ମାଟି ଅତଡା ଖସି ଚାଲିଗଲା ୨ ଜୀବନ

କୋରାପୁଟ,୧୮।୮(ସ୍ବ.ପ୍ର.): କୋରାପୁଟ ଜିଲା ବୈପାରୀଗୁଡା ଗୁପ୍ତେଶ୍ୱର ମାଳିପଦର ଜଙ୍ଗଲରେ ଗୁରୁବାର ଏକ ଅଘଟଣ ଘଟିଛି। ମାଟି ଅତଡା ଖସି ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି।
ସୂଚନାଯୋଗ୍ୟ, ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ କରିବା ପାଇଁ ମଙ୍ଗଳବାର ୫ ଜଣ ବ୍ୟକ୍ତି ଜଙ୍ଗଲକୁ ଯାଇଥିଲେ। ହେଲେ ଲଗାଣ ବର୍ଷା ଯୋଗୁ ସେମାନେ ଜଙ୍ଗଲର ଏକ ଗୁମ୍ଫାରେ ଆଶ୍ରୟ ନେଇଥିଲେ। ଆଶ୍ରୟ ନେଇଥିବା ବେଳେ ଗୁମ୍ଫାରେ ମାଟି ଅତଡା ଖସି ପଡିଥିଲା। ଏଥିରେ ଚାପି ହୋଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍କଟ ରୋଗୀଙ୍କଠାରେ ବିରଳ ଅସ୍ତ୍ରୋପଚାର

କଟକ ଅଫିସ,୧୩ା୬: ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ କିଡ୍‌ନୀ କ୍ୟାନ୍ସର ରୋଗୀଙ୍କଠାରେ ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଢେଙ୍କାନାଳ ଜିଲାର ଏହି ରୋଗୀ...

ଭିଜିଲାନ୍ସ ଜାଲରେ ୨ କନିଷ୍ଠ କିରାଣି

ବ୍ରହ୍ମପୁର ଅଫିସ,୮।୯: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ୨ କନିଷ୍ଠ କିରାଣି। ସେମାନେ ହେଲେ ସୁଶୀଲ ପଟ୍ଟନାୟକ ଏବଂ ପ୍ରଦୀପ ମହାନ୍ତି। ଏରିଅର ପାଇଁ...

ତୀବ୍ର ହେଉଛି ଚାଷୀ ଅସନ୍ତୋଷ

ଢେଙ୍କାନାଳ ଅଫିସ, ୫।୩ ହାତରେ ଟୋକନ ଅଛି, ହେଲେ ଧାନ ବିକ୍ରି କରିପାରୁନାହାନ୍ତି ଚାଷୀ। ଟାର୍ଗେଟ ପୂରଣ ହୋଇସାରିଥିବା କହି ନିର୍ଦ୍ଧାରିତ ସମୟ ପୂର୍ବରୁ ମଣ୍ଡି...

ବଡ଼ଦାଣ୍ଡ ନାଳରେ ପଡ଼ି ମୃତ୍ୟୁ

ରାଜ୍ୟର ବିଭିନ୍ନ ସ୍ଥାନରେ ମୁକୁଳା ଡ୍ରେନ୍‌ରେ ପଡ଼ି ଲୋକଙ୍କ ମୃତ୍ୟୁ ଘଟିଥିବାର ଅନେକ ନଜିର ରହିଥିବାବେଳେ ପୁରୀ ବଡ଼ଦାଣ୍ଡରେ ଘଟିଛି ଅନୁରୂପ ଏକ ଘଟଣା। ମଙ୍ଗଳବାର...

କୃଷି ଯନ୍ତ୍ରପାତି ବିକ୍ରି ଆଳରେ ୩.୫କୋଟି ରିହାତି ହଡ଼ପ

ବରଗଡ଼ ଅଫିସ୍‌,୨୩।୬: କୃଷି ଯନ୍ତ୍ରପାତି ବିକ୍ରି ଆଳରେ ରିହାତି ତୋଷରପାତ ଭଳି ଏକ ବଡ଼ ଧରଣର ଅନିୟମିତତା କ୍ରାଇମବ୍ରାଞ୍ଚ ଆର୍ଥିକ ଅପରାଧ ଶାଖା ହାତରେ ଲାଗିଛି।...

ଲଙ୍କାଗୁଣ୍ଡ ପକାଇ ୧.୬୬ଲକ୍ଷ ଲୁଟ୍‌ ଅଭିଯୋଗ

ଚାନ୍ଦବାଲି, ୮।୭ (ଡି.ଏନ.ଏ.) – ଭଦ୍ରକ ଜିଲା ମତୋ-ମାଧପୁର ରାସ୍ତାରେ ସୋମବାର ଅପରାହ୍ନରେ ଫାଇନାନ୍ସ କମ୍ପାନୀର ଜଣେ ମହିଳା କର୍ମଚାରୀ ଲୁଟ୍‌ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ...

ଧରାପଡ଼ିଲେ ଚୋର, ଥାନାରେ ଅଟକ

ଆରଡ଼ି,୯।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ି ଫାଣ୍ଡି ଅନ୍ତର୍ଗତ ମଠଡିହ ଠାରେ ଥିବା ଓଳଗ ଗ୍ରାମର ଅଙ୍କିତ ନାୟକଙ୍କ ମୋବାଇଲ ମରାମତି ଦୋକାନରୁ ରବିବାର ରାତିରେ ଏକ...

ପଶ୍ଚିମ ଓଡ଼ିଶାକୁ ସ୍ବତନ୍ତ୍ର ଟ୍ରେନ ଚଳାଚଳ କରୁ

ରାଉରକେଲା ଅଫିସ,୧୨ା୫-ପ୍ରବାସୀ ଓଡ଼ିଆଙ୍କୁ ରାଜ୍ୟକୁ ଫେରାଇ ଆଣିବା ନିମନ୍ତେ ରେଳ ମନ୍ତ୍ରଣାଳୟ ପଦକ୍ଷେପକୁ ସ୍ବାଗତ କରିଛନ୍ତି ସୁନ୍ଦରଗଡ଼ ଏମ୍‌ପି ଜୁଏଲ ଓରାମ। ସେ ଏକ ପତ୍ର...

Advertisement
Archives

Model This Week