୨ ଦିନ ବର୍ଷା

ଭୁବନେଶ୍ୱର,୨୬ା୬(ବ୍ୟୁରୋ): ଓଡ଼ିଶା ଏବଂ ଝାଡ଼ଖଣ୍ଡ ଉପରେ ଏକ ଟ୍ରପ୍‌ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ତେବେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ ଏବଂ ଗଞ୍ଜାମ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି। ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।
ଜୁନ୍‌ ପହିଲାରୁ ୨୬ ତାରିଖ ମଧ୍ୟରେ ରାଜ୍ୟରେ ୩ ପ୍ରତିଶତ କମ୍‌ ବର୍ଷା ହୋଇଛି। ୮ ଜିଲାରେ ସ୍ବାଭାବିକଠାରୁ ୨୬ ପ୍ରତିଶତରୁ କମ୍‌ ବର୍ଷା ହୋଇଛି। ଭଦ୍ରକରେ ୪୯ ପ୍ରତିଶତ କମ୍‌ ବର୍ଷା ହୋଇଥିବା ବେଳେ ଗଜପତି ୪୬, ଗଞ୍ଜାମ ୪୬, ଯାଜପୁର ୩୪, କନ୍ଧମାଳ ୩୫, ରାୟଗଡ଼ା ୨୪, ବଲାଙ୍ଗୀର ୨୬, ବୌଦ୍ଧ ଜିଲାରେ ୨୪ ପ୍ରତିଶତ କମ୍‌ ବର୍ଷା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri