Posted inରାଜ୍ୟ

ଶୁକ୍ରବାର ଅବପାତ ରୂପ ନେବ ଲଘୁଚାପ: ୨ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଲଘୁଚାପ କ୍ଷେତ୍ର ସାମାନ୍ୟ ଉତ୍ତର ପଶ୍ଚିମ ଦିଗରେ ଗତିକରି ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ବଙ୍ଗଳାଦେଶ ଉପକୂଳରେ ବର୍ତ୍ତମାନ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ର ଭାବେ ସକ୍ରିୟ ରହିଛି । ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଏହା ଉତ୍ତରବଙ୍ଗୋପସାଗର ପାର୍ଶବର୍ତ୍ତୀ ପଶ୍ଚିମବଙ୍ଗ-ବଙ୍ଗଳାଦେଶ ଉପକୂଳରେ ଶୁକ୍ରବାର ସକାଳ ସୁଦ୍ଧା ଘନୀଭୂତ ହୋଇ ଏକ ଅବପାତ ପରିଣତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା, ଝାଡ଼ଖଣ୍ଡ, ଉତ୍ତର-ଓଡିଶା, ଉତ୍ତର-ଛତିଶଗଡ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି।
ଏହି ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓଡ଼ିଶାରେ ଆଜି ସାରୁ ବର୍ଷା ଆରମ୍ଭ ହୋଇଯିବ। ଏହାସହ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୧୯ ଓ ୨୦ ତାରିଖରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡିି)ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଟି ପିଟି ମାରିଦେଲେ

ଭଦ୍ରକ ଅଫିସ,୧୯।୮: ସାମାନ୍ୟ କଳିରୁ ଜଣେ ବୃଦ୍ଧାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତା ବୃଦ୍ଧାଙ୍କ ସମ୍ପର୍କୀୟ ପୁତୁରାଙ୍କ ଏତଲା କ୍ରମେ ଅଭିଯୁକ୍ତ କାଳନ୍ଦୀ ମଳିକ(୨୮)ଙ୍କୁ...

ମଧୁସୂଦନପୁର ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ: ୪ ବଖରା ସହିତ ଜଳିଗଲେ ୪ ଗୋରୁ

ବିିଞ୍ଝାରପୁର,୨୮।୯(ଡି.ଏନ.ଏ): ବିଞ୍ଝାରପୁର ଥାନା ମଧୁସୂଦନପୁର ଗ୍ରାମର ରଥସାହିଠାରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡର କାରଣ ଜଣାପଡି ନ ଥିବାବେଳେ ଏଥିରେ ଦୁଇ...

ଅଟୋ ପାର୍କିଂ, ଯାତ୍ରୀ ପରିବହନରେ କଟକଣା

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ପୋଲିସ ଓ ଆରଟିଓ ପକ୍ଷରୁ ଯାଞ୍ଚ କଡ଼ାକଡ଼ି କରାଯାଇ ବଡ଼ଧରଣର ଜରିମାନା ଆଦାୟ...

ଏଣିକି ଘରେ ରହି ଚିକିତ୍ସିତ ହେବେ କରୋନା ପଜିଟିଭ: ଜାଣନ୍ତୁ କାହାକୁ ମିଳିବ ଅନୁମତି

ଭୁବନେଶ୍ୱର, ୧୩।୫(ବ୍ୟୁରୋ): କରୋନା ଲକ୍ଷଣ ନ ଥିବା ରୋଗୀଙ୍କୁ ଏଣିକି ହୋମ୍‌ ଆଇସୋଲେସନ ଅନୁମତି ମିଳିବ। ଲକ୍ଷଣ ନ ଥିବା ବା ସାମାନ୍ୟା ଲକ୍ଷଣ ଥିବା...

ବୃଦ୍ଧଙ୍କ ଗଳା କାଟିଦେଲେ

ମାଲକାନଗିରି/ପଡ଼ିଆ,୮ା୫: ମାଲକାନଗିରି ଜିଲା ପଡ଼ିଆ ବ୍ଲକ ନିଲିଗୁଡା ପଞ୍ଚାୟତ ନିଲିଗୁଡା ଗ୍ରାମରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା ଘଟଛି। ୨ ଜଣ ଯୁବକ ଜଣେ...

ବିଧାୟକ କ୍ୱାର୍ଟର୍ସ ସ୍ଥାନାନ୍ତର ଯୋଜନା ନାହିଁ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟ ସରକାର ବିଧାୟକମାନଙ୍କ ଲାଗି ଅତ୍ୟାଧୁନିକ କ୍ୱାର୍ଟର୍ସ ନିର୍ମାଣ ନିମନ୍ତେ ପ୍ରାୟ ୮୭୦ ଗଛ କାଟିବା ଯୋଜନା କରିଥିବା ବେଳେ ବର୍ତ୍ତମାନ ସୁଦ୍ଧା ସେଥିରୁ...

ନୂଆବର୍ଷ ସୁଦ୍ଧା ସବୁ ସ୍କୁଲ ଖୋଲିଯିବ

ଭୁବନେଶ୍ୱର/ସମ୍ବଲପୁର ୪।୧୧(ବ୍ୟୁରୋ): ଦୀପାବଳି ପରେ ପ୍ରାଥମିକ ସ୍କୁଲ ଖୋଲିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ ପ୍ରଥମ ପର୍ଯ୍ୟାୟରେ ଷଷ୍ଠ ଓ ସପ୍ତମ ଶ୍ରେଣୀ...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଜେଲ୍‌ ଗଲେ ସେସୁ ଅଧିକାରୀ

କଟକ ଅଫିସ, ୪ା୭: ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି (ସେସୁ)ର ପାରାଦୀପ ଡିଭିଜନ ଦାୟିତ୍ୱରେ ଥିବା କନିଷ୍ଠ ପରିଚାଳକ (ଅର୍ଥ) ଧନେଶ୍ୱର ସାହୁ ଜେଲ୍‌ ଯାଇଛନ୍ତି।...

Advertisement
Archives

Model This Week