ପାନପୋଷ ରେଳଧାରଣା କଡ଼ରେ ପଡ଼ିଛି ୨ ଯୁବକଙ୍କ ମୃତଦେହ: ପରିଚୟ ଖୋଜୁଛି ପୋଲିସ

ରାଉରକେଲା ଅଫିସ,୧୮।୧୨: ସୁନ୍ଦରଗଡ଼ ଜିଲା ପାନପୋଷ ରେଳ ଷ୍ଟେଶନରୁ ୨ ଜଣ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହକୁ ରେଳବାଇ ପୋଲିସ ଶୁକ୍ରବାର ଜବତ କରିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ରାଉରକେଲା ସରକାରୀ ଡାକ୍ତରଖାନାକୁ ପଠାଇଛି। ସେମାନଙ୍କର ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପରିଚୟ ମିଳିପାରିନାହିଁ।

ପାନପୋଷ ରେଳ ଓଭରବ୍ରିଜ ନିକଟରେ ଦୁଇଟି ମୃତଦେହ ପଡ଼ିଥିବା ନେଇ କିଛି ଯାତ୍ରୀ ପୋଲିସ ଏବଂ ଷ୍ଟେଶନ ମାଷ୍ଟରଙ୍କୁ ଖବର ଦେଇଥିଲେ। ଜଣେ ଯୁବକଙ୍କ ମୃତଦେହ ରେଳଧାରଣା ମଝିରେ ପଡ଼ି ରହିଥିବା ବେଳେ ଅନ୍ୟଜଣଙ୍କର ରେଳ ଧାରଣା କଡ଼ରେ ପଡ଼ିରହିଥିଲା। ଏଣୁ ଉଭୟ ଟ୍ରେନ୍‌ରେ କଟିଯାଇଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଘରୋଇ ସେବା ଦେବ ମୋବସ୍‌

ଭୁବନେଶ୍ୱର, ୨୫।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କ୍ୟାପିଟାଲ ରିଜିଅନ୍‌ ଅର୍ବାନ୍‌ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ଦ୍ୱାରା ପରିଚାଳିତ ମୋବସ ସେବା ମଙ୍ଗଳବାରଠାରୁ ଘରୋଇ ସେବା ଯୋଗାଇବ।...

ରାତିପାହିଲେ ଉପନିର୍ବାଚନ: ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ଭଦ୍ରକ ଅଫିସ,୨।୧୧: ଧାମନଗର ଉପନିର୍ବାଚନ ଗୁରୁବାର ଅନୁଷ୍ଠିତ ହେବ। ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଆସନ୍ତାକାଲି ସକାଳ ୭ରୁ ମତଦାନ ଆରମ୍ଭ ହୋଇ ସା ୬ଟା...

ବିଶୋଧନ ହେଲା ଭଦ୍ରକ ସହର

ଭଦ୍ରକ ଅଫିସ , ୪।୪- ଭଦ୍ରକରେ ଗତକାଲି ୨ଜଣ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହେବାପରେ ଜିଲ୍ଲାରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ରେ ପହଞ୍ଚିଛି...

ହଂସରାଳି, ୧୦ ଛୁଆ ଉଦ୍ଧାର

ଭୁବନେଶ୍ୱର,୭।୮(ବ୍ୟୁରୋ): କଟକ ଜିଲା ବାଙ୍କୀ ଗଡ଼ର କୃଷ୍ଣଚନ୍ଦ୍ର ବେହେରାଙ୍କ ଘରୁ ଗୋଟିଏ ହଂସରାଳି ମା’ ଏବଂ ୧୦ଟି ଛୁଆକୁ ବୁଧବାର ସ୍ନେକ୍‌ ହେଲ୍ପ ଲାଇନ ସଦସ୍ୟ...

ଗଞ୍ଜାମ ଜିଲାପାଳଙ୍କ ନାମରେ ଫେକ୍‌ ହ୍ବାଟ୍ସଆପ୍‌

ବ୍ରହ୍ମପୁର ଅଫିସ,୮ା୭: ସାଇବର ଠକମାନେ ସାଧାରଣ ଲୋକଙ୍କୁ ଠକି ଟଙ୍କା ଲୁଟି ନେଉଥିବା ଘଟଣା ନେଇ ବାରମ୍ବାର ଥାନାରେ ଏତଲା ହେଉଛି। ହେଲେ ବର୍ତ୍ତମାନ ଗଞ୍ଜାମ...

ଫିଟିପାରୁନି ରତ୍ନଭଣ୍ଡାର ଚାବି ରହସ୍ୟ

ପୁରୀ ଅଫିସ,୩୦ା୧୧:ରତ୍ନଭଣ୍ଡାର ଚାବି ହଜିବାକୁ ନେଇ ଏକଦା ରାଜ୍ୟବ୍ୟାପୀ ଆଲୋଡ଼ନ ସୃଷ୍ଟି ହୋଇଥିଲା। ରାଜ୍ୟ ସରକାରଙ୍କୁ ଘେରିଥିଲେ ବିରୋଧୀ। ଦାବି ଜୋରଦାର ହେବାରୁ ସରକାର ତଦନ୍ତ...

ମଠ ପରିସରରେ ଟିଫିନ ବୋମା ବିସ୍ଫୋରଣ, ମହିଳା ଗୁରୁତର

ପୁରୀ ଅଫିସ,୧୪।୧୦: ପୁରୀ ଜିଲା ବ୍ରହ୍ମଗିରି ଥାନା ଅଧୀନ ଖଜୁରିଆରେ ସୋମବାର ପୂର୍ବାହ୍ନରେ ଟିଫିନ ବୋମା ବିସ୍ଫୋରଣରେ ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ...

୫ ପଞ୍ଚାୟତ କ୍ୱାରାଣ୍ଟାଇନ ସେଣ୍ଟରରୁ ସ୍ବାବ୍‌ ସଂଗ୍ରହ

ଭଣ୍ଡାରିପୋଖରୀ, ୮ା୫(ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକର ୫ଟି ପଞ୍ଚାୟତ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ପ୍ରବାସୀ ଓଡ଼ିଆଙ୍କ ସ୍ବାବ ଶୁକ୍ରବାର ରହଣିଆ ହାଇସ୍କୁଲଠାରେ ହୋଇଥିବା ସାମୂହିକ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ସଂଗ୍ରହ...

Advertisement
Archives

Model This Week