ଭୁବନେଶ୍ୱର, ୨୪।୫ (କ୍ରୀଡ଼ା ପ୍ରତିନିଧି): କଳାହାଣ୍ଡି କପ୍ କ୍ରିକେଟ ଟୁର୍ନାମେଣ୍ଟର ୨ ଦିନିଆ ସୁପରଲିଗ୍ ବୁଧବାରଠାରୁ କଟକର ବିଭିନ୍ନ ଗ୍ରାଉଣ୍ଡରେ ଆରମ୍ଭ ହେବ। ଏଥିରେ ଭାଗ ନେବାକୁ ଯାଉଥିବା ୧୦ ଦଳକୁ ୨ଟି ଗ୍ରୁପ୍ରେ ବିଭକ୍ତ କରାଯାଇଛି। ଗ୍ରୁପ୍ ‘ଏ’ରେ ଇକୋର୍ସା, କଟକ-ଏ, ସମ୍ବଲପୁର, ରେଷ୍ଟ ଅଫ୍ ଓଡ଼ିଶା-ଏ ଓ ରେଷ୍ଟ ଅଫ୍ ଓଡ଼ିଶା-ସି ସ୍ଥାନ ପାଇଛି। ସେହିପରି ଗ୍ରୁପ୍ ‘ବି’ରେ ଭୁବନେଶ୍ୱର-ଏ, ଝାରସୁଗୁଡ଼ା, ଢେଙ୍କାନାଳ, ରେଷ୍ଟ ଅଫ୍ ଓଡ଼ିଶା-ବି ଓ ରେଷ୍ଟ ଅଫ୍ ଓଡ଼ିଶା-ଡି ରହିଛି। ୨୪ ଓ ୨୫ ତାରିଖରେ ହେବାକୁଥିବା ମ୍ୟାଚରେ ଇକୋର୍ସା-କଟକ ‘ଏ’ (ଡ୍ରିମ୍ସ), ସମ୍ବଲପୁର-ରେଷ୍ଟ ଅଫ୍ ଓଡ଼ିଶା ‘ଏ’ (ରେଭେନ୍ସା ଗ୍ରାଉଣ୍ଡ) ଓ ଭୁବନେଶ୍ୱର ‘ଏ’-ଝାରସୁଗୁଡ଼ା (ସନ୍ସାଇନ୍ ଗ୍ରାଉଣ୍ଡ) ପରସ୍ପରକୁ ଭେଟିବେ।
ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ
କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…
ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?
Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…
ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ
ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…
କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA
ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…
ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…
ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…
ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ
ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…
୯/୧୧ ପରବର୍ତ୍ତୀ ଯୁଦ୍ଧ
ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…
ଜୋହିରି ମୋଲା ମିସ୍ ୱାର୍ଲ୍ଡ
ହାନୋଇ,୬ା୯: ଭିଏଟନାମ୍ର ନା ତ୍ରାଙ୍ଗ୍ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍ ରିପବ୍ଲିକ୍ର ଜୋହିରି ମୋଲା ମିସ୍ ଓ୍ୱାଲର୍ଡ…
Archives

