ଆମେରିକାରେ ହାଉସ ପାର୍ଟି ସମୟରେ ଗୁଳିକାଣ୍ଡ: ୨ ମୃତ, ୬ ଆହତ

ୱାଶିଂଟନ,୬ ।୩: ଆମେରିକାରେ ପୁଣି ଫୁଟିଛି ଗୁଳି । ସେଠାରେ ଥିବା ଜର୍ଜିୟାର ଡଗଲସ କାଉଂଟିରେ ଏକ ହାଉସ ପାର୍ଟି ସମୟରେ ଦୁଇ ଗ୍ରୁପ ମଧ୍ୟରେ ହିଂସା ହୋଇଛି । ଏହି ପାର୍ଟିରେ ୧୦୦ରୁ ଊର୍ଦ୍ଧ୍ୱ ନାବାଳକ ସାମିଲ ହେବାକୁ ପହଞ୍ଚିଥିଲେ । ଗୁଳିକାଣ୍ଡରେ ୨ ଶିଶୁଙ୍କ ମୃତ୍ୟୁ ହୋଇଛି ଓ ଅନ୍ୟ ୬ ଆହତ ହୋଇଛନ୍ତି ।
ପୋଲିସ ଅଧିକାରୀ ସିଏନଏନକୁ କହିଛନ୍ତି ଏହି ଘଟଣା ଆଟଲାଂଟାରୁ ପ୍ରାୟ ୨୦ କିଲୋମିଟର ପଶ୍ଚିମରେ ଡଗଲସଭିଲେ ସହରରେ ହୋଇଛି । ଘର ମାଲିକଙ୍କ ସୂଚନା ଅନୁଯାୟୀ, ସେ ତାଙ୍କ ପୁଅର ୧୬ତମ ଜନ୍ମଦିନ ଅବସରରେ ଏହି ପାର୍ଟିର ଆୟୋଜନ କରିଥିଲେ । ପୁଅର ୧୦୦ରୁ ଅଧିକ ସାଙ୍ଗ ପାର୍ଟିରେ ଯୋଗ ଦେଇଥିଲେ । ଏହି ସମୟରେ କେତେଜଣ ବ୍ୟକ୍ତି ମାରିଜୁଆନା ଧୂମ୍ରପାନ କରିଥିଲେ । ଏହାପରେ ସେମାନେ ୧୦ଟାରେ ପାର୍ଟି ଶେଷ କରିବାକୁ ନିଷ୍ପତ୍ତି ନେଇଥିଲେ । ସେହି ସମୟରେ ଗୁଳିକାଣ୍ଡ ହୋଇଥିଲା । ଏବେ ପୋଲିସ ମାମଲାର ଯାଞ୍ଚ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

ମଝି ଆକାଶରେ ପରସ୍ପର ସହ ଧକ୍କା ହେଲା ଦୁଇ ବିମାନ: ଆଉ ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

କ୍ୱାଲାଲାମ୍ପପୁର,୨୩।୪: ମାଲେସିଆରେ ଏକ ଦୁଃଖଦ ଘଟଣା ଘଟିଛି। ଏଠାରେ ଦୁଇଟି ନୌସେନା ହେଲିକପ୍ଟର ପରସ୍ପର ସହ ମୁହାଁମୁହିଁ ଧକ୍କା ହୋଇଯାଇଥିଲା। ଏହି ହେଲିକପ୍ଟରଗୁଡ଼ିକ ରୟାଲ ମାଲେସିଆ...

ଏଲନ ମସ୍କଙ୍କୁ ‘ଅହଂକାରୀ’ କହିଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ

ସିଡନୀ,୨୩।୪: ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନି ମଙ୍ଗଳବାର ବିଲିୟନେୟାର ବ୍ୟବସାୟୀ ଏଲନ ମସ୍କଙ୍କୁ ‘ଅହଂକାରୀ’ ବୋଲି ବର୍ଣ୍ଣନା କରିଛନ୍ତି। ପ୍ରକାଶ ଯେ, ଅଷ୍ଟ୍ରେଲିଆର ସିଡନୀରେ ଜଣେ...

ତାଇଓ୍ବାନ୍‌ରେ ବଡ଼ ଧରଣର ଭୂକମ୍ପ: ଭୁଶୁଡ଼ିଲା କୋଠା

ତାଇୱାନ,୨୩।୪: ତାଇୱାନରେ ଭୂକମ୍ପ କମ୍ପନ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଅନୁଯାୟୀ ସୋମବାର ବିଳମ୍ବିତ ରାତିରେ ଘଟିଥିବା ଭୂକମ୍ପର ତୀବ୍ରତା ରିକ୍ଟର...

ଇସ୍ରାଏଲ ତିକ୍ତତା ମଧ୍ୟରେ ପାକିସ୍ତାନରେ ପହଞ୍ଚିଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ,୨୨ା୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ କଡ଼ା ସୁରକ୍ଷା ମଧ୍ୟରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ତିନି ଦିନିଆ ସରକାରୀ ଗସ୍ତରେ ସୋମବାର ପହଞ୍ଚିଛନ୍ତି। ଏନେଇ ବୈଦେଶିକ...

ମାଳଦ୍ୱୀପ ରାଷ୍ଟ୍ରପତି ମୁଇଜୁଙ୍କୁ ବଡ଼ ସଫଳତା

ମାଲେ,୨୨ା୪:ମାଳଦ୍ୱୀପ ରାଷ୍ଟ୍ରପତି ମୋହମ୍ମଦ ମୁଇଜୁଙ୍କ ପିପୁଲ୍ସ ନ୍ୟାଶନାଲ କଂଗ୍ରେସ (ପିଏନ୍‌ସି)କୁ ରବିବାର ଅନୁଷ୍ଠିତ ସଂସଦୀୟ ନିର୍ବାଚନରେ ବଡ଼ ସଫଳତା ମିଳିଛି। ୯୩ ସଦସ୍ୟ ବିଶିଷ୍ଟ ପାର୍ଲାମେଣ୍ଟ...

ଭାରତରେ ୫ ଲକ୍ଷ ଲୋକଙ୍କୁ ଚାକିରି ଦେବ ଆପଲ୍‌

କାଲିଫର୍ନିଆ,୨୨।୪:ବିଶ୍ୱର ଅଗ୍ରଣୀ ସ୍ମାର୍ଟଫୋନ ନିର୍ମାତା ଆପଲ ଭାରତ ପାଇଁ ଏକ ବଡ ଯୋଜନା ପ୍ରସ୍ତୁତ କରିଛି। ଆପଲର ଏହି ଯୋଜନା ଚାକିରି ଖୋଜୁଥିବା ଲୋକଙ୍କୁ ଆଶ୍ୱସ୍ତି...

ଚାଇନା ନାଁରେ ସାଂଘାତିକ ଅଭିଯୋଗ ଆଣିଲା ନାସା

ନ୍ୟୁୟର୍କ,୨୧।୪: ଚାଇନା ନାଁରେ ସାଂଘାତିକ ଅଭିଯୋଗ ଆଣିଛି ଆମେକାର ସ୍ପେସ୍‌ ଏଜେନ୍ସି ନାସା। ନାସା ମୁଖ୍ୟ ବିଲ ନେଲସନ, ଚାଇନା ବିଷୟରେ ଏକ ଆଶ୍ଚର୍ଯ୍ୟଜନକ ଦାବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri