ବେପରୁଆ ଗାଡ଼ି ଚାଳନା, ଢାବା ଉପରକୁ କାର୍ ମାଡ଼ିଯିବାରୁ ୨ମୃତ

କୁଆଁରମୁଣ୍ଡା,୬ା୪(ମହେନ୍ଦ୍ର କୁମାର ସାହୁ): ରବିବାର ବିଳମ୍ବିତ ରାତିରେ ୧୪୩ ନମ୍ବର ଜାତୀୟ ରାଜପଥର କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଯମୁନାନାକି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଢାବା ଭିତରକୁ ମାଡିଗଲା କାର୍ । କାରଟି ଭାରସାମ୍ୟ ହରାଇ ଦୁର୍ଘଟଣା ହୋଇଥିବା ଜଣାପଡିଛି । ତେବେ ଭୟଙ୍କର ଦୁର୍ଘଟଣାରେ କାର୍ ଚାଳକଙ୍କ ସମେତ ତାଙ୍କ ନିକଟରେ ବସିଥିବା ଯୁବକଙ୍କ ମଧ୍ୟ ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଛି ।

ଏହାସହ କାର ପଛ ସିଟରେ ବସିଥିବା ଅନ୍ୟ ଜଣେ ଯୁବକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୃତ ଚାଳକ ଜଣକ ହେଉଛନ୍ତି ରାଉରକେଲା ତରକେରା ଅଞ୍ଚଳର ମୋହିତ ମହାନ୍ତ(୨୩) ଓ ରାଉରକେଲା ଚେଣ୍ଡ ଫେଜ -୨ ର କୁନାଲ ଚନ୍ଦ୍ର ନାୟକ ବୋଲି ପୋଲିସ କହିଛି । ଦୁର୍ଘଟଣା ଗ୍ରସ୍ତ କାର ନମ୍ବର ହେଉଛି ଓଡ଼ି୧୪ଏବି୯୮୩୬ । ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ଉତ୍କଟ ପାନୀୟ ଜଳ ସମସ୍ୟା: ଗରା-ମାଠିଆ ଧରି ୨୦ କିଲୋମିଟର ପଦଯାତ୍ରା କଲେ ଶତାଧିକ ମହିଳା,ପ୍ରତିବାଦ…

ବଲାଙ୍ଗିର, ୨୬।୫ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଏବେ ଉତ୍କଟ ରୂପ ଧାରଣ କରିଛି। ପିଇବା ପାଣି…

କଂଗ୍ରେସର ବଡ଼ ନିଷ୍ପତ୍ତି: ୧୭ କର୍ମୀଙ୍କ ନିଲମ୍ବନ ପ୍ରତ୍ୟାହାର, ଚିଠି ଲେଖିଲେ ରାଜ୍ୟ ସଭାପତି

ଦାରିଙ୍ଗବାଡି, ୨୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ: ଶତରୁଦ୍ର ମହାଯଜ୍ଞରେ ପୂଜାର୍ଚ୍ଚନା କଲେ ଖଣି ମନ୍ତ୍ରୀ

ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞର…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri