ଆଜିଠାରୁ ୨ ଦିନିଆ ଗ୍ଲୋବାଲ ସମ୍ମିଟ

ଭୁବନେଶ୍ୱର,୧୯।୨: ଓଡ଼ିଶା ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ (ସ୍କିଲ୍‌ଡ ଇନ୍‌ ଓଡ଼ିଶା) ଏବଂ ନୂଆ ଓଡ଼ିଶା କାର୍ଯ୍ୟକ୍ରମ ଅନ୍ତର୍ଗତ ୨ ଦିନିଆ ଗ୍ଲୋବାଲ ସମ୍ମିଟ ସୋମବାରଠାରୁ ଭୁବନେଶ୍ୱରର ମେ ଫେୟାର ହୋଟେଲ ସମ୍ମିଳନୀ କକ୍ଷରେ ଆୟୋଜିତ ହେଉଛି। ଏହି ୨ ଦିନିଆ ସମ୍ମିଳନୀରେ ୧୦୦ରୁ ଅଧିକ ବିଶିଷ୍ଟ ଶିଳ୍ପ ଉଦ୍ୟୋଗପତିଙ୍କ ସମେତ ୫୦୦ରୁ ଅଧିକ ପ୍ରତିନିଧିମଣ୍ଡଳୀ ଏବଂ ୧୦ରୁ ଅଧିକ ଦଳଗତ ଆଲୋଚନା ଭଳି କାର୍ଯ୍ୟକ୍ରମ ରହିଛି। ଉଲ୍ଲେଖଯୋଗ୍ୟ, ୨୦୨୪ ଫେବୃଆରୀ ୧୯ ଏବଂ ୨୦ ତାରିଖରେ ଏହି ୨ ଦିନିଆ ଗ୍ଲୋବାଲ ସମ୍ମିଟ ଭୁବନେଶ୍ୱରଠାରେ ଆୟୋଜିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକାଠି ହେଲେ ଗଞ୍ଜାମ ଜିଲା ଠିକାଦାର ସଂଘ: ଆଗକୁ…

ଦିଗପହଣ୍ଡି,୨୭|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟ ମା ‘ ରତ୍ନେଶ୍ୱରୀ ଶକ୍ତିପୀଠ ପରିସରରେ  ଶୁକ୍ରବାର ନିଖିଳ ଓଡିଶା ଠିକାଦାର ମହାସଂଘ…

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ

ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି।…

ମିଳିବ ୩୦୦ ୟୁନିଟ୍‌ର ମାଗଣା ବିଜୁଳି; ଜାଣନ୍ତୁ କେମିତି କରିବେ ଏହି ସରକାରୀ ଯୋଜନାରେ ଆବେଦନ…

ନୂଆଦିଲ୍ଲୀ,୨୬।୬: ବର୍ତ୍ତମାନ ସମୟରେ ଗରମ ନିଜ ଚରମରେ ପହଞ୍ଚି ସାରିଛି । ମଝିରେ ମଝିରେ ବର୍ଷା ହେଉଥିଲେ ମଧ୍ୟ ଗରମ ଉପରେ କୌଣସି ପ୍ରକାରର ପ୍ରଭାବ ପଡୁଥିବା…

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ…

ଆମେରିକାର ବୈଦେଶିକ ସଚିବ ରୁବିଓଙ୍କ ବଡ଼ ଘୋଷଣା: ଭାରତ ଆସିବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୭।୬: ଭାରତ ଏବଂ ଆମେରିକା ମଧ୍ୟରେ ରଣନୈତିକ ଏବଂ ବାଣିଜ୍ୟିକ ସମ୍ପର୍କରେ ଏକ ନୂତନ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହା ଆମେରିକାର ବୈଦେଶିକ ସଚିବ ମାର୍କୋ…

ଭେନେଜୁଏଲା ପରେ ଥରିଲା ପାକିସ୍ତାନ

ଇସଲାମାବାଦ,୨୭।୬: ଶନିବାର ସକାଳେ ପାକିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହାଦ୍ୱାରା ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ ବିଜ୍ଞାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri