ପୋଖରୀ ହୁଡ଼ାରେ ପଡ଼ି ରହିଛି ବୃଦ୍ଧ ଦମ୍ପତିଙ୍କ ମୃତଦେହ: ପହଞ୍ଚିଲା ଭୋଗରାଇ ପୋଲିସ

ବାଲେଶ୍ୱର ଅଫିସ,୨୧।୧: ବାଲେଶ୍ୱର ଜିଲା ଭୋଗରାଇ ଥାନା ଅନ୍ତର୍ଗତ ଫୁଲ୍‌ବଣି ଗ୍ରାମର ପୋଖରୀ ହୁଡ଼ାରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ଶାନ୍ତି ମଣ୍ଡଳ, ବାସନ୍ତି ମଣ୍ଡଳ। ଘରୋଇ କଳହ କାରଣରୁ ଉଭୟ ବିଷ ପିଇ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ଗୁରୁବାର ସକାଳେ ଗ୍ରାମବାସୀ କାମ କରିବାକୁ ଯିବା ସମୟରେ ପୋଖରୀ ହୁଡାରେ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ଏନେଇ ପୋଲିସକୁ ଖବର ଦିଆଯାଇଥିଲା। ପରେ ଭୋଗରାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନଗଡ଼ାର ବିକାଶ ଦିଗହାରା ଅଭିଯୋଗ:ଲୋକାୟୁକ୍ତଙ୍କ ନୋଟିସ ପରେ ସମୀକ୍ଷା ଆରମ୍ଭ

କାଳିଆପାଣି,୫ା୧୧(ଡି.ଏନ୍‌.ଏ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ନଗଡାରେ ଶିଶୁ ମୃତ୍ୟୁ ଘଟଣା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଅଖିଦୃଶିଆ ବିକାଶ ହୋଇପାରି ନାହଁି। ଏହାର...

ସୋସିଆଲ ମିଡିଆରେ ଭିଡିଓ ଭାଇରାଲ: ପ୍ରଥମେ ନେଗେଟିଭ, ପରେ ପଜିଟିଭ

ବାରଙ୍ଗ,୨୩।୯(ଡି.ଏନ୍‌.ଏ.): ଭୁବନେଶ୍ୱର ବ୍ଲକ ଦାଢ଼ା ପଞ୍ଚାୟତ ଅଧୀନ ବଡ଼ବାଲିପଡ଼ା ଗ୍ରାମର ଗୋଟିଏ ପରିବାର କରୋନା ଆକ୍ରାନ୍ତ ହେବା ପରେ ପ୍ରଶାସନର ସହଯୋଗ ମିଳୁ ନ ଥିବା...

ହୀରାକୁଦ ଡ୍ୟାମ୍‌ରୁ ନିଷ୍କାସିତ ହେଲା ଚଳିତବର୍ଷର ପ୍ରଥମ ବନ୍ୟାଜଳ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଗୁରୁବାର ସକାଳେ ନିଷ୍କାସିତ ହୋଇଛି। ପାରମ୍ପରିକ ପୂଜାର୍ଚ୍ଚନା ପରେ ପ୍ରଥମେ ହୀରାକୁଦ ଡ୍ୟାମ୍‌ର ୭ ନମ୍ବର...

ହୋମ୍‌ ଷ୍ଟେ’କୁ ପ୍ରୋତ୍ସାହନ ଦେବେ ସରକାର

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ପର୍ଯ୍ୟଟନର ବିକାଶ ଲାଗି ପରିବେଶ ପର୍ଯ୍ୟଟନସ୍ଥଳୀଗୁଡ଼ିକରେ ହୋମ୍‌ ଷ୍ଟେ’ ବ୍ୟବସ୍ଥା ହେବ। ଏହାକୁ ରାଜ୍ୟ ସରକାର ପ୍ରୋତ୍ସାହନ ଦେବେ। ସୋମବାର ଲୋକସେବା ଭବନରେ...

ବିଲୁପ୍ତ ଲୋକକଳା ଉଜ୍ଜୀବିତ ରଖିବା ଉପରେ ଗୁରୁତ୍ୱ

ଦେଓଗାଁ,୧୮୧୧(ଡି.ଏନ.ଏ.) – ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ମକୁନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ପର୍ଯ୍ୟଟନସ୍ଥଳ ଭୀମ ପାହାଡଠାରେ ମଙ୍ଗଳବାର ଜିଲା ମିକ୍ସଚର ରାମଲୀଳା ସଂଘର ଏକ ବୈଠକ...

ଖରିଫ ଧାନ ସଂଗ୍ରହ ୨୦୧୯-୨୦:ଆଗୁଆ ହେବ ଟୋକନ୍‌ ବ୍ୟବସ୍ଥା

ଭୁବନେଶ୍ୱର,୨୦-୧୧(ବ୍ୟୁରୋ):ଚଳିତ ଆର୍ଥିକ ବର୍ଷ(୨୦୧୮-୧୯)ରେ ଧାନ ସଂଗ୍ରହ ପାଇଁ ଆଗୁଆ ଟୋକନ୍‌ ବ୍ୟବସ୍ଥାକୁ ଗୁରୁତ୍ୱ ଦିଆଯାଇଛି। ଧାନ ସଂଗ୍ରହ କାର୍ଯ୍ୟକୁ ସ୍ବଚ୍ଛତା, ଶୃଙ୍ଖଳା ଓ ପାରଦର୍ଶିତା ସହ...

କ୍ରିଷ୍ଣା ଦେବାଶିଷଙ୍କୁ ଗ୍ରାଣ୍ଡମାଷ୍ଟର ଉପାଧି

ରସୁଲପୁର,୧୨ା୮(ଡି.ଏନ.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ବାମଦେବପୁର ଗ୍ରାମର ୨ ବର୍ଷ ୧୦ ମାସ ବୟସର ବାଳକ ଡି.ଏନ୍‌. କ୍ରିଷ୍ଣା ଦେବାଶିଷଙ୍କୁ ଆଉ ଏକ ସଫଳତା...

ଲକ୍ଷାଧିକ ଟଙ୍କାର ଗୁଟ୍‌ଖା, ସରଞ୍ଜାମ ଜବତ, ମାଲିକଙ୍କ ସମେତ ୪ ଗିରଫ

ବ୍ରହ୍ମପୁର ଅଫିସ,୪ା୮-ବଡବଜାର ପୋଲିସ ଶନିବାର ଅପରାହ୍ନରେ ବେଆଇନ ଭାବେ ପ୍ରସ୍ତୁତ ହେଉଥିବା ଗୁଟ୍‌ଖା କାରଖାନାରେ ଚଢାଉ କରିଥିଲା। ପୋଲିସ ଶାର୍ଗୁଣା ସାହିରେ ଥିବା ଏକ ଦୁଇ...

Advertisement


Archives

Model This Week