ୟତ ନଷ୍ଟ ହୁଏ। କିନ୍ତୁ ଗୋଟିଏ ବର୍ଷର ପାଠ୍ୟପୁସ୍ତକ ନଷ୍ଟ ହେଲେ ସେହି ରାଜ୍ୟର ଲକ୍ଷାଧିକ ଛାତ୍ରୀଛାତ୍ରଙ୍କ…

ଆଧ୍ୟାତ୍ମିକତା ମୁଖା ତଳେ ସ୍ବାର୍ଥ

ଆଧୁନିକ ସମାଜରେ ଧର୍ମ ଏବଂ ଭକ୍ତିର ସ୍ବରୂପ ବଦଳିବାରେ ଲାଗିଛି । ସକାଳୁ ଉଠି ସୋସିଆଲ ମିଡିଆରେ ଦେବଦେବୀଙ୍କ ଫଟୋ ସହ ‘ଗୁଡ୍‌ ମର୍ନିଂ’ ମେସେଜ୍‌ ପଠାଇବା,…

କାଳୀଦାସ ବୁଦ୍ଧି

ଶୁଣାଯାଏ, ମହାକବି କାଳୀଦାସ ପ୍ରଥମ ଜୀବନରେ ଏତେ ନିର୍ବୁଦ୍ଧିଆ ଥିଲେ ଯେ ଏକଦା ସେ ଗୋଟିଏ ଗଛର ଡାଳରେ ବସି ସେହି ଡାଳକୁ ମୂଳରୁ ହାଣୁଥିଲେ। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri